Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 02, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ...

  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ...

  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ...

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

2026-07-25 10:41:28
15296
Share:
Facebook
Twitter
E-Mail
WhatsApp
Telegram
ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ: ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଥିବା ପେପର ଲିକ୍‌ ମାମଲାରେ ଏବେ ଆହୁରି କଠୋର ହେବ ଆଇନ। ପରୀକ୍ଷାରେ ଅନିୟମିତତା ଏବଂ ପ୍ରଶ୍ନପତ୍ର ପ୍ରଘଟ ଘଟଣାକୁ ନେଇ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର। ପ୍ରଶ୍ନପତ୍ର ପ୍ରଘଟ ରୋକିବା ପାଇଁ ପବ୍ଲିକ୍ ଏକ୍‌ଜାମିନେସନ୍ସ (ପ୍ରିଭେନ୍ସନ୍ ଅଫ୍ ଅନଫେୟାର ମିନ୍ସ) ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ୍‌ ମଞ୍ଜୁରୀ ଦେଇଛି। ସଂଶୋଧିତ ନିୟମ ଅନୁଯାୟୀ, ପ୍ରଶ୍ନପତ୍ର ପ୍ରଘଟ କରିବା କିମ୍ବା ଏଭଳି ଅପରାଧରେ ସଂଗଠିତ ଭାବେ ସାମିଲ ଥିବା ବ୍ୟକ୍ତି ଓ ସଂସ୍ଥା ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ନୂଆ ବ୍ୟବସ୍ଥାରେ ଦୋଷୀ ସାବ୍ୟସ୍ତ ହେଲେ ସର୍ବାଧିକ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ସହ ୧୦ କୋଟି ଟଙ୍କା ପର୍ଯ୍ୟନ୍ତ ଜୋରିମାନା କରାଯିବାର ପ୍ରାବଧାନ ଥିବା ସୂଚନା ମିଳିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବସିଥିବା କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଖୁବ୍‌ଶୀଘ୍ର ଏହି ବିଲ୍‌ ସଂସଦରେ ଆଗତ ହୋଇ ପାରିତ ହେବାର ସମ୍ଭାବନା ରହିଛି। ଏହାସହ ପେପର ଲିକ୍‌ ସମ୍ବନ୍ଧୀୟ ମାମଲାର ଶୀଘ୍ର ନିଷ୍ପତ୍ତି ପାଇଁ ଫାଷ୍ଟ-ଟ୍ରାକ୍‌ କୋର୍ଟ ବ୍ୟବସ୍ଥାକୁ ଆଇନଗତ ମାନ୍ୟତା ଦିଆଯିବ। କେନ୍ଦ୍ରମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହ ସୋମବାର ସଂସଦରେ ଏହି ବିଲ୍‌ ଉପସ୍ଥାପନ କରିବେ। ସରକାର କହିଛନ୍ତି, ଏହି ସଂଶୋଧନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପରୀକ୍ଷା ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବା, ପ୍ରଶ୍ନପତ୍ର ପ୍ରଘଟ ନେଟୱର୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ କରି ପୁଣି ପରୀକ୍ଷାର୍ଥୀଙ୍କ ଭରସା ପୁଣି ଫେରାଇ ଆଣିବା।
ପ୍ରଶ୍ନପତ୍ର ଲିକ୍ ବିବାଦ ପରେ ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ନିଜର ସମ୍ପୂର୍ଣ୍ଣ ବ୍ୟବସ୍ଥାରେ ଏକ ବଡ଼ ଧରଣର ସୁଧାର ଓ ସଂସ୍କାର ପ୍ରକ୍ରିୟା ଆରମ୍ଭ କରିଛି। ଏହି ପ୍ରକ୍ରିୟା କ୍ରମରେ ଏନଟିଏ ଏହାର ୪୭ ଜଣ ଅଧିକାରୀଙ୍କୁ ବହିଷ୍କାର କରିଛି। ପ୍ରଶ୍ନପତ୍ର ପ୍ରଘଟ ଅନିୟମିତତାରେ ସାମିଲ ଥିବା କେତେକ ଅଧିକାରୀଙ୍କ ବିରୋଧରେ ଆଇନଗତ ଓ ଅପରାଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି।
ନିଟ୍‌-ୟୁଜି ଅନ୍ୟାନ୍ୟ ଜାତୀୟ ସ୍ତରର ପରୀକ୍ଷାଗୁଡ଼ିକରେ ହୋଇଥିବା ଅନିୟମିତତା ପରେ ପରୀକ୍ଷା ପରିଚାଳନା ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ, ଉତ୍ତରଦାୟୀ ଓ ସୁରକ୍ଷିତ କରିବା ପାଇଁ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି। କେବଳ ଚାକିରିରୁ ବାହାର କରିବା ଯଥେଷ୍ଟ ନୁହେଁ; ଯେଉଁ ଅଧିକାରୀମାନଙ୍କର ପ୍ରଶ୍ନପତ୍ର ଲିକ୍ କିମ୍ବା ପରୀକ୍ଷା ଦୁର୍ନୀତିରେ ସୀଧାସଳଖ ସଂପୃକ୍ତି ମିଳିବ, ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନଟିଏର ଭାବମୂର୍ତ୍ତି ସୁଧାରିବା ଓ ଦେଶର ଲକ୍ଷ ଲକ୍ଷ ପରୀକ୍ଷାର୍ଥୀ, ଅଭିଭାବକଙ୍କ ମନରେ ସରକାରୀ ପରୀକ୍ଷା ପ୍ରକ୍ରିୟା ପ୍ରତି ପୁନର୍ବାର ବିଶ୍ୱାସ ଫେରାଇ ଆଣିବା ପାଇଁ ସରକାର ଏହି ସଂସ୍କାରମୂଳକ ପଦକ୍ଷେପ ନେଉଛନ୍ତି। ପରୀକ୍ଷା ଅନିୟମିତତାକୁ ନେଇ ଦେଶରେ ଏବେ ଛାତ୍ର ଆନ୍ଦୋଳନ ସହିତ ଚାରିଆଡ଼ୁ ବୃଦ୍ଧି ପାଉଥିବା ଚାପ ମଧ୍ୟରେ ଏନଟିଏର ଏହି କଠୋର ପଦକ୍ଷେପ ପରୀକ୍ଷା ପରିଚାଳନା ବ୍ୟବସ୍ଥାରେ ସ୍ବଚ୍ଛତା ଫେରାଇ ଆଣିବାର ବିଶ୍ବାସ ସୃଷ୍ଟି କରିଛି।

Powered by Froala Editor

Tags Cabinet

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    15081
    Oct 01, 2026
  • ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...
    ଦେଶ-ଦେଶାନ୍ତର

    ରାଜଘାଟରେ ଗାନ୍ଧୀ ସମାଧିରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ...

    14339
    Oct 02, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍
    ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14328
    Oct 02, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15383
    Sep 30, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15904
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15679
    Oct 01, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14754
    Oct 01, 2026
  • ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ
    ଦେଶ-ଦେଶାନ୍ତର

    ଘଟଣା ସମୟରେ ସେ ମନେ ମନେ ହନୁମାନ ଚାଳିଶା ପାଠ କରୁଥିଲେ ସ୍ମିତ

    14863
    Oct 02, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15451
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14328
    Oct 02, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    15200
    Oct 01, 2026
  • ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15383
    Sep 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17145
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17834
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17797
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18212
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15375
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14048
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15788
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15355
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14729
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14886
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14394
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14342
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15958
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14754
    Oct 01, 2026
  • ‘ବିଶିଷ୍ଟ ଗୁଜରାଟ ଗରିମା ପୁରସ୍କାର’ରେ ସମ୍ମାନିତ ହେବେ ସ୍ମିତ୍

    14328
    Oct 02, 2026
  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ

    15679
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In