Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୨୩ରୁ ଆମେରିକା ଗସ୍ତରେ ଯିବେ ଚୀନ ...

  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ...

  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ...

  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ...

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ...

  • ୫ଦିନ ବନ୍ଦ ରହିବ ବ୍ୟାଙ୍କ

ରାଜ୍ୟ
Home ›› ରାଜ୍ୟ ››ଭକ୍ତଙ୍କୁ ଆଡ଼ପମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି, ଆଜିଠୁ ମିଳିବ ଆଡ଼ପ ଅବଢ଼ା

ଭକ୍ତଙ୍କୁ ଆଡ଼ପମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି, ଆଜିଠୁ ମିଳିବ ଆଡ଼ପ ଅବଢ଼ା

2026-07-19 05:50:44
15261
Share:
Facebook
Twitter
E-Mail
WhatsApp
Telegram
ଭକ୍ତଙ୍କୁ ଆଡ଼ପମଣ୍ଡପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି, ଆଜିଠୁ ମିଳିବ ଆଡ଼ପ ଅବଢ଼ା

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ ରତ୍ନସିଂହାସନ ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ରହିଛି। ଶ୍ରୀବିଗ୍ରହମାନେ ୩ଦିନ ରଥରେ ଅବସ୍ଥାନ କରିବା ପରେ ଶନିବାର ନୀତିକାନ୍ତି ସରି ଚାରମାଳ ବନ୍ଧାହେବା ପରେ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ରବିବାରଠାରୁ ଭକ୍ତଙ୍କୁ ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ ଦେବେ। ସେହିପରି ରବିବାରଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ମଧ୍ୟ ପାଇବେ। ସ୍କନ୍ଦ ପୁରାଣ ଅନୁଯାୟୀ, ମହାପ୍ରଭୁ ଶ୍ରୀଜଗନ୍ନାଥ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଭଉଣୀଭାଇଙ୍କୁ ସାଥିରେ ଧରି ଘୋଷଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। ରଥାରୂଢ଼ ଶ୍ରୀବିଗ୍ରହମାନେ ଶରଧାବାଲିଠାରେ ଶୁକ୍ରବାର ଏବଂ ଶନିବାର ଦିନତମାମ ଭକ୍ତଙ୍କୁ ଦର୍ଶନ ଦେବା ପରେ ଅପରାହ୍ନରେ ବାହାରିଥିଲେ ଜନ୍ମବେଦୀକୁ। ଶ୍ରୀବିଗ୍ରହମାନଙ୍କ ସନ୍ଧ୍ୟାରେ ପହଣ୍ଡି ଆରମ୍ଭ ହୋଇଥିଲା। ଆଡ଼ପ ପହଣ୍ଡି ନିମନ୍ତେ ଶନିବାର ରଥ ଉପରେ ଶ୍ରୀବିଗ୍ରହଙ୍କ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା।
ଶନିବାର ସକାଳ ୭ଟା ୩୦ରୁ ୭ଟା ୪୦ ମଙ୍ଗଳ ଆଳତି, ମଇଲମ ୭ଟା ୩୫ରୁ ୭ଟା ୫୦ ମଧ୍ୟରେ ସମ୍ପନ୍ନ ହୋଇଥିଲା। ତିନିରଥରେ ଅବକାଶ ନୀତି ୮ଟାରୁ ୯ଟା ୧୦, ବେଶ ଶେଷ ୮ଟା ୧୫ରୁ ୯ଟା ୨୦, ସକାଳଧୂପ ଶେଷ ୧୦ଟାରୁ ୧୧ଟା ୦୫, ମଇଲମ ୧୧ଟା ୨୦ରୁ ୧୧ଟା ୪୦, ମହାସ୍ନାନ ଶେଷ ମଧ୍ୟାହ୍ନ ୧୨ଟା, ସର୍ବାଙ୍ଗ ୧୧ଟା ୫୫ରୁ ୧୨ଟା ୩୦, ବେଶ ୧୨ଟା ୩୫, ତିନିରଥର ମଧ୍ୟାହ୍ନ ଧୂପ ଶେଷ ୧୨ଟା ୪୦ରୁ ୧ଟା ୩୫, ସନ୍ଧ୍ୟା ଆଳତି ୧ଟା ୩୫, ବେଶ ଶେଷ ଅପରାହ୍ନ ୧ଟା ୪୫ରୁ ୨ଟା, ସନ୍ଧ୍ୟା ଆଳତି ୧ଟା ୫୫ରୁ ୨ଟା ୧୫, ସନ୍ଧ୍ୟା ଧୂପ ୩ଟା୧୫, ଚାରମାଳ ବନ୍ଧା ଶେଷ ୭ଟା ୩୫, ସିଂହାସନ ମାଜଣା ସନ୍ଧ୍ୟା ୬ଟା୪୦, ତିନିରଥରେ ପୁଷ୍ପାଞ୍ଜଳି ସନ୍ଧ୍ୟା ୭ଟା ୪୦ରୁ ୭ଟା ୫୦। ମୁଦିରସ୍ତଙ୍କ ଦ୍ୱାରା ତିନିରଥରେ ପୁଷ୍ପାଞ୍ଜଳି ପ୍ରଦାନ ପରେ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ପହଣ୍ଡି ନିମନ୍ତେ ବିଜେ କାହାଳୀ ବାଜିଥିଲା। ପ୍ରଥମେ ମଦନମୋହନ, ପରେ ରାମକୃଷ୍ଣ ଓ ଶେଷରେ ଚକ୍ରରାଜ ଶ୍ରୀସୁଦର୍ଶନ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ସେହିପରି ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରାଯାଇଥିଲା।

Powered by Froala Editor

Tags Adapa abada

Related articles Odisha News Lens 4.1

  • ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ
    ଦେଶ-ଦେଶାନ୍ତର

    ଭିଭିଆଇପିଙ୍କୁ ଏସ୍‌ଆଇଆର ନୋଟିସ

    13906
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା
    ଦେଶ-ଦେଶାନ୍ତର

    ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    14004
    Sep 21, 2026
  • ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...
    ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ...

    14812
    Sep 21, 2026
  •  ୫ଦିନ ବନ୍ଦ ରହିବ ବ୍ୟାଙ୍କ
    ଦେଶ-ଦେଶାନ୍ତର

    ୫ଦିନ ବନ୍ଦ ରହିବ ବ୍ୟାଙ୍କ

    14630
    Sep 21, 2026
  • ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ
    ଦେଶ-ଦେଶାନ୍ତର

    ବଳାତ୍କାରର ଦାଏର ମାମଲାରେ ଏହି ରାଜ୍ୟ ଆଗରେ

    14276
    Sep 22, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ
    ଦେଶ-ଦେଶାନ୍ତର

    ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13591
    Sep 21, 2026
  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍
    ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14671
    Sep 21, 2026
  • ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ
    ଦେଶ-ଦେଶାନ୍ତର

    ଫ୍ଲାଇ ଓଭରରୁ ଖସି ପଡିଲା BMW କାର, ୩ ମୃତ

    15488
    Sep 21, 2026
  • ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...
    ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ...

    13861
    Sep 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ପାଠ୍ୟ ପୁସ୍ତକରେ ତ୍ରୁଟି ପାଇଁ ଉତ୍ତରଦାୟୀତ୍ୱ ନେଇ ଶିକ୍ଷାମନ୍ତ୍ରୀ ଇସ୍ତଫା ଦେବା ଉଚିତ୍‌ – ନବୀନ ପଟ୍ଟନାୟକ

    14812
    Sep 21, 2026
  • ଦେଶ-ଦେଶାନ୍ତର

    ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14671
    Sep 21, 2026
  • ଦେଶ-ଦେଶାନ୍ତର

    ଅକ୍ଟୋବର ପହିଲାରୁ ଏଲ୍‌ପିଜି ସିଲିଣ୍ଡର ବୁକିଂ ଜାରି ରଖିବା ପାଇଁ ଇ-କେୱାଇସି ଅନିବାର୍ଯ୍ୟ

    13861
    Sep 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17116
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17802
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17777
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18186
    Sep 06, 2023

ବିଶେଷ

  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    14829
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14457
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14706
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16336
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14855
    Sep 06, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15611
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15370
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14664
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14338
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏସ୍‌ଆଇଆର୍‌ରେ ଜୟଶଙ୍କର ଓ ପୂର୍ବତନ ସେନାମୁଖ୍ୟଙ୍କୁ ନୋଟିସ୍

    14671
    Sep 21, 2026
  • ୭୨ ଘଣ୍ଟାରେ ହ୍ୟାକ୍ କରିଥିଲେ ୩ ଭାରତୀୟ

    13591
    Sep 21, 2026
  • ୨୦୨୭ ଜୁଲାଇରେ ଆସୁଛି ପ୍ରଥମ ଡେଙ୍ଗୁ ଟିକା

    14004
    Sep 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In