Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 19, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୫ ବର୍ଷର ପୁଅ ସହ ବାପାର ସନ୍ଦେହଜନକ ମୃତ୍ୟୁ

  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ...

  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି ...

  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ...

  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ...

  • ଏହା କଲେ ହେବ ନାହିଁ ଗ୍ୟାସ୍

  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ...

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ...

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

ରାଜ୍ୟ
Home ›› ରାଜ୍ୟ ››ସୌମ୍ୟ ହତ୍ୟା ମାମଲାରେ ଆସିଲା ନୂଆ ମୋଡ଼, ଜାଣନ୍ତୁ କ’ଣ ?

ସୌମ୍ୟ ହତ୍ୟା ମାମଲାରେ ଆସିଲା ନୂଆ ମୋଡ଼, ଜାଣନ୍ତୁ କ’ଣ ?

2026-07-27 07:06:23
13382
Share:
Facebook
Twitter
E-Mail
WhatsApp
Telegram
ସୌମ୍ୟ ହତ୍ୟା ମାମଲାରେ ଆସିଲା ନୂଆ ମୋଡ଼, ଜାଣନ୍ତୁ କ’ଣ ?

ଭୁବନେଶ୍ବର : ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ଜିଆର୍‌ପି କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ଦିନକୁ ଦିନ ନୂଆ ମୋଡ଼ ଆସିବାରେ ଲାଗିଛି। ଗତ ମେ ମାସ ୭ ତାରିଖରେ ଏହି ହତ୍ୟାକାଣ୍ଡ ଘଟିଥିଲା। ମାମଲାରେ ଚାର୍ଜସିଟ୍ ଦାଖଲ ହେବା ପୂର୍ବରୁ ରବିବାର କ୍ରାଇମବ୍ରାଞ୍ଚ ମୁଖ୍ୟ କାର୍ଯ୍ୟାଳୟରେ ମୃତ ସୌମ୍ୟଙ୍କ ବାପା ଦୁଃଶାସନ ସ୍ୱାଇଁ ହାଜର ହୋଇଛନ୍ତି। କ୍ରାଇମବ୍ରାଞ୍ଚ ଅଧିକାରୀ ତାଙ୍କୁ ଦୀର୍ଘ ୫ ଘଣ୍ଟା ଧରି କ୍ରମାଗତ ଭାବେ ପଚରାଉଚରା କରିଥିଲେ। ଏହି ପଚରାଉଚରା ସମୟରେ ମୃତ ସୌମ୍ୟଙ୍କ ପରିବାର ପକ୍ଷରୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଓ ପ୍ରମାଣ କ୍ରାଇମବ୍ରାଞ୍ଚକୁ ଦିଆଯାଇଛି। ଯାହା ତଦନ୍ତକୁ ଏକ ନୂତନ ଦିଗ ଦେବ ବୋଲି କୁହାଯାଉଛି।
ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଏବଂ ପରିବାରକୁ ନ୍ୟାୟ ଦାବି କରି ରବିବାର ସୌମ୍ୟଙ୍କ ବାପା ଦୁଃଶାସନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମୋବାଇଲ୍ ଫୋନ୍ କ୍ରାଇମବ୍ରାଞ୍ଚରେ ଦାଖଲ କରିଛନ୍ତି। ଏହି ମୋବାଇଲ୍‌ ସୌମ୍ୟଙ୍କ ମା’ଙ୍କ ପାଖରେ ଥିଲା। ପରିବାରର ଦାବି ଅନୁଯାୟୀ, ଏହି ଫୋନରେ ହତ୍ୟାକାଣ୍ଡ ସମ୍ବନ୍ଧୀୟ ଅନେକ ଗୁପ୍ତ ରହସ୍ୟ ଏବଂ ସତ୍ୟ ଲୁଚି ରହିଛି। ବିଶେଷକରି ସୌମ୍ୟ ଯେଉଁଦିନ ଭିଡ଼ ହିଂସାର ଶିକାର ହୋଇ ପ୍ରାଣ ହରାଇଥିଲେ, ଠିକ୍ ସେହିଦିନ ସକାଳେ ସେ ନିଲମ୍ବିତ ଆଇପିଏସ୍ ତଥା ଏଡିଜି ଦୟାଲ ଗଙ୍ଗୱାରଙ୍କୁ ଏକ ମେସେଜ୍ ପଠାଇଥିଲେ। ସେହି ମେସେଜ୍‌ରେ ସୌମ୍ୟ ଲେଖିଥିଲେ ଯେ, ‘ମୋତେ କ୍ଷମା କରିଦେବେ, ଆଉ ଏପରି ଭୁଲ କେବେ ହେବ ନାହିଁ’। ଏହି ମେସେଜ୍ ସାମ୍ନାକୁ ଆସିବା ପରେ ପୁଲିସ ପ୍ରଶାସନ ଓ ରାଜ୍ୟରେ ବଡ଼ଧରଣର ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କ ସହ କନ‌େ‌ଷ୍ଟବଳ ସୌମ୍ୟଙ୍କ ଏପରି ଭୟଭୀତ କଲାଭଳି ମେସେଜ୍ ପଛର କାରଣ କ’ଣ ଥିଲା ଏବଂ ଏହାସହ ହତ୍ୟାକାଣ୍ଡର କିଛି ସମ୍ପର୍କ ଅଛି କି ନାହିଁ, ସେନେଇ କ୍ରାଇମବ୍ରାଞ୍ଚ ତନାଘନା ଆରମ୍ଭ କରିଛି। କ୍ରାଇମବ୍ରାଞ୍ଚରେ ହାଜର ହେବା ପରେ ସୌମ୍ୟଙ୍କ ବାପା ଏବଂ ତାଙ୍କ ସାଙ୍ଗ କିଛି ଦାବି ରଖିଛନ୍ତି। ଏହି ଘଟଣାରେ ପୂର୍ବରୁ ବୟାନ ଦେଇଥିବା ଦୁଇଜଣ ଯୁବତୀଙ୍କର ସତ ମିଛ ପରୀକ୍ଷା ବା ଲାଏ ଡିଟେକ୍ସନ ଟେଷ୍ଟ କରାଯାଉ ବୋଲି ଦାବି କରାଯାଇଛି। ଏଥିସହ ଘଟଣା ଦିନ ସୌମ୍ୟଙ୍କ ଗାଡ଼ି ଚାବି ନିଜ ପାଖରେ ରଖିଥିବା ବିରଞ୍ଚି ନାମକ ବ୍ୟକ୍ତିକୁ ମଧ୍ୟ ତଦନ୍ତ ପରିସରଭୁକ୍ତ କରାଯିବାକୁ ପରିବାର ଲୋକ ଦାବି କରିଛନ୍ତି। ମାମଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୦ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ହାତରେ ଏବେ ସୌମ୍ୟଙ୍କ ମୋବାଇଲ୍ ଏବଂ ଶେଷ ମେସେଜ୍ ଲାଗିବା ପରେ ତଦନ୍ତ ଆହୁରି ଜୋରଦାର ହୋଇଛି।

Powered by Froala Editor

Tags Soumya ranjan death case

Related articles Odisha News Lens 4.1

  • UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA
    ଦେଶ-ଦେଶାନ୍ତର

    UGC-NET ପ୍ରଶ୍ନପତ୍ରରେ ତ୍ରୁଟି, ଏହି ବିଷୟରେ ପୁନଃ ପରୀକ୍ଷା କରିବା NTA

    15171
    Aug 17, 2026
  • ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ
    ଦେଶ-ଦେଶାନ୍ତର

    ଜଜ୍ ଙ୍କ ରେକର୍ଡ, ୯ ମାମଲାରେ ୨୨ ଦୋଷୀଙ୍କୁ ମୃତ୍ୟୁଦଣ୍ଡ

    14910
    Aug 18, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ
    ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14992
    Aug 18, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍
    ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15660
    Aug 17, 2026
  • ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ
    ଦେଶ-ଦେଶାନ୍ତର

    ୧୬ ବର୍ଷ ବୟସରେ ଚାର୍ଟର୍ଡ ଆକାଉଣ୍ଟାଣ୍ଟ

    14761
    Aug 18, 2026
  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ
    ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14409
    Aug 17, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ
    ଦେଶ-ଦେଶାନ୍ତର

    ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13569
    Aug 18, 2026
  • ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ
    ଅପରାଧ

    ଗୁପ୍ତାଙ୍ଗ ବିକ୍ରି ଡିଲ୍ : ରିଲ୍ସ ଦେଖି କିଶୋରଙ୍କୁ ମାରିଦେଲେ

    14786
    Aug 18, 2026
  • ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ
    ଦେଶ-ଦେଶାନ୍ତର

    ସ୍ବେରେଜ ଖୋଳିବା ସମୟରେ ୯୮ କୋଟି ଟଙ୍କାର ସମ୍ପତ୍ତି ପାଇଲେ ୧୮ ବର୍ଷୀୟ ଶ୍ରମିକ

    14458
    Aug 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହା କଲେ ହେବ ନାହିଁ ଗ୍ୟାସ୍

    15660
    Aug 17, 2026
  • ଦେଶ-ଦେଶାନ୍ତର

    ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14992
    Aug 18, 2026
  • ଦେଶ-ଦେଶାନ୍ତର

    ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14409
    Aug 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17036
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17656
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17706
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18105
    Sep 06, 2023

ବିଶେଷ

  • ଏହା କଲେ ହେବ ନାହିଁ ଗ୍ୟାସ୍

    15660
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13749
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14854
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14627
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14466
    Aug 07, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14246
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14374
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15271
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14645
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅଶୋକ ଧାମ ମନ୍ଦିରରେ ଦଳାଚକଟାରେ ୭ ମୃତ୍ୟୁ

    14409
    Aug 17, 2026
  • ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ ମୃତ

    13569
    Aug 18, 2026
  • ହଜ ଯାତ୍ରୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ, ଉଲ୍ଲଂଘନ କଲେ ମିଳିବ ଏହି ଦଣ୍ଡ

    14992
    Aug 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In