Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

ରାଜ୍ୟ
Home ›› ରାଜ୍ୟ ››ବିଜ୍ଞାନ ଓ ପ୍ରଯୁକ୍ତି ଆଧାରିତ ବିକାଶରେ ଓଡ଼ିଶା ପାଇଁ ଖୋଲିବ ନୂଆ ସମ୍ଭାବନାର ଦ୍ୱାର

ବିଜ୍ଞାନ ଓ ପ୍ରଯୁକ୍ତି ଆଧାରିତ ବିକାଶରେ ଓଡ଼ିଶା ପାଇଁ ଖୋଲିବ ନୂଆ ସମ୍ଭାବନାର ଦ୍ୱାର

2026-08-12 11:01:21
14145
Share:
Facebook
Twitter
E-Mail
WhatsApp
Telegram
ବିଜ୍ଞାନ ଓ ପ୍ରଯୁକ୍ତି ଆଧାରିତ ବିକାଶରେ ଓଡ଼ିଶା ପାଇଁ ଖୋଲିବ ନୂଆ ସମ୍ଭାବନାର ଦ୍ୱାର

ଭୁବନେଶ୍ବର: ବିଜ୍ଞାନଭିତ୍ତିକ ଅଭିବୃଦ୍ଧିରେ ଓଡ଼ିଶାର ବିରଳ ମୃତ୍ତିକା, ସାମୁଦ୍ରିକ ଜୈବପ୍ରଯୁକ୍ତି ଓ ମହାକାଶ କ୍ଷମତା ଖୋଲିବ ନୂଆ ସୁଯୋଗ । ଜୈବ ପ୍ରଯୁକ୍ତିବିଦ୍ୟା ବିଭାଗ ଅନ୍ତର୍ଗତ ଭୁବନେଶ୍ବରସ୍ଥିତ ‘ଜୀବ ବିଜ୍ଞାନ ପ୍ରତିଷ୍ଠାନ (Institute of Life Sciences- ILS)’ର ସଂପ୍ରସାରଣ ପ୍ରସ୍ତାବ ଚୂଡ଼ାନ୍ତ । ନୂଆଦିଲ୍ଲୀରେ ଏନେଇ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ଏବଂ ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କରି ଆଲୋଚନା କରିଛନ୍ତି ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ବିଜ୍ଞାନ ଓ ପ୍ରଯୁକ୍ତି ଆଧାରିତ ବିକାଶରେ ଓଡ଼ିଶା ପାଇଁ ଖୋଲିବ ନୂଆ ସମ୍ଭାବନାର ଦ୍ୱାର । ବିରଳ ମୃତ୍ତିକା ଖଣିଜ, ସାମୁଦ୍ରିକ ସମ୍ପଦ, ବାୟୋଟେକ୍ନୋଲୋଜି, ଜୀବ ବିଜ୍ଞାନ ଓ ମହାକାଶ କ୍ଷମତାକୁ ଏକାଠି କରି ରାଜ୍ୟରେ ବିଜ୍ଞାନ-ନେତୃତ୍ୱାଧୀନ ବିକାଶର ରୋଡମ୍ୟାପ୍ ପ୍ରସ୍ତୁତ ହୋଇଛି । ଏନେଇ କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତି ଏବଂ ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ ଓ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ମଧ୍ୟରେ ଆଲୋଚନା ହୋଇଛି ।
ବୈଠକରେ ଓଡ଼ିଶାର ସାମୁଦ୍ରିକ ଓ ଉପକୂଳ ସମ୍ପଦର ଅଧିକ ବୈଜ୍ଞାନିକ ଉପଯୋଗ, ବିରଳ ମୃତ୍ତିକା ଖଣିଜ ଅନୁସନ୍ଧାନ, ମହାକାଶ ପ୍ରୟୋଗ ଓ ଉତ୍ପାଦନ, ସାମୁଦ୍ରିକ ବାୟୋଟେକ୍ନୋଲୋଜି ଏବଂ ଗବେଷଣା ଭିତ୍ତିଭୂମି ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ଏନେଇ ଡକ୍ଟର ଜିତେନ୍ଦ୍ର ସିଂହ କହିଛନ୍ତି, ପୂର୍ବ ଉପକୂଳ ଅଞ୍ଚଳ ଭାରତର ଆଗାମୀ ପରମାଣୁ ଓ ସାମୁଦ୍ରିକ ରୋଡମ୍ୟାପ୍‌ରେ ବଡ଼ ଭୂମିକା ନେଇପାରିବ । ଏ କ୍ଷେତ୍ରରେ ଓଡ଼ିଶାର ଦୀର୍ଘ ଉପକୂଳ, ସାମୁଦ୍ରିକ ଜୈବବିବିଧତା ଓ ଖଣିଜ ସମ୍ପଦ ରାଜ୍ୟକୁ ଏକ ବିଶେଷ ସୁଯୋଗ ଦେଉଛି ।ସେହିପରି ଭୁବନେଶ୍ୱରସ୍ଥିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍ସେସ୍‌ର ସମ୍ପ୍ରସାରଣକୁ ଚୂଡ଼ାନ୍ତ କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ଅତିରିକ୍ତ ୫୦ ଏକର ଜମି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି । ଏହା ଜୀବ ବିଜ୍ଞାନ ଓ ବାୟୋଟେକ୍ନୋଲୋଜି ଗବେଷଣାକୁ ଆହୁରି ବ୍ୟାପକ କରିବା ସହ ନୂଆ ନବସୃଜନ ଓ ଶିଳ୍ପ ସୁଯୋଗ ସୃଷ୍ଟି କରିପାରିବ ।

ଆଲୋଚନାର ଅନ୍ୟତମ ପ୍ରମୁଖ ବିଷୟ ଥିଲା ଓଡ଼ିଶା ମେରିନ୍ ବାୟୋଟେକ୍ନୋଲୋଜି ରିସର୍ଚ୍ଚ ଆଣ୍ଡ ଇନୋଭେସନ୍ କରିଡର—OMBRIC। IIT ଭୁବନେଶ୍ୱର, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, NIT ରାଉରକେଲା, IISER ବ୍ରହ୍ମପୁର ଓ ILS ଭୁବନେଶ୍ୱର ଭଳି ପ୍ରତିଷ୍ଠାନକୁ ନେଇ ଗଠିତ ଏହି ନେଟୱାର୍କକୁ ଆଗକୁ ପୃଥିବୀ ବିଜ୍ଞାନ, CSIR ଓ ବାୟୋଟେକ୍ନୋଲୋଜି ବିଭାଗ ସହ ଅଧିକ ସମନ୍ୱିତ କରାଯିବ।
ଏହାସହ ଗଭୀର ସମୁଦ୍ର ମିଶନ, ଗଭୀର ସମୁଦ୍ର ମତ୍ସ୍ୟଜୀବୀ, ସାମୁଦ୍ରିକ ପ୍ରଯୁକ୍ତିବିଦ୍ୟା ଓ ଉପକୂଳୀୟ ଅର୍ଥନୀତିକୁ ନେଇ ମଧ୍ୟ ସୁଯୋଗ ଖୋଜାଯିବ । ଓଡ଼ିଶାର ୨୦୨୬–୨୦୩୬ ଗଭୀର ସମୁଦ୍ର ମତ୍ସ୍ୟଜୀବୀ ମିଶନ ଏହି କ୍ଷେତ୍ରରେ ନୂଆ ମୂଲ୍ୟ ଶୃଙ୍ଖଳା ବିକାଶର ଆଧାର ହୋଇପାରେ ।

Powered by Froala Editor

Tags Ils

Related articles Odisha News Lens 4.1

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15543
    Sep 05, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13719
    Sep 04, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14523
    Sep 05, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    14116
    Sep 04, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13657
    Sep 05, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15240
    Sep 05, 2026
  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...
    ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...

    13776
    Sep 05, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13645
    Sep 05, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15677
    Sep 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15677
    Sep 05, 2026
  • ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13645
    Sep 05, 2026
  • ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ସାମର୍ଥ୍ୟକୁ ଚିହ୍ନଟ କରିପାରନ୍ତି: ରାଷ୍ଟ୍ରପତି

    13776
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17076
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17735
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18147
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13738
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14541
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14847
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14799
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14135
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14043
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14573
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15458
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14805
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15240
    Sep 05, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13719
    Sep 04, 2026
  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13657
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In