Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ...

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

ରାଜ୍ୟ
Home ›› ରାଜ୍ୟ ››ବିଜେପି ନେତାଙ୍କ ଘରୁ ଦୁର୍ବୃତ୍ତ ନେଇଗଲେ ୭୦ଭରି ସୁନା

ବିଜେପି ନେତାଙ୍କ ଘରୁ ଦୁର୍ବୃତ୍ତ ନେଇଗଲେ ୭୦ଭରି ସୁନା

2026-07-28 07:19:59
14464
Share:
Facebook
Twitter
E-Mail
WhatsApp
Telegram
ବିଜେପି ନେତାଙ୍କ ଘରୁ ଦୁର୍ବୃତ୍ତ ନେଇଗଲେ ୭୦ଭରି ସୁନା

ପଦ୍ମପୁର : ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ାର ଜଣେ ବିଜେପି ନେତାଙ୍କ ଘରୁ ଦୁର୍ବୃତ୍ତ ୭୦ଭରି ସୁନା ଓ ୨ଲକ୍ଷ ଟଙ୍କା ଚୋରି କରିନେଇଥିବା ଥାନାରେ ଅଭିଯୋଗ ହୋଇଛି। ଘର ବନ୍ଦ ଥିବାର ସୁଯୋଗ ନେଇ ଦୁର୍ବୃତ୍ତ କଳାକନା ବୁଲାଇଥିବା ଏତଲାରେ ଉଲ୍ଲେଖ କରାଯାଇଛି।
ସୂଚନା ଅନୁଯାୟୀ, ଗତ ଜୁଲାଇ ୨୨ରେ ବିଜେପି ଜିଲା ଉପ-ସଭାପତି ଦେବେନ୍ଦ୍ର ପଣ୍ଡା ସପରିବାର ଗଞ୍ଜାମ ଜିଲା ଶେରଗଡ଼ ଅଞ୍ଚଳରେ ଥିବା ନିଜ ଶ୍ୱଶୁରଘରକୁ ଏକ ଭୋଜିରେ ଯୋଗଦେବା ପାଇଁ ଯାଇଥିଲେ। ରବିବାର ସେମାନେ ଘରକୁ ଫେରିବା ପରେ ମୁଖ୍ୟଦ୍ୱାରର ତାଲା ଭଙ୍ଗାଯାଇଥିବା ଦେଖିବାକୁ ପାଇଥିଲେ। ଘର ଆଲମିରାରେ ରଖାଯାଇଥିବା ସବୁତକ ସୁନା ଅଳଙ୍କାର ଏବଂ ନଗଦ ଟଙ୍କା ଦୁର୍ବୃତ୍ତ ନେଇଯାଇଥିବା ସେମାନେ ଦେଖିଥିଲେ। ଏ ସଂପର୍କରେ ଶ୍ରୀ ପଣ୍ଡା ପଦ୍ମପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୁଲିସ ନଂ ୮୫/୨୦୨୬ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପଦ୍ମପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ସାଇଣ୍ଟିଫିକ୍ ଟିମ୍ ଏବଂ ଡଗ୍ ସ୍କ୍ୱାଡ୍‌ ସହାୟତାରେ ତଦନ୍ତ ଆରମ୍ଭ କରିଛି।

Powered by Froala Editor

Tags Loot

Related articles Odisha News Lens 4.1

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14424
    Jul 28, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13549
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15536
    Jul 27, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13818
    Jul 27, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....
    ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15284
    Jul 27, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13744
    Jul 27, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14513
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13631
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13813
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13631
    Jul 27, 2026
  • ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14513
    Jul 27, 2026
  • ବିଶେଷ

    ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15284
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17002
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15284
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15743
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15393
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16053
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14304
    Jul 18, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13744
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15755
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15928
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15299
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13631
    Jul 27, 2026
  • ଫିକା ପଡିବ ସୁନାର ଚମକ

    13744
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15536
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In