Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, February 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ ୬୧ ରନରେ ହରାଇଲା ...

  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

Home ›› ››ପିପିଲି ଉପନିର୍ବାଚନ ଅବସରରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ୫ଟି ପ୍ରଶ୍ନ

ପିପିଲି ଉପନିର୍ବାଚନ ଅବସରରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ୫ଟି ପ୍ରଶ୍ନ

2021-04-13 10:18:04
14271
Share:
Facebook
Twitter
E-Mail
WhatsApp
Telegram
ପିପିଲି ଉପନିର୍ବାଚନ ଅବସରରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ୫ଟି ପ୍ରଶ୍ନ
ଭୁବନେଶ୍ୱର : ପିପିଲି ଉପନିର୍ବାଚନ ଅବସରରେ ଗତ କାଲି ମୁଖ୍ୟମନ୍ତ୍ରୀ ନିଜ ଦଳ ପାଇଁ ଭର୍ଚୁଆଲ ରାଲି ମାଧ୍ୟମରେ ପ୍ରଚାର କଲେ । ରାଜ୍ୟରେ ବିକାଶର ଗୋଲାପି ଚିତ୍ର ଆଙ୍କିଲେ । ମାତ୍ର ତୃଣମୁଳ ସ୍ତରରେ ବାସ୍ତବ ସ୍ଥିତି ସଂପର୍କରେ କାହିଁକି ମୁହଁରେ ତୁଣ୍ଡି ଦେଇ ରହିଲେ, ଯାହାକି ପିପିଲି-ଡେଲାଙ୍ଗ ଜନସାଧାରଣଙ୍କୁ ବହୁତ ବ୍ୟଥିତ କରିଛି ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି । ଏହି ଅବସରରେ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ପିପିଲି-ଡେଲାଙ୍ଗବାସୀଙ୍କ ତରଫରୁ ୫ଟି ପ୍ରଶ୍ୱ ମୁଖ୍ୟମନ୍ତ୍ରୀଙ୍କୁ ପଚାରିଛନ୍ତି । ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ମହାନ୍ତି କହିଛନ୍ତି କି; ଅତୀତରେ ରାଜ୍ୟରେ ଯେଉଁଠି ଉପନିର୍ବାଚନ ହୁଏ, ସେ ଅଂଚଳର ବିକାଶର ଦାୟୀତ୍ୱ ମୁଖ୍ୟମନ୍ତ୍ରୀ ନିଜେ ନିଅନ୍ତି ବୋଲି ପ୍ରଚାର କରିଥାନ୍ତି । ଗତ କାଲି ମଧ୍ୟ ପିପିଲି ଉପନିର୍ବାଚନ ପାଇଁ ଭର୍ଚୁଆଲ ରାଲି ମାଧ୍ୟମରେ ପିପିଲି ଅଂଚଳର ବିକାଶର ଦାୟୀତ୍ୱ ନେବେ ବୋଲି ଚିରାଚରିତ ଭାବେ ପୂର୍ବ ଭଳି ପୁଣି ଥରେ କହିଛନ୍ତି । ଯଦି ପିପିଲି ବିକାଶର ଦାୟୀତ୍ୱ ମୁଖ୍ୟମନ୍ତ୍ରୀ ନେବେ ବୋଲି ଆଜି ମୁଖ୍ୟମନ୍ତ୍ରୀ କହୁଛନ୍ତି, ତାହେଲେ ଆଜି ପର୍ଯ୍ୟନ୍ତ ଏହି ଦାୟୀତ୍ୱ କିଏ ନେଇଥିଲା ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି । ମୁଖ୍ୟମନ୍ତ୍ରୀ ପିପିଲି ଚାନ୍ଦୁଆ କଥା ମନେ ପକାଇଲେ । ପିପିଲି ଶାନ୍ତ ରହିଲେ ଯାଇ ଚାନ୍ଦୁଆ ବିକ୍ରି ହୋଇପାରିବ । ପିପିଲିକୁ ହିଂସ୍ର କିଏ କରୁଛି ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ମହିଳାଙ୍କ କଥା କହିଛନ୍ତି । ପିପିଲିର ଦଳିତ ଝିଅ ବେବିନାକୁ ନ୍ୟାୟ ମିଳିଛି କି ? ଇତିଶ୍ରୀକୁ କି ନ୍ୟାୟ ମିଳିଲା ? ପିପିଲିର ଏହି ଦୁଇ ଝିଅଙ୍କ ନାଁ କଣ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ନାହିଁ କି ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି । ମୋଦି ସରକାର ଫନୀ ବାତ୍ୟା ବିପନ୍ନଙ୍କ ପାଇଁ ଘର ପଠାଇଲେ । ଏବେ ପିପିଲି-ଡେଲାଙ୍ଗର ହଜାର ହଜାର ପରିବାର ପଲିଥିନ ଟାଣି ଖୋଲା ଆକାଶ ତଳେ କାହିଁକି ରହିଛନ୍ତି ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି । ହିଷ୍ଟ୍ରିସିଟର ବଡ ଅପରାଧୀ ଧୀରେନ ସାମନ୍ତରାୟଙ୍କୁ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ସାକ୍ଷାତ କଲେ । ଏପରିକି ପିପିଲି ଉପନିର୍ବାଚନ ଦାୟୀତ୍ୱ ଦେଇ ଖୋଦ୍ ମୁଖ୍ୟମନ୍ତ୍ରୀ ହିଂସାକୁ ପ୍ରୋତ୍ସାହନ ଦେଉନାହାନ୍ତି କି ବୋଲି ଶ୍ରୀ ମହାନ୍ତି ପ୍ରଶ୍ନ କରିଛନ୍ତି । ନବୀନ ବାବୁଙ୍କ ପିପିଲିର ନିର୍ବାଚନ ପ୍ରଚାର ବୃଦ୍ଧ ବ୍ୟାଘ୍ରର ସ୍ୱର୍ଣ୍ଣ କଙ୍କଣ ଦାନ ପରି ଉପାଖ୍ୟାନ । ମିଥ୍ୟା ପ୍ରବଂଛନା ଓ ପ୍ରତାରଣାକୁ ପିପିଲି-ଡେଲାଙ୍ଗବାସୀ ଭଲ ଭାବେ ବୁଝି ସାରିଛନ୍ତି ଓ ଆଗାମୀ ନିର୍ବାଚନରେ ଏହାର ସଠିକ ଉତର ଦେବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି । ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ରବି ନାଏକ, ରାଜ୍ୟ ସଂପାଦକ କାଳନ୍ଦୀ ସାମଲ, ରାଜ୍ୟ ମୁଖପାତ୍ର ଉମାକାନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
Tags bjp odisha , sameer mohanty

Related articles Odisha News Lens 4.1

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15544
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା
    ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13364
    Feb 15, 2026
  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ
    ଦେଶ-ଦେଶାନ୍ତର

    ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

    15018
    Feb 14, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14003
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15482
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15375
    Feb 14, 2026
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    15130
    Feb 14, 2026
  • ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍
    ଖେଳ ଖବର

    ପାକିସ୍ତାନକୁ ୬୧ ରନରେ ହରାଇଲା ସୂର୍ଯ୍ୟକୁମାର ଟିମ୍

    14204
    Feb 15, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15581
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    14003
    Feb 14, 2026
  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15544
    Feb 14, 2026
  • ଦେଶ-ଦେଶାନ୍ତର

    ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13364
    Feb 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15475
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15927
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16329
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14076
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14722
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14950
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14463
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16069
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15351
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15482
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15475
    Feb 14, 2026
  • ୧୦ ମାସର ଝିଅ ସର୍ବକନିଷ୍ଠ ଅଙ୍ଗ ଦାତା

    13364
    Feb 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In