Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

ରାଜ୍ୟ
Home ›› ରାଜ୍ୟ ››ଏଚ୍‌ସିଏଲ୍-ଟେକ୍ ପ୍ରତିଷ୍ଠା କରିବ ଡେଭେଲପମେଣ୍ଟ ସେଣ୍ଟର୍‌, ଓଡ଼ିଶାରେ ସ୍ୱଦେଶୀ ଏଆଇ ପାର୍କ

ଏଚ୍‌ସିଏଲ୍-ଟେକ୍ ପ୍ରତିଷ୍ଠା କରିବ ଡେଭେଲପମେଣ୍ଟ ସେଣ୍ଟର୍‌, ଓଡ଼ିଶାରେ ସ୍ୱଦେଶୀ ଏଆଇ ପାର୍କ

2026-07-25 06:39:07
14105
Share:
Facebook
Twitter
E-Mail
WhatsApp
Telegram
ଏଚ୍‌ସିଏଲ୍-ଟେକ୍ ପ୍ରତିଷ୍ଠା କରିବ ଡେଭେଲପମେଣ୍ଟ ସେଣ୍ଟର୍‌, ଓଡ଼ିଶାରେ ସ୍ୱଦେଶୀ ଏଆଇ ପାର୍କ

ଭୁବନେଶ୍ବର : ଏଚ୍‌ସିଏଲ୍-ଟେକ୍ ଓଡ଼ିଶାରେ ନିଜର ଏକ ଡେଭେଲପମେଣ୍ଟ ସେଣ୍ଟର୍‌ ପ୍ରତିଷ୍ଠା କରିବାକୁ ଯାଉଛି। ଏଚସିଏଲ୍‌ ଗ୍ଲୋବାଲ୍ ଡେଲିଭରି ସେଣ୍ଟର୍‌ ଏବଂ ‘ସର୍ଭମ ଏଆଇ’ର ମିଳିତ ସହଯୋଗରେ ଏକ ‘ଏଆଇ-ଅପ୍‌ଟିମାଇଜ୍ ଡାଟା ସେଣ୍ଟର୍‌ ପ୍ରତିଷ୍ଠା କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶାରେ ଏକ ସମ୍ପୂର୍ଣ୍ଣ ସ୍ୱଦେଶୀ ଏଆଇ ପାର୍କ ପ୍ରତିଷ୍ଠା କରାଯିବ। ଏହି ଡାଟା ସେଣ୍ଟର୍‌ ଉକ୍ତ ଏଆଇ ପାର୍କ ମଧ୍ୟରେ ପ୍ରତିଷ୍ଠିତ ହେବ। ଏଚ୍‌ସିଏଲ୍‌ ଡେଭଲପମେଣ୍ଟ ସେଣ୍ଟର୍‌ ପାଇଁ ପ୍ରାୟ ୭୩୦ କୋଟି ଟଙ୍କାର ପୁଞ୍ଜିନିବେଶ ହେଉଛି। ଗ୍ଲୋବାଲ୍ ଡେଲିଭରି ସେଣ୍ଟର୍‌ ମାଧ୍ୟମରେ ଆମ ଓଡ଼ିଶାର ୬,୦୦୦ରୁ ଅଧିକ
ଉଚ୍ଚଶିକ୍ଷିତ ଏବଂ କୁଶଳୀ ଯୁବକ-ଯୁବତୀଙ୍କୁ ସିଧାସଳଖ ନିଯୁକ୍ତି ସୁଯୋଗ ମିଳିବ। ଏହି ଦୁଇଟି ପ୍ରକଳ୍ପରେ ଆସନ୍ତା ୫ବର୍ଷରେ ପ୍ରାୟ ୧୫ହଜାର କୋଟି ଟଙ୍କା ବିନିଯୋଗ ହେବ। ଆଜି ଲୋକସେବା ଭବନର କନଭେନସନ୍‌ ସେଣ୍ଟର୍‌ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଏଚ୍‌ସିଏଲ୍‌ ଟେକ୍ ଏବଂ ସର୍ଭମ ଏଆଇ ସହ ଦୁଇଟି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ପଦକ୍ଷେପ ଦ୍ୱାରା ଓଡ଼ିଶାରେ ଟେକ୍ନୋଲୋଜି-ଭିତ୍ତିକ ଆର୍ଥିକ ଅଭିବୃଦ୍ଧି ଅଧିକ ସୁଦୃଢ଼ ହେବା ସହ ରାଜ୍ୟର ହଜାର ହଜାର ଉଚ୍ଚଶିକ୍ଷିତ ଓ କୁଶଳୀ ଯୁବକ-ଯୁବତୀଙ୍କ ପାଇଁ ସିଧାସଳଖ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ପୂର୍ବରୁ ଆମେ ବିଦେଶୀ ଏଆଇ ଉପରେ ନିର୍ଭର କରୁଥିଲୁ। କିନ୍ତୁ ଆଜି ଆମର ସ୍ୱଦେଶୀ ଏଆଇ ସର୍ଭମ ବିଶ୍ୱର ଯେକୌଣସି ଟେକ୍ନୋଲୋଜି ସହ ସମକକ୍ଷ ହୋଇପାରିଛି। ଆଗାମୀ ଦିନରେ କୃଷି, ସ୍ୱାସ୍ଥ୍ୟ, ଶିକ୍ଷା ଓ ପ୍ରତିରକ୍ଷା କ୍ଷେତ୍ରରେ ଏହାର ବ୍ୟାପକ ବ୍ୟବହାର କରାଯିବ। ଓଡ଼ିଶା ବଡ଼ ନିବେଶ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଏବଂ ରାଜ୍ୟରେ ନିବେଶ କରିବା ପାଇଁ ଏହା ହିଁ ଉପଯୁକ୍ତ ସମୟ ବୋଲି ଶ୍ରୀ ମାଝୀ କହିଥିଲେ।
ଏଚସିଏଲ୍ ଚେୟାରପର୍ସନ୍ ରୋଶନୀ ନାଦର ମାଲହୋତ୍ରା କହିଥିଲେ ଯେ ନିକଟରେ ଓଡ଼ିଶାରେ ସଫଳତାର ସହ ଆୟୋଜିତ ହୋଇଥିବା ଏଆଇ ସମ୍ମିଳନୀ ପ୍ରମାଣିତ କରିଛି ଯେ ରାଜ୍ୟ କୃତ୍ରିମ ବୁଦ୍ଧିମତ୍ତା ଭିତ୍ତିକ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ କାର୍ଯ୍ୟ କରିବାକୁ ସମ୍ପୂର୍ଣ୍ଣ ସମର୍ଥ ଓ ପ୍ରସ୍ତୁତ ରହିଛି। ଓଡ଼ିଶାରେ ଏକ ସ୍ୱତନ୍ତ୍ର ‘ଏଆଇ ପାର୍କ’ ପ୍ରତିଷ୍ଠା କରାଯିବ ବୋଲି ଘୋଷଣା କରିବା ସହ ଏହା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଯାତ୍ରାରେ ଏକ ପ୍ରମୁଖ ମାଇଲଖୁଣ୍ଟ ସାବ୍ୟସ୍ତ ହେବ ବୋଲି କହିଛନ୍ତି। ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହାକୁ ଓଡ଼ିଶା ପାଇଁ ଏକ ଅତ୍ୟନ୍ତ ଗୌରବପୂର୍ଣ୍ଣ ମୁହୂର୍ତ୍ତ ବୋଲି ଅଭିହିତ କରିଛନ୍ତି। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ବିଶାଳ କୁମାର ଦେବ, ଏଚସିଏଲ୍‌-ଟେକ୍‌ର ସିଇଓ ତଥା ମ୍ୟାନେଜିଂ ଡାଇରେକ୍ଟର୍‌ ସି. ବିଜୟକୁମାର, ସର୍ଭମ ଏଆଇର ସିଇଓ ପ୍ରତ୍ୟୁଷ କୁମାର, ଶିଳ୍ପ ଓ ଶିକ୍ଷା ଜଗତର ବିଶିଷ୍ଟ ବ୍ୟକ୍ତିବିଶେଷ ଏବଂ ଓଡ଼ିଶା ସରକାରଙ୍କ ବରିଷ୍ଠ ଆଧିକାରୀ ଉପସ୍ଥିତ ଥିଲେ।

Powered by Froala Editor

Tags Hello tech

Related articles Odisha News Lens 4.1

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14222
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14149
    Sep 12, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14820
    Sep 13, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14168
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15002
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13855
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13910
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    15061
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14121
    Sep 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13910
    Sep 12, 2026
  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14820
    Sep 13, 2026
  • ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14222
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17091
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17768
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17759
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18163
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14197
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16090
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14626
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13935
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14741
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14223
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14074
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14698
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15036
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    14820
    Sep 13, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    15061
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14121
    Sep 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In