Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ରାଜ୍ୟ
Home ›› ରାଜ୍ୟ ››ରଥ ଉପରେ ସୁନାବେଶ ହେବେ ଚତୁର୍ଦ୍ଧାମୂର୍ତ୍ତି

ରଥ ଉପରେ ସୁନାବେଶ ହେବେ ଚତୁର୍ଦ୍ଧାମୂର୍ତ୍ତି

2026-07-25 07:26:11
15294
Share:
Facebook
Twitter
E-Mail
WhatsApp
Telegram
ରଥ ଉପରେ ସୁନାବେଶ ହେବେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ଆଗରେ ପହଞ୍ଚିଛନ୍ତି ତିନିରଥ। ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଲୀଳା ଶେଷକରି ବାହୁଡିଛନ୍ତି ମହାପ୍ରଭୁ। ପ୍ରାୟ ୫ଲକ୍ଷ ଶ୍ରଦ୍ଧାଳୁ ବାହୁଡ଼ାଯାତ୍ରାରେ ସାମିଲ ହୋଇଛନ୍ତି। ରାତି ୧୧ଟା ପର୍ଯ୍ୟନ୍ତ ରଥଟଣା ଯାଇଛି। ତିନିରଥ କଡ଼ା ସୁରକ୍ଷା ବଳୟରେ ରଖାଯାଇଛି। ଶ୍ରଦ୍ଧାଳୁମାନେ ରଥାରୁଢ ଦାରୁବ୍ରହ୍ମଙ୍କୁ ଦର୍ଶନ କରୁଛନ୍ତି। ରଥ ଉପରେ ଚାଲିଛି ପ୍ରଭୁଙ୍କ ସେବାପୂଜା। ଶନିବାର ହରିଶୟନ ଏକାଦଶୀ ତିଥିରେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରାଙ୍କୁ ରଥ ଉପରେ ସୁନାବେଶ କରାଯିବ। ତେଣୁ ତିନିରଥ
ସିଂହଦ୍ୱାର ଆଗରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଶୁକ୍ରବାର ଗୁଣ୍ଡିଚା ମନ୍ଦିର ଜନ୍ମବେଦୀରେ ପ୍ରଭୁଙ୍କ ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳପୂଜା ସହ ବେଶ କରାଯାଇଥିଲା। ଗୋପାଳବଲ୍ଲଭ ଓ ସକାଳଧୂପ ଏକାଠି ଅନୁଷ୍ଠିତ ହୋଇଥିଲା। ଖେଚୁଡି ଭୋଗ ଖାଇ ରଥ ଉପରକୁ ବିଜେ କରିଥିଲେ ଚତୁର୍ଦ୍ଧାବିଗ୍ରହ। ଦିନ୧୦ଟା ୫୦ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୧୫ରେ ଶେଷ ହୋଇଥିଲା। ଏହାପରେ ମଦନମୋହନ ଓ ରାମକୃଷ୍ଣ ରଥ ଉପରେ ବିଜେ କରିଥିଲେ। ଗଜପତି ମହାରାଜ ଶ୍ରୀଦିବ୍ୟସିଂହଦେବ ତିନିରଥ ଉପରେ ଛେରାପହଁରା କରିଥିଲେ। ରଥରୁ ଚାରମାଳ ଫିଟାଯାଇ ଘୋଡାଲାଗି କରାଯାଇଥିଲା। ଅପରାହ୍ଣ ୪ଟା ୩୦ରେ ଆରମ୍ଭ ହୋଇଥିଲା ରଥଟଣା। ପ୍ରଥମେ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ, ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଏବଂ ଶେଷରେ କାଳିଆ ଠାକୁର ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇଥିଲା। ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଉତ୍କଣ୍ଠାର ସହ ରଥ ଟାଣିଥିଲେ। ମେଘୁଆ ପାଗ ଯୋଗୁଁ ଭକ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ମାଉସୀ ମା’ ମନ୍ଦିର ସମ୍ମୁଖରେ ପ୍ରଭୁଙ୍କୁ ରଥ ଉପରେ ପୋଡପିଠା ଭୋଗ କରାଯାଇଛି। ନନ୍ଦିଘୋଷ ରଥ ଶ୍ରୀନଅର ସମ୍ମୁଖରେ ପହଞ୍ଚିବା ପରେ ଗଜପତି ମହାରାଜ ଲକ୍ଷ୍ମୀନାରାୟଣ ଭେଟ କରାଇଛନ୍ତି। ଶନିବାର ମହାପ୍ରଭୁଙ୍କ ସୁନାବେଶ ହେବାକୁ ଥିବାରୁ ଶୁକ୍ରବାର ରାତିରେ ଆଲୋକ ବ୍ୟବସ୍ଥା କରାଯାଇ ରଥଟଣା ଯାଇଛି। ଭକ୍ତଙ୍କ ସୁରକ୍ଷା, ଗହଳି ନିୟନ୍ତ୍ରଣ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ୧୩ହଜାର ପୁଲିସ ଫୋର୍ସ, ୨୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବାହିନୀ, ପ୍ରାୟ ୨ହଜାର ପୁଲିସ ଅଧିକାରୀ ନିୟୋଜିତ ହୋଇଥିଲେ। ୨୩ ଆଇପିଏସ୍‌‌ ଅଧିକାରୀଙ୍କୁ ସୁରକ୍ଷା ବ୍ୟବସ୍ଥା ତଦାରଖ ଦାୟିତ୍ୱ ଦିଆଯାଇଥିଲା।
ଶନିବାର ହରିଶୟନ ଏକାଦଶୀ ତିଥିରେ ରଥ ଉପରେ ଦାରୁବ୍ରହ୍ମଙ୍କୁ ସୁନାବେଶ କରାଯିବ। ମହଣ ମହଣ ହୀରାନୀଳା ଖଚିତ ସୁନାରେ ଆଭୁଷିତ ହେବେ ମହାପ୍ରଭୁ। ରଥ ଉପରେ ଶ୍ରୀଜୀଉଙ୍କ ସନ୍ଧ୍ୟା ଆଳତି ଓ ଏକାଦଶୀ ସର୍ବାଙ୍ଗ ପରେ ଅପରାହ୍ଣ ୫ଟାରୁ ୬ଟା ୩୦ ମଧ୍ୟରେ ପ୍ରଭୁଙ୍କୁ ସୁନାବେଶ କରାଯିବ। ରାତି ୧୦ଟା ଠାରୁ ୧୧ଟା ମଧ୍ୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ସୁନାବେଶ ମଇଲମ କରାଯିବ। ପ୍ରାୟ ୧୦ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Powered by Froala Editor

Tags Suna besa

Related articles Odisha News Lens 4.1

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14531
    Sep 14, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15025
    Sep 14, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13636
    Sep 13, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15061
    Sep 13, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13855
    Sep 14, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15229
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14353
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14451
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14138
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14353
    Sep 12, 2026
  • ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13855
    Sep 14, 2026
  • ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14395
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17093
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18165
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14421
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16116
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14652
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13961
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14768
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14310
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14702
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15040
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13636
    Sep 13, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13855
    Sep 14, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15025
    Sep 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In