Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ରାଜ୍ୟ
Home ›› ରାଜ୍ୟ ››କୁବେର ପିଏସ୍ ବିରଞ୍ଚି ନିଲମ୍ବିତ

କୁବେର ପିଏସ୍ ବିରଞ୍ଚି ନିଲମ୍ବିତ

2021-08-02 10:03:24
13784
Share:
Facebook
Twitter
E-Mail
WhatsApp
Telegram
କୁବେର ପିଏସ୍ ବିରଞ୍ଚି ନିଲମ୍ବିତ


ଭୁବନେଶ୍ବର: ଚାକିରିରୁ ନିଲମ୍ବିତ ହେଲେ କୁବେର ପିଏସ୍। ଗିରଫ ପରେ ଚାକିରିରୁ ନିଲମ୍ବିତ ହେଲେ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନର (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପିଏସ୍ ବିରଞ୍ଚି ନାରାୟଣ ସାହୁ। ଶନିବାର ସକାଳରେ ତାଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। କୋଟି କୋଟି ଟଙ୍କା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଥିଲା ଭିଜିଲାନ୍ସ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍‌ ତାଙ୍କ ଘର, ଅଫିସ୍‌ ଓ ସମ୍ପର୍କୀୟଙ୍କ ଘରକୁ ମିଶାଇ ମୋଟ୍‌ ୬ ଟି ଜାଗାରେ ଚଢ଼ଉ କରିଥିଲା । ଏହି ସମୟରେ ତାଙ୍କ ଘରୁ ୩ କୋଟି ୭୯ ଲକ୍ଷ ଟଙ୍କା ଟଙ୍କା ମୂଲ୍ୟର ସ୍ଥାବର-ଅସ୍ଥାବର ସମ୍ପତ୍ତି ଠାବ ହୋଇଥିଲା। ଏହା ଛଡ଼ା ସ୍ଥାବର ଅସ୍ଥାବର ସମ୍ପତ୍ତି ମଧ୍ୟରେ ରହିଛି ନୀଳାଦ୍ରିବିହାରରେ ୨ଟି ଦୁଇ ମହଲା ଘର, ଭୁବନେଶ୍ୱର ଭକ୍ତିବିହାର ଓ କଟକ କୋଡିଆବନ୍ଧରେ ୨ ଟି ଏକ ମହଲା ଘର । ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ରହିଛି ୧୪ ଟି ପ୍ଲଟ୍‌ । ଗୋଟିଏ କାର୍‌, ୨ ଟି ବାଇକ୍‌, ୫୬ ଲକ୍ଷ ଟଙ୍କାର ଜୀବନବୀମା, ଦେଢ଼ କେଜି ସୁନା । ତା’ଛଡା ଶ୍ରୀ ସାହୁଙ୍କ ଘରୁ ନଗଦ ୧୨ ଲକ୍ଷ ଟଙ୍କା ଓ ତାଙ୍କ ଶଳାଙ୍କ ଘରୁ ୧୩ ଲକ୍ଷ ନଗଦ ଟଙ୍କା ଜବତ କରିଛି ଭିଜିଲାନ୍ସ ।

ହେଲେ ବ୍ୟାଙ୍କ୍‌ ଓ ଲକରରେ ଥିବା ସମ୍ପତ୍ତି ଆକଳନ କରିପାରିନି ଭିଜିଲାନ୍ସ । ତାଙ୍କ ସମ୍ପତ୍ତି ଯାଞ୍ଚ କରାଯିବ ବୋଲି ଭିଜିଲାନ୍ସ ଏସ୍‌ପି ସୂଚନା ଦେଇଥିଲେ । ସବୁଠାରୁ ବଡ଼ କଥା ହେଲା ସେ ତାଙ୍କ ସମ୍ପର୍କୀୟଙ୍କ ନାଁରେ କୋଟି କୋଟି ଟଙ୍କା ସମ୍ପତ୍ତି ରଖିଥିବା ଜଣାପଡିଛି । ସେ କରୋନା ମହାମାରୀ ସମୟରେ ୨ଥର ବିଦେଶ ଗସ୍ତ କରିଥିବାର ପ୍ରମାଣ ମିଳିଛି । ଏଥିସହ ତାଙ୍କ ଘରୁ ବିଡା ବିଡା ବିଦେଶୀ ନୋଟ୍‌ ମଧ୍ୟ ଠାବ କରାଯାଇଛି ।
ଗତ କିଛି ମାସ ତଳେ ଏସ୍‌ଏସ୍‌ସି ମାଧ୍ୟମରେ ଚାକିରି ବିଜ୍ଞାପନ ବାହାରିଥିଲା । ବିରଞ୍ଚି ନାରାୟଣ ସାହୁ ଓ ତାଙ୍କର କିଛି ଖାସ୍‌ ସହଯୋଗୀ ଲକ୍ଷ ଲକ୍ଷ ଟଙ୍କାରେ ଡିଲ୍‌ କରୁଥିଲେ। ହେଲେ ଭିଜିଲାନ୍ସ ଏମାନଙ୍କୁ ଧରିବା ପୂର୍ବରୁ ଖସି ଯାଇଥିଲେ । ସେବେଠାରୁ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା । ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଥିଲା । ହେଲେ ଏତେ ଟଙ୍କା ଓ ସମ୍ପତ୍ତି କେଉଁଠୁ ଆସିଲା ସେ ନେଇ ତଦନ୍ତ ଜାରି ରହିଛି ।

Powered by Froala Editor

Tags Biranchi sahoo suspended

Related articles Odisha News Lens 4.1

  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14176
    Oct 18, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14150
    Oct 19, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15704
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15421
    Oct 20, 2026
  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15183
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15344
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15024
    Oct 19, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15205
    Oct 20, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14209
    Oct 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14176
    Oct 18, 2026
  • ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14150
    Oct 19, 2026
  • ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15421
    Oct 20, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17198
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17892
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18265
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14600
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15396
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14738
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14834
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15835
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14628
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13993
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14209
    Oct 18, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15344
    Oct 19, 2026
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14176
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In