Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 04, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜନୀତି
Home ›› ରାଜନୀତି ››କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ଜଣ ଜିଲ୍ଲା ପରିଷଦ ସଦସ୍ୟଙ୍କ ବିଜେପିରେ ଯୋଗଦାନ

କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ଜଣ ଜିଲ୍ଲା ପରିଷଦ ସଦସ୍ୟଙ୍କ ବିଜେପିରେ ଯୋଗଦାନ

2026-07-25 16:57:39
14574
Share:
Facebook
Twitter
E-Mail
WhatsApp
Telegram
କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ଜଣ ଜିଲ୍ଲା ପରିଷଦ ସଦସ୍ୟଙ୍କ ବିଜେପିରେ ଯୋଗଦାନ

    କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ଶ୍ରୀମତୀ କୁନି ସାହୁ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହେଲେ

    ନୂଆପଡା ଜିଲ୍ଲାର ୩ ଜଣ ଜିଲ୍ଲା ପରିଷଦ ସଦସ୍ୟଙ୍କ ସମେତ କୋମନା ବ୍ଲକ ବିଜେଡି ସଭାପତିଙ୍କ ବିଜେପିରେ ଯୋଗଦାନ

    ନୂଆପଡା ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକଙ୍କ ବିଜେପିରେ ଯୋଗଦାନ

ଭୁବନେଶ୍ୱର, ତା.୨୫/୦୭: ବିଜେପିର ବିଚାରଧାରାରେ ଅନୁପ୍ରାଣିତ ହୋଇ ଏବଂ ରାଜ୍ୟରେ ଡବଲଇଞ୍ଜିନ ସରକାରଙ୍କ ବିକାଶମୂଳକ କାର୍ଯ୍ୟରେ ଆସ୍ଥା ପ୍ରକଟ କରି ଆଜି କଳାହାଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓଙ୍କ ସମେତ ୭ ଜଣ ଜିଲ୍ଲା ପରିଷଦ ସଦସ୍ୟ ବିଜୁ ଜନତା ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଶ୍ରୀ ସିଂହଦେଓଙ୍କ ସମେତ ଜିଲ୍ଲା ପରିଷଦ ସଦସ୍ୟ ଶ୍ରୀ ମହେନ୍ଦ୍ର ରଣା, ଶ୍ରୀମତୀ ଲିଲି ଦୀପ, ଶ୍ରୀ ଜୟସେନ୍ ସାହୁ, ଶ୍ରୀମତୀ ସରିତା ମାଝୀ, ଶ୍ରୀ ଦୟାନିଧି ନାଏକ, ଶ୍ରୀମତୀ ନମ୍ରତା ସାହୁ, ଶ୍ରୀ ଲୋକେଶ ସାହୁଙ୍କ ସମେତ କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ କୁନି ସାହୁ ପ୍ରମୁଖ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ଆଜିର ମିଶ୍ରଣ ପର୍ବରେ ବିଜେଡିର ପୂର୍ବତନ ଜିଲ୍ଲା ଉପସଭାପତି ଶ୍ରୀମତୀ ସୁଷମା ସାହୁ, ମଦନପୁର ଗ୍ରାମ ପଂଚାୟତ ସରପଂଚ ଶ୍ରୀମତୀ କେତକୀ ଦଣ୍ଡିଆ, ରେଗେଡା ସରପଂଚ ଦିପ୍ତୀରାଣୀ ସାହୁ, କଶ୍ରୁପଡା ସରପଂଚ ଅରୁଣ ନାୟକ, ହାତିଖୋଜ ସରପଂଚ ସୁନୀତା କୁମାର, କାଂଟେସିର ସରପଂଚ ମମତା ନାଗ, ପଂଚାୟତ ସମିତି ସଦସ୍ୟ ଶ୍ରୀ ତ୍ରିପୁରା ମାଝୀ, ବିଜେଡି ନେତା  ନିଗମାନନ୍ଦ ସାହୁ, ରାମେଶ୍ୱର ସାହୁ, ପ୍ରଫୁଲ୍ଲ ସାହୁ, ବୁଧିରାମ ସାହୁ, ଟିକାଧର ସାହୁ, ଚୈତନ୍ୟ ମାଝୀ, ହରି ଧାରୁଆ, ରାଜେଶ ମାଝୀ, ସୁମନ୍ତ ନାଗ, ପ୍ରଦୀପ ସାହୁ, ଦେବରାଜ ରାଣା, ଅକ୍ଷୟ ସାହୁ, ମହେନ୍ଦ୍ର ଭୋଇ, ବରୁଣ ନାୟକ, ଆର୍ତତ୍ରାଣ ସିଂହ, ସୁଶାନ୍ତ ବାଗ, ବେଲଧର ଭୋଇ, ମିତ୍ରସେନ ଭୋଇ, ବୃନ୍ଦାବନ ସାହୁ, ସଂଗୀତ ଭୋଇ, ଲକ୍ଷପତି ରଣା, ସୁମନ୍ତ ପରିଡା,  ଆଇନଜୀବି ଜୟକୁମାର ସିଂହଦେଓ, ନିରଞ୍ଜନ ନନ୍ଦ, ବୁଦ୍ଧିଜୀବି ସୁକ୍ରୁ ରଣା ପ୍ରମୁଖ ଶତାଧିକ ବିଜେଡି କର୍ମୀ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ସେହିପରି ନୂଆପଡା ଜିଲ୍ଲାର ଜିଲ୍ଲା ପରିଷଦ ସଦସ୍ୟ ଶ୍ରୀ ମାଲ୍ୟବନ୍ତ ସୁନା, ମୁରଲୀଧର ଭୋଇ, ଉମା ଠାକୁର ଏବଂ କୋମନା ବ୍ଲକ ବିଜେଡି ସଭାପତି କ୍ଷମାସିଂହ ନିଆଲ ଓ ବରିଷ୍ଠ କଂଗ୍ରେସ ନେତା ତଥା ଜିଲ୍ଲା ସାଧାରଣ ସଂପାଦକ ବୃନ୍ଦାବନ ମହାନନ୍ଦ ନିଜ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ସାମିଲ ହୋଇଛନ୍ତି ।

ବିଜେପି ଏକ କାର୍ଯ୍ୟକର୍ତା ଆଧାରିତ ଦଳ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବିଜେପି ବିଶ୍ୱର ସବୁଠାରୁ ବଡ ରାଜନୈତିକ ଦଳ ହୋଇପାରିଛି । ଦେଶର ୨୨ ରାଜ୍ୟରେ ବିଜେପି ଏବଂ ଏନ୍‌ଡିଏ ସରକାର ଅଛି । ଅନେକ ମହାପୁରୁଷଙ୍କ ବଳିଦାନ ଓ କାର୍ଯକର୍ତାଙ୍କ ପ୍ରଚେଷ୍ଠାରୁ ଆଜି ବିଜେପିର ସଙ୍ଗଠନ ମଜଭୁତ୍ ହୋଇଛି । ବିଜେପି ପରିବାର ଦିନକୁ ଦିନ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟଶୈଳୀରେ ଅନୁପ୍ରାଣିତ ହୋଇ ବିଜେପିରେ ନୂତନ କାର୍ଯ୍ୟକର୍ତାଙ୍କ ଯୋଗଦାନ ବଢ଼ିଚାଲିଛି । ବିଜେପି ସରକାର ଓଡ଼ିଶାର ବିକାଶ ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ସମାଜର ଶେଷ ସୋପାନରେ ରହୁଥିବା ବ୍ୟକ୍ତି ପାଖରେ ଯେପରି ସବୁ ସୁବିଧା ପହଂଚିପାରିବ ସେନେଇ ବିଜେପି ସରକାର କାମ କରୁଛି । ନୁଆ ଓଡ଼ିଶା ଗଠନରେ ସମସ୍ତେ ଯେପରି ଗୋଟିଏ ଗୋଟିଏ ଧର୍ମପଦ ହେବ ସେନେଇ ସମସ୍ତେ ଉଦ୍ୟମ କରିବା ଦରକାର । ଏଥିରେ ନୂତନ କାର୍ଯ୍ୟକର୍ତାଙ୍କ ଯୋଗଦାନ ଗୁରୁତ୍ୱପୂର୍ଣ୍ଣ ବୋଲି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଯୋଗଦେଇ ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ଶ୍ରୀ ମନମୋହନ ସାମଲ କହିଛନ୍ତି । 

ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ଶ୍ରୀ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଉତରୀୟ ପ୍ରଦାନ କରିବା ସହ ଦଳୀୟ ଟୋପି ପିନ୍ଧାଇ ସ୍ୱାଗତ କରିଛନ୍ତି । ଏହି ଅବସରରେ ସାଂସଦ ଶ୍ରୀମତୀ ମାଳବିକା ଦେବୀ ଓ ଶ୍ରୀ ସୁଜିତ କୁମାର, ବିଧାୟକ ସୁଧୀର କୁମାର ପାଟ୍ଟଯୋଶୀ ଓ ଜୟ ଢୋଲକିଆ, ରାଜ୍ୟ ଉପସଭାପତି ଭବେନ୍ଦ୍ର ପଣ୍ଡା, ରାଜ୍ୟ ସଂପାଦକ ସରୋଜ କର, କଳାହାଣ୍ଡି ଜିଲ୍ଲା ସଭାପତି ଯୁଗଳ କିଶୋର ପୋଡ୍ ଓ ଜିଲ୍ଲା ପ୍ରଭାରୀ ଆର୍ତତ୍ରାଣ ମହାପାତ୍ର, ପୂର୍ବତନ ସାଂସଦ ଅର୍କକେଶରୀ ଦେଓ, ପୂର୍ବତନ ବିଧାୟକ ହିତେଶ ବଗର୍ତୀ, ବରିଷ୍ଠ ନେତା ଯଦୁମଣି ପାଣିଗ୍ରାହୀ, ଶିବ ମୁଣ୍ଡ, ଲମ୍ବୋଧର ନିଆଲ, ପ୍ରସନ୍ନ ପାଢୀ ପ୍ରମୁଖ ଉପସ୍ଥିତ ରହି ସ୍ୱାଗତ ଜଣାଇଥିଲେ ।

Powered by Froala Editor

Tags BJP, BJPOdisha

Related articles Odisha News Lens 4.1

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14803
    Sep 04, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15453
    Sep 03, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14653
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13383
    Sep 04, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15544
    Sep 03, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15692
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13745
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13833
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13967
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14803
    Sep 04, 2026
  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13967
    Sep 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13775
    Sep 04, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17722
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18141
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13575
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14502
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14806
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14760
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14096
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13745
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14280
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15165
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14683
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13833
    Sep 03, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    13967
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14803
    Sep 04, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In