ଟ୍ରାଞ୍ଜିଷ୍ଟ ହାଉସ ଉଚ୍ଛେଦକୁ ବିରୋଧ: ପୋଲିସ-ଜନତା ମୁହାଁମୁହିଁ
ଭୁବନେଶ୍ୱର: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା ଟ୍ରାଞ୍ଜିଷ୍ଟ ହାଉସ ଉଚ୍ଛେଦ କରାଯାଉଛି। ଉଚ୍ଛେଦକୁ ବିରୋଧ କରି ପୋଲିସ-ଜନତା ମୁହାଁମୁହିଁ ହୋଇଛନ୍ତି।
ଉଚ୍ଛେଦ ପୂର୍ବରୁ ଥଇଥାନ କରିବାକୁ ଲୋକେ ଦାବି କରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।
Powered by Froala Editor