Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ...

  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ...

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ...

  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ ...

  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ...

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ...

  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ ...

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ...

ରାଜ୍ୟ
Home ›› ରାଜ୍ୟ ››ସରକାରଙ୍କ ବଡ଼ ପଦକ୍ଷେପ: ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ ହେବ ଆରମ୍ଭ

ସରକାରଙ୍କ ବଡ଼ ପଦକ୍ଷେପ: ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ ହେବ ଆରମ୍ଭ

2026-07-30 05:59:55
13650
Share:
Facebook
Twitter
E-Mail
WhatsApp
Telegram
ସରକାରଙ୍କ ବଡ଼ ପଦକ୍ଷେପ: ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ ହେବ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବାଣିଜ୍ୟ, ମ୍ୟାନେଜମେଣ୍ଟ ଏବଂ ଅର୍ଥନୀତି ପ୍ରଭୃତି ପାଠ୍ୟକ୍ରମରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ମ୍ୟୁଚୁଆଲ୍‌ ଫଣ୍ଡ୍‌ ସମ୍ପର୍କିତ ଏକ ସାର୍ଟିଫିକେଟ ପ୍ରୋଗ୍ରାମ୍‌ ଆରମ୍ଭ କରିବାକୁ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଏହି ସାର୍ଟିଫିକେଟ ପ୍ରୋଗ୍ରାମଟି ମୋଟ ୩୦ ଘଣ୍ଟାର ହେବ। ବିକମ୍‌, ବିବିଏ, ବ୍ୟାଚ୍‌ଲର ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ୍‌ (ବିଏମ୍‌ଏସ୍‌), ବିଏ (ଅର୍ଥନୀତି ଓ ବାଣିଜ୍ୟ), ଏମ୍‌ବିଏ ଏବଂ ଏମ୍‌କମ୍‌ କୋର୍ସରେ ନାମଲେଖାଇଥିବା ଛାତ୍ରୀଛାତ୍ରମାନେ ଏଥିପାଇଁ ଯୋଗ୍ୟ ହେବେ। ଏହି ତାଲିମ ଦ୍ୱାରା ଛାତ୍ରୀଛାତ୍ରମାନେ ‘ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସିକ୍ୟୁରିଟିଜ୍‌ ମାର୍କେଟ୍‌ସ’ (ଏନ୍‌ଆଇଏସ୍‌ଏମ୍‌) ସିରିଜ ଭି-ଏ ମ୍ୟୁଚୁଆଲ ଫଣ୍ଡ୍‌ ଡିଷ୍ଟ୍ରିବ୍ୟୁଟର୍ସ ସାର୍ଟିଫିକେଶନ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇପାରିବେ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର, ବ୍ରହ୍ମପୁର, ଭଦ୍ରକ, ଢେଙ୍କାନାଳ, ଜୟପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ରାଉରକେଲା ଏବଂ ସମ୍ବଲପୁର ଭଳି ପ୍ରମୁଖ ସହରାଞ୍ଚଳର ୧୦୦ କିଲୋମିଟର ପରିଧି ମଧ୍ୟରେ ଥିବା ୯୭ଟି ଚୟନକୃତ କଲେଜ ଓ ବିଶ୍ୱବିଦ୍ୟାଳୟରେ ଏହା ଆରମ୍ଭ ହେବ। ପ୍ରତ୍ୟେକ ଶିକ୍ଷାନୁଷ୍ଠାନରୁ ପ୍ରାୟ ୬୦ ଜଣ ଛାତ୍ରୀଛାତ୍ରଙ୍କୁ ଏହି କୋର୍ସ ପାଇଁ ମନୋନୀତ କରାଯିବ ଏବଂ ତାଲିମ ସମ୍ପୂର୍ଣ୍ଣ ମାଗଣାରେ ଯୋଗାଇ ଦିଆଯିବ। ଚଳିତ ବର୍ଷ ମେ’ ମାସରେ ଉଚ୍ଚଶିକ୍ଷା ବିଭାଗ ଏବଂ ନ୍ୟାସନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ) ମଧ୍ୟରେ ସ୍ବାକ୍ଷରିତ ହୋଇଥିବା ଚୁକ୍ତିପତ୍ର (ଏମ୍‌ଓୟୁ) ଆଧାରରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହେଉଛି। ଏହି ସାର୍ଟିଫିକେଟ ପାଠ୍ୟକ୍ରମ ଦ୍ୱାରା ଛାତ୍ରୀଛାତ୍ରମାନେ ଆର୍ଥିକ ସେବା କ୍ଷେତ୍ରରେ ଆବଶ୍ୟକ ଜ୍ଞାନ ଆହରଣ କରିବେ।

Powered by Froala Editor

Tags Mutual fund certificate

Related articles Odisha News Lens 4.1

  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ
    ଦେଶ-ଦେଶାନ୍ତର

    PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14417
    Jul 28, 2026
  • ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍
    ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15330
    Jul 29, 2026
  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14587
    Jul 29, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ...

    13603
    Jul 29, 2026
  • CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...
    ଦେଶ-ଦେଶାନ୍ତର

    CJP ଆନ୍ଦୋଳନରେ ସୁପ୍ରିମକୋର୍ଟଙ୍କ ଟିପ୍ପଣୀ : 'ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ସାମ୍ବିଧାନିକ ...

    14027
    Jul 28, 2026
  • ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମ ବନ୍ୟା, ମୃତ୍ୟୁସଂଖ୍ୟା ୭୮କୁ ବୃଦ୍ଧି

    15022
    Jul 30, 2026
  • ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍
    ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13996
    Jul 29, 2026
  • ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14819
    Jul 28, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....
    ବିଶେଷ

    ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14065
    Jul 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି: ସଲମାନ ଖାନ୍ ପଠାଇଲେ ରିଲିଫ୍

    13996
    Jul 29, 2026
  • ଦେଶ-ଦେଶାନ୍ତର

    ଲୋକସଭାରେ ପାରିତ ହେଲା ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍

    15330
    Jul 29, 2026
  • ଦେଶ-ଦେଶାନ୍ତର

    ସରକାରଙ୍କୁ କ୍ଷମା ମାଗିଲା ମେଟା, ଜାଣନ୍ତୁ କାହିଁକି ?

    14819
    Jul 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17006
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17610
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18062
    Sep 06, 2023

ବିଶେଷ

  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14065
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15722
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15793
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15445
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16104
    Jul 21, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

ଭୁବନେଶ୍ୱର, ୨୮/୦୭/୨୦୨୬ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ଏହାର ସହାୟତା ପଦକ୍ଷେପକୁ ବ୍ୟାପକ କରିଛି, ଯାହା ସମାବେଶୀ ...

  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    14811
    Jul 28, 2026
  • ଫିକା ପଡିବ ସୁନାର ଚମକ

    14123
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15759
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15939
    Jul 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାପାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ

    14587
    Jul 29, 2026
  • PUC ନିୟମରେ ବଡ଼ ପରିବର୍ତ୍ତନ ହେବ, ବୈଧତା ୩ ବର୍ଷ ପର୍ଯ୍ୟନ୍ତ କରାଯାଇପାରେ

    14417
    Jul 28, 2026
  • ରାଜଧାନୀ ମହିଳାଙ୍କ ପାଇଁ ବଡ ଖବର, ପ୍ରତି ମାସରେ ୨,୫୦୦ ଟଙ୍କା ପାଇବେ ମହିଳା

    14281
    Jul 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In