ଆଜି ଏହି ୪ ଜିଲାରେ ସ୍କୁଲ ଛୁଟି
ଭୁବନେଶ୍ୱର: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଶାସନ ନିଷ୍ପତ୍ତି ନେଇଛି।
ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଏବେ ଓଡ଼ିଶାର ୬ ଜିଲାରେ ବନ୍ୟା ସଙ୍କଟ ସୃଷ୍ଟି କରିଥିବାବେଳେ ୯ ଜିଲାରେ ବିଶେଷ ପ୍ରଭାବ ପକାଇଛି।
Powered by Froala Editor