Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜନୀତି
Home ›› ରାଜନୀତି ››ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ପାଣ୍ଡିଆନ୍, ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗର ଚେତାବନୀ

ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ପାଣ୍ଡିଆନ୍, ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗର ଚେତାବନୀ

2026-07-25 18:05:40
15473
Share:
Facebook
Twitter
E-Mail
WhatsApp
Telegram
ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ପାଣ୍ଡିଆନ୍, ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗର ଚେତାବନୀ

ଭୁବନେଶ୍ୱର: ସମନ୍‌କୁ ଏଡ଼ାଇ ଯାଉଛନ୍ତି କି ଭିକେ ପାଣ୍ଡିଆନ୍? ନା ରାଜନୈତିକ ସ୍ୱାର୍ଥ ହାସଲ ପାଇଁ ରଚାଯାଉଛି ଅତି ନିମ୍ନମାନର ମିଛ ନାରେଟିଭ୍? ପୂର୍ବତନ ଆଇଏଏସ୍ ତଥା ବିଜେଡି ନେତା ଭିକେ ପାଣ୍ଡିଆନ୍ ପୋଲିସ ସମନ୍‌କୁ ଅଣଦେଖା କରୁଛନ୍ତି ବୋଲି ପ୍ରଚାର କରାଯାଉଥିବା ଖବର ସମ୍ପୂର୍ଣ୍ଣ ଭିତ୍ତିହୀନ, ମନଗଢ଼ା ଏବଂ ଏକ ଉଦ୍ଦେଶ୍ୟପ୍ରଣୋଦିତ ଷଡ଼ଯନ୍ତ୍ର ବୋଲି ପ୍ରମାଣିତ ହୋଇଛି। ରାଜନୈତିକ ପ୍ରତିପକ୍ଷ ଓ ଗଣମାଧ୍ୟମର ଏକ ଗୋଷ୍ଠୀ ଦ୍ୱାରା ଚାଲିଥିବା ଅପପ୍ରଚାରକୁ ଧୂଳିସାତ୍ କରି ସରକାରୀ ରେକର୍ଡ ଦର୍ଶାଉଛି ଯେ, ନୋଟିସ୍ ପାଇବା ମାତ୍ରେ ହିଁ ପାଣ୍ଡିଆନ୍ ତୁରନ୍ତ ଉତ୍ତର ରଖିଛନ୍ତି ଏବଂ ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ନିଜର ଆଗ୍ରହ ସ୍ପଷ୍ଟ କରିଛନ୍ତି।  


ପୋଲିସର ନୋଟିସ୍‌କୁ ନେଇ ସୃଷ୍ଟି କରାଯାଇଥିବା ଏହି ବିବାଦ ପଛରେ ରହିଛି ଚତୁର ଚଞ୍ଚକତା। ଶ୍ରୀ ପାଣ୍ଡିଆନ୍ ଦେଇଥିବା ଆଧିକାରିକ ଜବାବର ପ୍ରମୁଖ ତଥ୍ୟଗୁଡ଼ିକୁ ସେନ୍ସର କରି, କେବଳ ଅଧା-ଅଧୁରା ସୂଚନା ଲିକ୍ କରାଯାଇ ସାଧାରଣ ଜନତାଙ୍କୁ ଭ୍ରମିତ କରିବାକୁ ନୀଚ ପ୍ରୟାସ କରାଯାଇଥିଲା।


ପ୍ରକୃତ ସତ୍ୟ ହେଉଛି, ପୂର୍ବ ନିର୍ଦ୍ଧାରିତ ପେସାଦାର ପ୍ରତିଶ୍ରୁତି ପାଇଁ ବର୍ତ୍ତମାନ ଦେଶ ବାହାରେ ଥିଲେ ହେଁ, ନୋଟିସ୍ ମିଳିବା କ୍ଷଣି ସେ ପୋଲିସ ସହ ତୁରନ୍ତ ଯୋଗାଯୋଗ କରି ତଦନ୍ତ ପ୍ରକ୍ରିୟାରେ ଶତପ୍ରତିଶତ ସହଯୋଗର ବାର୍ତ୍ତା ଦେଇଛନ୍ତି। ସେ ପୋଲିସକୁ ନିଜର ଭ୍ରମଣ ସୂଚୀ ଜଣାଇବା ସହ ସ୍ପଷ୍ଟ କରିଛନ୍ତି ଯେ, ସେ ୧୨ ତାରିଖରେ ଭାରତ ଫେରୁଛନ୍ତି ଏବଂ ଫେରିବା ମାତ୍ରେ ହିଁ ବିନା କୌଣସି ବିଳମ୍ବରେ ପୋଲିସ ସାମ୍ନାରେ ଉପସ୍ଥିତ ହୋଇ ତଦନ୍ତରେ ସିଧାସଳଖ ଭାଗ ନେବେ। ଏହାବାଦ୍, ଯଦି ମାମଲା ଅତି ଜରୁରୀ, ତେବେ ପୋଲିସଙ୍କ ସୁବିଧା ଅନୁସାରେ ସେ ଯେକୌଣସି ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତୁରନ୍ତ ଯୋଡ଼ିହୋଇ ନିଜର ବୟାନ ରଖିବାକୁ ମଧ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି।


ଉପସ୍ଥିତ ହେବା ପାଇଁ ଏକ ସ୍ପଷ୍ଟ ତାରିଖ ଦେବା ସହ ଜରୁରୀ ପରିସ୍ଥିତିରେ ଭିଡିଓ କନଫରେନ୍ସିଂ ପାଇଁ ନିଜେ ଆଗ୍ରହ ପ୍ରକାଶ କରିଥିବା ଜଣେ ବ୍ୟକ୍ତିଙ୍କୁ "ଫେରାର୍" କିମ୍ବା "ସମନ୍ ଏଡ଼ାଉଥିବା" ବ୍ୟକ୍ତି ଭାବେ ଚିତ୍ରିତ କରିବା କେବଳ ଏକ ନିମ୍ନମାନର ରାଜନୈତିକ ଚାଲ୍ ଛାଡ଼ି ଆଉ କିଛି ନୁହେଁ। ବିଜେପି ଓ ତାଙ୍କ ସମର୍ଥିତ ଗଣମାଧ୍ୟମର ଏହି ପ୍ରୟୋଜିତ ଓ ମନଗଢ଼ା ନାରେଟିଭ୍‌ର ମୁଖା ଏବେ ସମ୍ପୂର୍ଣ୍ଣ ଖୋଲିଯାଇଛି। ସାଧାରଣ ଜନତା ଏହି ଭ୍ରାନ୍ତ ପ୍ରଚାରକୁ ପ୍ରତ୍ୟାଖ୍ୟାନ କରି ସତ୍ୟକୁ ଗ୍ରହଣ କରିବାକୁ ଆହ୍ୱାନ ଦିଆଯାଇଛି।

Powered by Froala Editor

Tags V K Pandian

Related articles Odisha News Lens 4.1

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14150
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14042
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13560
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15738
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13896
    Aug 13, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13756
    Aug 15, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14295
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14109
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15344
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14042
    Aug 13, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15738
    Aug 13, 2026
  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14150
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17644
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14530
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14531
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14369
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15947
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16361
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14044
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14042
    Aug 13, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14109
    Aug 15, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15738
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In