Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ›› ବନ୍ୟାରେ ଉଜୁଡିଗଲା ସବୁ, ଧୀରେ ଧୀରେ ଆସୁଛି ସୁଧାର

ବନ୍ୟାରେ ଉଜୁଡିଗଲା ସବୁ, ଧୀରେ ଧୀରେ ଆସୁଛି ସୁଧାର

2026-08-02 08:04:59
13856
Share:
Facebook
Twitter
E-Mail
WhatsApp
Telegram
 ବନ୍ୟାରେ ଉଜୁଡିଗଲା ସବୁ, ଧୀରେ ଧୀରେ ଆସୁଛି ସୁଧାର

ଭୁବନେଶ୍ବର : ଧୀରେ ଧୀରେ ବନ୍ୟା ସ୍ଥିତିରେ ଆସୁଛି ସୁଧାର । ମହାନଦୀରେ ପାଣି କମୁଛି ସିନା ହେଲେ ବଢିଯାଇଛି ଦୁର୍ଦ୍ଦଶା । ପାଣି ଘେରରେ ବୁଡି ରହିଛି ଅନେକ ତଳିଆ ଗାଁ । ବ୍ୟାପକ ଧନ ଜୀବନ ନଷ୍ଟ ହୋଇଛି । ବନ୍ୟାରେ ବେହାଲ୍ ହୋଇଛି ଓଡ଼ିଶା । ହେକ୍ଟର ହେକ୍ଟର ଚାଷଜମି ବାଲି ଚରି ଯାଇଛି । ଫଳରେ ପନି ପରିବା ଚାଷରୁ ଧାନ ଚାଷ ସବୁ କିଛି ଉଜୁଡ଼ି ଯାଇଛି । 

ଭଦ୍ରକ ବନ୍ୟା ସ୍ଥିତିରେ ଧୀରେ ଧୀରେ ସୁଧାର ଆସୁଛି । ବୈତରଣୀ ନଦୀ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି । କିନ୍ତୁ ତଳିଆ ଅଞ୍ଚଳରେ ଏବେ ମଧ୍ୟ ବନ୍ୟା ପାଣି ଜମି ରହିବା ସହ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି । ଭଦ୍ରକର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ରହିଛି । ଜିଲ୍ଲା ପ୍ରଶାସନ ପକ୍ଷରୁ ଉଦ୍ଧାର, ରିଲିଫ୍ ଓ ଥଇଥାନ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି । ଉପର ମୁଣ୍ଡ ରେ ବନ୍ୟା ପାଣି ଛାଡିବା ପରେ କ୍ଷୟକ୍ଷତି ହୋଇଥିବା ସ୍ଥାନରେ ମରାମତି ଆରମ୍ଭ ହୋଇଛି । ଅନେକ ସ୍ଥାନରେ ରାସ୍ତା ,କେନାଲ ଓ ପ୍ରୋଟେକସନ୍ ୱାଲ୍ ଗୁଡ଼ିକ ଭାସି ଯାଇଛି । କେତେକ ସ୍ଥାନ ରେ ମରାମତି କାର୍ଯ୍ୟ ଆରମ୍ଭ ହୋଇଯାଇଛି ।

କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଦୀର୍ଘ ୫ ଦିନ ହେବ ପାଣି ଘେରରେ ରହିଛନ୍ତି ନଈକୂଳିଆ ଲୋକେ । ନା ଖାଇବାକୁ ଗଣ୍ଡେ ଦାନା ଅଛି ନା ପିଇବାକୁ ଅଛି ପାନୀୟ ଜଳ । ଜଳସ୍ତର କମିବା ସତ୍ୱେ ମଧ୍ୟ ଘରୁ ବାହାରି ପାରୁନାହାନ୍ତି ଲୋକେ । ଏବେବି ଘର ଭିତରେ ଜମି ରହିଛି ଆଣ୍ଠୁଏ ପାଣି । ପଟ୍ଟାମୁଣ୍ଡାଇ ବ୍ଲକର ପେଣ୍ଠପାଳ, ଅଳପୁଆ, ତରଡିପାଳ, ଅଣ୍ଢରା , ସିଂହଗାଁ ପଞ୍ଚାୟତ ସବୁଠୁ ବେଶୀ ପ୍ରଭାବିତ ହୋଇଛି । ଏହି ୫ ପଂଚାୟତର ଲୋକ ମାନେ ପାଣି ଘେରରେ ରହି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।

ପୁରୀ ଜିଲ୍ଲା କଣାସ ବ୍ଲକ ଜାଗୁଆଳିପଦର ଗାଁ ନିକଟ ଦୟା ନଦୀରେ ଘଳିଆ ସୃଷ୍ଟି ହୋଇଛି । ଏଥି ଯୋଗୁ ବନ୍ୟା ବଢ଼ିଛି  ।କଉଡ଼ିଖଣି, ସାହସପୁର, ବଡଓରା, ସାନଓରା, ପାଇକମରା, ଜଗୁଳାଇପଦର୍ ଗୋପୀନାଥପୁର , କଳାପଦର ଆଦି ୮ ରୁ ଉର୍ଦ୍ଧ୍ବ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହେବା ଆଶଙ୍କା ରହିଛି । ଆଉ କିଛି ସ୍ଥାନରେ ମଧ୍ୟ ଘଳିଆ ପଡିଛି । ସେପଟେ ବଡାସ,ତରପଡା, ଦୋକନ୍ଦା ଗାଁରେ ବନ୍ୟା ସ୍ଥିତି ବେହାଲ । ୧୦୦ରୁ ଉର୍ଦ୍ଧ୍ବ ପରିବାର ପାଣି ଘେରରେ ଅଛନ୍ତି । ଘରେ ଭିତରେ ଅଣ୍ଟାଏ ଉଚ୍ଚର ବନ୍ୟା ଜଳ ଲହଡି ଭାଙ୍ଗୁଛି । କଣାସ ର ୬ ଟି ପଞ୍ଚାୟତର ୨୦ ରୁ ଅଧିକ ଗାଁ ଜଳବନ୍ଦୀ ହୋଇ ରହିଛି । 

ରାଜୁଆ ନଦୀରେ ବନ୍ୟାଜଳ ନରଣଗଡ, ଓରବରସିଂହ ପଞ୍ଚାୟତ କୁ କ୍ଷତିଗ୍ରସ୍ତ କରିଛି । ଦୁଇଟି ପଞ୍ଚାୟତର ହିରିମୁଳ,ଡିହଖଳା,ମାନପୁର, ଧବଳପୁର, ହାଡପଦା, ଓରିମି ଆଦି ୮ ରୁ ଅଧିକ ଗାଁ କ୍ଷତିଗ୍ରସ୍ତ ହୋଇଛି । ହିରିମୂଳ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଛି । ଲୋକଙ୍କ ଦୁଃଖ କହିଲେ ନସରେ । ନରଣଗଡ ପଞ୍ଚାୟତ ଧବଳପୁର , ବଳପୁର ଗାଁରେ ପାଣି ପଶି ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି । ଅନ୍ୟପଟେ, ଦୟା ନଦୀରେ ବନ୍ୟା ପାଣି ପ୍ରବେଶ କରିବା ପରେ ଭୁବନେଶ୍ୱର ଉପକଣ୍ଠ ବୁଡିଯାଇଛି । ସୁନ୍ଦରପଦା ଅଞ୍ଚଳର କ୍ଷେତ୍ରପାଳ ଅଞ୍ଚଳ ବନ୍ୟା ପାଣିରେ ସମ୍ପୂର୍ଣ୍ଣ ଭାବେ ବୁଡି ରହିଛି । 

Powered by Froala Editor

Tags Flood

Related articles Odisha News Lens 4.1

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15431
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13985
    Aug 13, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13847
    Aug 15, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14237
    Aug 14, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14388
    Aug 14, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14203
    Aug 15, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15825
    Aug 13, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15266
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13653
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14237
    Aug 14, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15431
    Aug 14, 2026
  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13985
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17645
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14617
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14542
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14380
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15958
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16372
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14122
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15266
    Aug 15, 2026
  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14388
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14129
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In