Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, October 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ...

  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ...

  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ...

  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ...

  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ...

  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ...

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ...

  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ...

ରାଜ୍ୟ
Home ›› ରାଜ୍ୟ ››ମାଈ ଭାଲୁ ଆକ୍ରମଣରେ ଦୁଇ ଭଉଣୀଭାଇଙ୍କର ଗଲା ଜୀବନ

ମାଈ ଭାଲୁ ଆକ୍ରମଣରେ ଦୁଇ ଭଉଣୀଭାଇଙ୍କର ଗଲା ଜୀବନ

2026-08-07 05:16:35
14317
Share:
Facebook
Twitter
E-Mail
WhatsApp
Telegram
ମାଈ ଭାଲୁ ଆକ୍ରମଣରେ ଦୁଇ ଭଉଣୀଭାଇଙ୍କର ଗଲା ଜୀବନ

ଉମରକୋଟ: ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଭଉଣୀ ଗୁରୁତର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଘଟଣାସ୍ଥଳରେ ହିଁ ମରକାଟୋଲା ଗ୍ରାମର ହଲାଲଖୋର ଜୁରୀ, ତାଙ୍କ ଭଉଣୀ ଚମାରୋନ୍‌ ବାଈଙ୍କ ମୃତ୍ୟୁ ହୋଇଯାଇଛି। ଭାଲୁ ଆକ୍ରମଣରେ ସେମାନଙ୍କ ଭଉଣୀ ଖୋରୀନ୍ବାଈ ଗୁରୁତର ଅଛନ୍ତି। ଭାଲୁଟି ମୃତଦେହ ଜଗି ରହିଥିବାରୁ ମୃତଦେହ ଉଦ୍ଧାର କରିବା ବନ ବିଭାଗ ଓ ପୋଲିସ ପାଇଁ କାଠିକର ପାଠ ହୋଇପଡ଼ିଥିଲା। ଦୀର୍ଘ ୪ ଘଣ୍ଟା ପରେ ରାୟପୁରରୁ ଆସିଥିବା ବିଶେଷଜ୍ଞ ଟିମ୍‌ ଟ୍ରାଙ୍କୁଲାଇଜର ଗନ୍‌ ସାହାଯ୍ୟରେ ଭାଲୁଟିକୁ ଅଚେତ କରି କାବୁ କରିଥିଲେ। ଏହାପରେ ମୃତଦେହ ଉଦ୍ଧାର କରାଯାଇଥିଲା।
ସୂଚନାନୁଯାୟୀ ହଲାଲଖୋର ଜୁରୀ ନିଜ ବିଲ ପାଖରେ ବସିଥିବା ସମୟରେ ହଠାତ୍‌ ଏକ ମାଈଭାଲୁ ତାଙ୍କୁ ଆକ୍ରମଣ କରିଥିଲା। ହଲାଲଙ୍କ ଚିତ୍କାର ଶୁଣି ନିକଟସ୍ଥ ସ୍କୁଲରେ ରୋଷେୟାଭାବେ କାମ କରୁଥିବା ତାଙ୍କ ଭଉଣୀ ଚମାରୋନ୍‌ ଦୌଡ଼ି ଆସି ଭାଇଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିଲେ। ମାତ୍ର ଭାଲୁଟି ଚମାରୋନଙ୍କ ଉପରକୁ ବି ଝାମ୍ପିପଡ଼ି ତାଙ୍କୁ ଲହୁଲୁହାଣ କରିପକାଇଥିଲା। ଉଭୟଙ୍କ ଚିତ୍କାର ଶୁଣି ପାଖ ବିଲରେ କାମ କରୁଥିବା ଖୋରୀନ୍ବାଈ ସେଠାରେ ପହଞ୍ଚତ୍ଥିଲେ ହେଁ ଭାଲୁଟି ତାଙ୍କୁ ବି ଛାଡ଼ିନଥିଲା। ଭାଲୁ ଆକ୍ରମଣରେ ଘଟଣାସ୍ଥଳରେ ହିଁ ହଲାଲଖୋର ଓ ଚମାରୋନଙ୍କ ମୃତ୍ୟୁ ହୋଇଛି। ।

Powered by Froala Editor

Tags Bear

Related articles Odisha News Lens 4.1

  • ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....
    ଦେଶ-ଦେଶାନ୍ତର

    ପେନସନଭୋଗୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ନେଇ ଆସିଲା ଏହି ଖବର, ଜାଣନ୍ତୁ....

    15340
    Oct 22, 2026
  • ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଭାରତ-ଆମେରିକା ନୂଆ ବାଣିଜ୍ୟ ଚୁକ୍ତି ନେଇ ଏହା କହିଲେ ଟ୍ରମ୍ପ

    13523
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ
    ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14954
    Oct 22, 2026
  • ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ
    ଦେଶ-ଦେଶାନ୍ତର

    ମୁକାମ୍‌ରେ କ୍ଷମା ପ୍ରାର୍ଥନା କରନ୍ତୁ, ଦୀର୍ଘଦିନର ବିବାଦ ତୁଟିଯିବ: ବିଷ୍ଣୋଇ ସମାଜ

    13570
    Oct 22, 2026
  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍
    ଦେଶ-ଦେଶାନ୍ତର

    ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14123
    Oct 22, 2026
  • ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...
    ଦେଶ-ଦେଶାନ୍ତର

    ଇସ୍ରାଏଲର ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବାକୁ ମୋଦୀଙ୍କୁ ନିମନ୍ତ୍ରଣ କଲେ ...

    13569
    Oct 23, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...
    ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ...

    14320
    Oct 23, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର
    ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14324
    Oct 22, 2026
  •  ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ
    ବିଶେଷ

    ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15007
    Oct 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14954
    Oct 22, 2026
  • ମନୋରଞ୍ଜନ

    ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14324
    Oct 22, 2026
  • ବାଣିଜ୍ୟ

    ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14320
    Oct 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17209
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17906
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17850
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18274
    Sep 06, 2023

ବିଶେଷ

  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15007
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15366
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15026
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15490
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14821
    Oct 06, 2026

ବାଣିଜ୍ୟ

ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

ଭୁବନେଶ୍ୱର : ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟସେବା ସମ୍ପ୍ରସାରଣ ଦିଗରେ ଏକ ପଦକ୍ଷେପ ସ୍ୱରୂପ, ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ, ରାୟଗଡ଼ାସ୍ଥିତ ଏଲ୍. ଭି. ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନ ସହ ...

  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    14954
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14299
    Oct 21, 2026
  • ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

    14608
    Oct 16, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14637
    Oct 15, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଏସବିଆଇରୁ ଡାଟା ଲିକ୍

    14123
    Oct 22, 2026
  • ସୁଟରଙ୍କ ଟାର୍ଗେଟରେ ଥିଲେ ଅମିତାଭ, ଅକ୍ଷୟ ଓ ଅମିର

    14324
    Oct 22, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15366
    Oct 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In