Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ...

  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ...

  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ ...

  • ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶରଦ ପାୱାର ...

  • ୮୪ କୋଟି ଟଙ୍କାର ବଙ୍ଗଳା କିଣିଲେ ଜନ୍ ...

  • ବିଜୟଙ୍କ ଶେଷ ଫିଲ୍ମ 'ଜନ ନାୟଗନ୍' ନୁହେଁ

  • ମୃତ ପତ୍ନୀଙ୍କ ସିନ୍ଥିରେ ସିନ୍ଦୂର ଦେଲା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସିକ୍କିମରେ ଟନେଲ ଭୁଶୁଡ଼ି ୨୦ ଜଣ ଶ୍ରମିକଙ୍କ ମୃତ୍ୟୁ

ସିକ୍କିମରେ ଟନେଲ ଭୁଶୁଡ଼ି ୨୦ ଜଣ ଶ୍ରମିକଙ୍କ ମୃତ୍ୟୁ

2026-07-22 07:08:13
14424
Share:
Facebook
Twitter
E-Mail
WhatsApp
Telegram
ସିକ୍କିମରେ ଟନେଲ ଭୁଶୁଡ଼ି ୨୦ ଜଣ ଶ୍ରମିକଙ୍କ ମୃତ୍ୟୁ

ସିକ୍କିମର ନାମଚି ଜିଲ୍ଲାରେ ଭୂସ୍ଖଳନ ଯୋଗୁ ଏକ ନିର୍ମାଣାଧୀନ ସୁଡ଼ଙ୍ଗ (ଟନେଲ) ଭୁଶୁଡ଼ି ପଡ଼ିଛି । ଫଳରେ ୨୦ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୫ ଜଣ ଏବେ ବି ଫସି ରହିଛନ୍ତି । ୧୬ ଜଣ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ମୃତ ଓ ଫସି ରହିଥିବା ଶ୍ରମିକମାନେ ଝାଡ଼ଖଣ୍ଡ, ଆସାମ, ପଞ୍ଜାବ ଏବଂ ଜମ୍ମୁ-କାଶ୍ମୀରର ବାସିନ୍ଦା ।

ଏନ୍ଏଚ୍‌ପିସି ଅନୁସାରେ, ସୋମବାର ଦିନ ପ୍ରାୟ ୧.୦୪ ମିନିଟ୍‌ରେ ସମରଡୁଙ୍ଗ ନିକଟ ତିସ୍ତା ଷ୍ଟେଜ-୬ ଜଳବିଦ୍ୟୁତ ପ୍ରକଳ୍ପର ୭ କିମି ଲମ୍ବା ନିର୍ମାଣାଧୀନ ସୁଡ଼ଙ୍ଗରେ ଏହି ଦୁର୍ଘଟଣା ଘଟିଛି । ଏନ୍ଏଚ୍‌ପିସି ଲାଗି ପଟେଲ ଇଞ୍ଜିନିୟରିଂ କମ୍ପାନି ସେହି ସୁଡ଼ଙ୍ଗକୁ ନିର୍ମାଣ କରୁଛି । ଦୁର୍ଘଟଣା ସମୟରେ ସେଠାରେ ୨୭ ଜଣ ଶ୍ରମିକ କାମ କରୁଥିଲେ । ସୁଡ଼ଙ୍ଗ ଖୋଳା ଚାଲିଥିବାବେଳେ ହଠାତ୍ ଭୂସ୍ଖଳନ ହୋଇଥିଲା ଏବଂ ସୁଡ଼ଙ୍ଗ ମଧ୍ୟରେ ପଥର ଚଟାଣ ସନ୍ଧିରେ ଥିବା ମିଥେନ୍ ଗ୍ୟାସ୍ ଅଚାନକ ବିସ୍ଫୋରକ ଭାବେ ବାହାରି ଆସିଥିଲା । 

ନ୍ୟାସନାଲ ହାଇଡ୍ରୋଇଲେକ୍ଟ୍ରିକ୍ ପାୱାର କର୍ପୋରସେନ୍ (ଏନ୍ଏଚ୍ପିସି)ର ତିସ୍ତା ଷ୍ଟେଜ-୬ ଜଳବିଦ୍ୟୁତ୍ ପ୍ରକଳ୍ପର ଏହି ସୁଡ଼ଙ୍ଗ ନିର୍ମାଣ କରାଯାଉଥିଲା । ଭୂସ୍ଖଳନ ଯୋଗୁ ସୁଡ଼ଙ୍ଗ ଭୁଶୁଡ଼ି ପଡ଼ିଥିଲା । ଫଳରେ ସୁଡ଼ଙ୍ଗର ଉଭୟ ପ୍ରବେଶ ପଥ ବନ୍ଦ ହୋଇଯାଇଥିଲା । 

ସୁଡ଼ଙ୍ଗ ଭିତରେ ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବା ଲାଗି ଏନ୍ଡିଆରଏଫ୍, ଏସ୍ଡିଆରଏଫ୍, ରାଜ୍ୟ ପୁଲିସ ଏବଂ ଅଗ୍ନିଶମ ବିଭାଗ ପକ୍ଷରୁ ଅଭିଯାନ ଜାରି ରହିଛି ।  ଇତିମଧ୍ୟରେ ସୁଡ଼ଙ୍ଗ ବିସ୍ଫୋରଣ ଘଟଣାରେ ଲୋକଙ୍କ ମୃତ୍ୟୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । 

Powered by Froala Editor

Tags sikim

Related articles Odisha News Lens 4.1

  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ
    ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15239
    Jul 23, 2026
  • ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ

    14785
    Jul 22, 2026
  • ୮୪ କୋଟି ଟଙ୍କାର ବଙ୍ଗଳା କିଣିଲେ ଜନ୍ ଆବ୍ରାହମ୍
    ମନୋରଞ୍ଜନ

    ୮୪ କୋଟି ଟଙ୍କାର ବଙ୍ଗଳା କିଣିଲେ ଜନ୍ ଆବ୍ରାହମ୍

    14707
    Jul 22, 2026
  • ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ
    ଦେଶ-ଦେଶାନ୍ତର

    ଦଶନ୍ଧି ମଧ୍ୟରେ ୧୫୨ଟି ପ୍ରଶ୍ନପତ୍ର ଲିକ୍‌ : ରାହୁଲ ଗାନ୍ଧୀ

    15385
    Jul 23, 2026
  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....
    ଦେଶ-ଦେଶାନ୍ତର

    ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....

    13645
    Jul 22, 2026
  • ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ
    ଦେଶ-ଦେଶାନ୍ତର

    ୧୬ ବର୍ଷ ପରେ ଭାରତ ଫେରିବେ ଲଲିତ୍ ମୋଦୀ

    14893
    Jul 23, 2026
  • ମୃତ ପତ୍ନୀଙ୍କ ସିନ୍ଥିରେ ସିନ୍ଦୂର ଦେଲା ପରେ ଟଳି ପଡ଼ିଲେ ସ୍ୱାମୀ
    ଦେଶ-ଦେଶାନ୍ତର

    ମୃତ ପତ୍ନୀଙ୍କ ସିନ୍ଥିରେ ସିନ୍ଦୂର ଦେଲା ପରେ ଟଳି ପଡ଼ିଲେ ସ୍ୱାମୀ

    15530
    Jul 22, 2026
  • ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ
    ଦେଶ-ଦେଶାନ୍ତର

    ଆନ୍ଦୋଳନକାରୀଙ୍କ ବିରୋଧରେ ହେବନି ଆଇନଗତ କାର୍ଯ୍ୟାନୁଷ୍ଠାନ

    14645
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା
    ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15469
    Jul 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଶରଦ ପାୱାର ଏବଂ ତାଙ୍କ ଝିଅ ସୁପ୍ରିୟା ସୁଲେ

    14785
    Jul 22, 2026
  • ଦେଶ-ଦେଶାନ୍ତର

    ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15239
    Jul 23, 2026
  • ବାଣିଜ୍ୟ

    ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15469
    Jul 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16991
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17599
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17650
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18053
    Sep 06, 2023

ବିଶେଷ

  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    14897
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    15919
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14172
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14451
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14793
    Jul 12, 2026

ବାଣିଜ୍ୟ

ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

-    ଖରା ଓ ଆର୍ଦ୍ରତାରୁଆଶ୍ୱସ୍ତି ପାଇଁ ବଡ଼ଦାଣ୍ଡରେ ଜଳ ସିଞ୍ଚନ ଯନ୍ତ୍ର ନିୟୋଜିତ

-      ପୁରୀ ସମୁଦ୍ର କୂଳରେ ମାଗଣା ରାତ୍ରି ଆଶ୍ରୟସ୍ଥଳରେ ଶ୍ରଦ୍ଧାଳୁଙ୍କ ପା ...

  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15137
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13884
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14102
    Jul 19, 2026
  • ଆଶୀର୍ବାଦର “ଆୟୋଡିନ ର ତିଳକ” ଅଭିଯାନ ପୁରୀ ରଥ ଯାତ୍ରାରେ ଦର୍ଶନ, ଅନ୍ନ, ସେବାକୁ ପୁନଃ ଚିତ୍ରିତ କରୁଛି

    13925
    Jul 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୮୪ କୋଟି ଟଙ୍କାର ବଙ୍ଗଳା କିଣିଲେ ଜନ୍ ଆବ୍ରାହମ୍

    14707
    Jul 22, 2026
  • ସଂସଦରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ବିରୋଧୀ, କହିଲେ ଏମିତି....

    13645
    Jul 22, 2026
  • ଅନୁରାଗ ଜୈନ୍ ନୀତି ଆୟୋଗର ନୂତନ ସିଇଓ

    15239
    Jul 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In