Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ...

  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ...

ରାଜ୍ୟ
Home ›› ରାଜ୍ୟ ››ଓଡ଼ିଶା ଫୁଡ୍ ପ୍ରୋ-୨୦୨୬’: ଓଡ଼ିଶା ପାଇଁ ନୂତନ ଅଭିବୃଦ୍ଧି ଏଜେଣ୍ଡା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫୁଡ୍ ପ୍ରୋ-୨୦୨୬’: ଓଡ଼ିଶା ପାଇଁ ନୂତନ ଅଭିବୃଦ୍ଧି ଏଜେଣ୍ଡା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

2026-08-08 05:57:24
15137
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ଫୁଡ୍ ପ୍ରୋ-୨୦୨୬’: ଓଡ଼ିଶା ପାଇଁ ନୂତନ ଅଭିବୃଦ୍ଧି ଏଜେଣ୍ଡା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ହେଉଛି ଆମର କୃଷକଙ୍କ ସମୃଦ୍ଧି, ଗ୍ରାମାଞ୍ଚଳର ରୂପାନ୍ତର ଏବଂ ଓଡ଼ିଶାର ଶିଳ୍ପ ଭବିଷ୍ୟତ ମଧ୍ୟରେ ଏକ ସେତୁ। ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଭାରତର ପସନ୍ଦଯୋଗ୍ୟ ଲକ୍ଷ୍ୟ ସ୍ଥଳ ହେବାକୁ ଓଡ଼ିଶା ପ୍ରସ୍ତୁତ ରହିଛି। ଏହି ଯାତ୍ରାରେ ସହଭାଗୀ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶିଳ୍ପପତିମାନଙ୍କୁ ଆମନ୍ତ୍ରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନୂଆଦିଲ୍ଲୀରେ ଆୟୋଜିତ କ୍ଷେତ୍ର-କୈନ୍ଦ୍ରିକ ଇନ୍‌ଭେଷ୍ଟମେଣ୍ଟ ରୋଡ୍‌-ଶୋ’ ‘ଓଡ଼ିଶା ଫୁଡ୍ ପ୍ରୋ-୨୦୨୬’ରେ ଓଡ଼ିଶା ପାଇଁ ଏକ ନୂତନ ଅଭିବୃଦ୍ଧି ଏଜେଣ୍ଡା ଉପସ୍ଥାପନ କରିଛନ୍ତି। ଏହି ରୋଡ୍‌-ଶୋ’ରେ ୪୧,୭୪୮ କୋଟି ଟଙ୍କାର ନିବେଶ ପ୍ରସ୍ତାବ ସହ ୨୭ଟି ବୁଝାମଣାପତ୍ର
ସ୍ବାକ୍ଷରିତ ହୋଇଛି। ଏହି ବ୍ୟାପକ ପରିମାଣର ନିବେଶ ପ୍ରସ୍ତାବ ଦ୍ୱାରା ଓଡ଼ିଶାର ଖାଦ୍ୟ ପ୍ରକ୍ରିୟାକରଣ ପରିବ୍ୟବସ୍ଥା (ଇକୋସିଷ୍ଟମ) ପ୍ରତି ଶିଳ୍ପ ଜଗତର ଭରସା ପ୍ରତିଫଳିତ ହୋଇଛି। ଏହା ଦ୍ୱାରା ୩୫,୨୫୨ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ଓଡ଼ିଶା ସରକାର ୧,୬୮୯କୋଟି ଟଙ୍କାର ନିବେଶ ପାଇଁ ୧୨ଟି ନିବେଶ ଇଚ୍ଛାପତ୍ର ଗ୍ରହଣ କରିଛନ୍ତି। ଏହାଦ୍ବାରା ୮,୦୬୪ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିବ। ପ୍ରଥମ ଦିନରେ ଓଡ଼ିଶା ସରକାର ମୋଟ ୪୩,୪୩୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ ହାସଲ କରିଛନ୍ତି। ଏହାଦ୍ୱାରା ୪୩,୩୧୬ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।

ଶିଳ୍ପପତିଙ୍କୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଓଡ଼ିଶା ବର୍ତ୍ତମାନ ଖାଦ୍ୟ ପ୍ରକ୍ରିୟାକରଣକୁ କେବଳ ଏକ ଶିଳ୍ପ କ୍ଷେତ୍ର ଭାବରେ ଦେଖୁନାହିଁ, ବରଂ ଏହାକୁ ଏକ ଅର୍ଥନୈତିକ ରୂପାନ୍ତର ଭାବରେ ଦେଖୁଛି। ଓଡ଼ିଶାରେ ଉତ୍ପାଦିତ ପ୍ରତ୍ୟେକ ପ୍ରମୁଖ କୃଷି ଏବଂ ସାମୁଦ୍ରିକ ସାମଗ୍ରୀ ରାଜ୍ୟ ଭିତରେ ଅଧିକରୁ ଅଧିକ ପ୍ରକ୍ରିୟାକରଣ ହେବା ଆବଶ୍ୟକ। 

ମୁଖ୍ୟମନ୍ତ୍ରୀ ୫ଟି ଷ୍ଟ୍ରାଟେଜିକ୍ ପିଲାର୍ ସମ୍ପର୍କିତ ଏକ ଦୀର୍ଘମିଆଦୀ ରୋଡ୍‌ମ୍ୟାପ ଉନ୍ମୋଚନ କରିଛନ୍ତି। ଖାଦ୍ୟ ପ୍ରକ୍ରିୟାକରଣ କ୍ଲଷ୍ଟର ସୃଷ୍ଟି, ସମନ୍ୱିତ କୋଲ୍ଡ-ଚେନ୍ ଏବଂ ୱେରହାଉସିଂ ଭିତ୍ତିଭୂମିର ସମ୍ପ୍ରସାରଣ, ଖାଦ୍ୟର ଗୁଣବତ୍ତା ଏବଂ ପ୍ରମାଣପତ୍ର ପ୍ରଣାଳୀକୁ ସୁଦୃଢ଼ କରିବା, ସଂଗଠିତ ଶିଳ୍ପ ସହିତ କୃଷକ ଉତ୍ପାଦକ ସଂଗଠନ, ଏମଏସଏମଇ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ସହ ଯୋଡ଼ିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ। ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି, ପ୍ରଗତିଶୀଳ ସଂସ୍କାର, ଦକ୍ଷ ମାନବ ପୁଞ୍ଜି, ବିଶ୍ୱସ୍ତରୀୟ ଭିତ୍ତିଭୂମି ଏବଂ ପ୍ରତିକ୍ରିୟାଶୀଳ ଶାସନ ଦ୍ୱାରା ସମର୍ଥିତ ହୋଇ ଓଡ଼ିଶା ଆଜି ନିବେଶକଙ୍କୁ କେବଳ ସୁଯୋଗ ନୁହେଁ, ବରଂ ଦୀର୍ଘ ସମୟ ପାଇଁ ଆତ୍ମବିଶ୍ୱାସ ପ୍ରଦାନ କରୁଛି। ଏହି ଫୁଡ୍‌-ପ୍ରୋ କାର୍ଯ୍ୟକ୍ରମ ପରେ ମୁଖ୍ୟମନ୍ତ୍ରୀ ଖାଦ୍ୟ ପ୍ରକ୍ରିୟାକରଣ ଏବଂ ଆନୁଷଙ୍ଗିକ କ୍ଷେତ୍ରରେ ଶିଳ୍ପପତିଙ୍କ ସହ ଏକାଧିକ ବୈଠକ କରିଥିଲେ। ମୁଖ୍ୟ ସଚିବ ଅନୁ ଗର୍ଗ, ଶିଳ୍ପ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀବୃନ୍ଦ, ଆସୋଚାମ୍ ପ୍ରତିନିଧି ଏବଂ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ୩୦୦ରୁ ଅଧିକ ଶିଳ୍ପ ନେତା, ଖାଦ୍ୟ ପ୍ରକ୍ରିୟାକରଣ ସଂଘ, ଉଦ୍ୟୋଗୀ, ନିବେଶକ ଏବଂ ବ୍ୟବସାୟୀ ପ୍ରତିନିଧି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Powered by Froala Editor

Tags Odisha food pro 2026

Related articles Odisha News Lens 4.1

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା
    ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14320
    Aug 07, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14909
    Aug 06, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13693
    Aug 07, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13483
    Aug 07, 2026
  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା
    ଦେଶ-ଦେଶାନ୍ତର

    ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା

    13808
    Aug 06, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା
    ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14784
    Aug 06, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ...

    14128
    Aug 07, 2026
  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ
    ଦେଶ-ଦେଶାନ୍ତର

    ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

    15296
    Aug 06, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    15070
    Aug 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14909
    Aug 06, 2026
  • ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    15070
    Aug 06, 2026
  • ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13483
    Aug 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17017
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17628
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17679
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18079
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13693
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15574
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16177
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15031
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14523
    Jul 28, 2026

ବାଣିଜ୍ୟ

ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

ବାଉଁଶ ବିହୀନ କଠିନ ଧୂପ ଏବଂ ମେଦିନୀ ଜୁଡୱା କପ୍‌ ସାମ୍ବ୍ରାନି ପ୍ରଦର୍ଶିତ କରୁଛି; ନବସୃଜନ, ଦୀର୍ଘସ୍ଥାୟିତା ଏବଂ ଆଧ୍ୟାତ୍ମିକ ଅନୁଭୂତି ସହିତ ଓଡ଼ିଶା ପ୍ରତି ପ୍ରତିବଦ୍ଧତା ପୁନଃ ସୁଦୃଢୀକରଣ କରୁଛି

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14146
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14439
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14608
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14258
    Jul 29, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

    15183
    Aug 06, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13693
    Aug 07, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    15070
    Aug 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In