ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ
ଭୁବନେଶ୍ୱର : ଆସନ୍ତା ୧୦ତାରିଖ, ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Powered by Froala Editor