Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, ...

  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ...

ରାଜ୍ୟ
Home ›› ରାଜ୍ୟ ›› ପୁରୁଷବନ୍ଧୁଙ୍କୁ ଅମାନୁଷିକ ମାଡ଼ ମାରି ବାନ୍ଧିଲେ, ଭଙ୍ଗାଘରେ ଯୁବତୀଙ୍କୁ କଲେ ଗଣଦୁଷ୍କର୍ମ

ପୁରୁଷବନ୍ଧୁଙ୍କୁ ଅମାନୁଷିକ ମାଡ଼ ମାରି ବାନ୍ଧିଲେ, ଭଙ୍ଗାଘରେ ଯୁବତୀଙ୍କୁ କଲେ ଗଣଦୁଷ୍କର୍ମ

2026-08-13 05:26:24
14598
Share:
Facebook
Twitter
E-Mail
WhatsApp
Telegram
 ପୁରୁଷବନ୍ଧୁଙ୍କୁ ଅମାନୁଷିକ ମାଡ଼ ମାରି ବାନ୍ଧିଲେ, ଭଙ୍ଗାଘରେ ଯୁବତୀଙ୍କୁ କଲେ ଗଣଦୁଷ୍କର୍ମ

ନିିଶ୍ଚିନ୍ତକୋଇଲି: କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼ ଜିଲା ଫତେଗଡ଼ ଥାନା ଗୋହିରିଆପଡ଼ା ଗ୍ରାମର ଯୁଧିଷ୍ଠିର ମାଝୀଙ୍କ ସହ ଯୁବତୀଙ୍କ ସମ୍ପର୍କ ସୃଷ୍ଟି ହୋଇଥିଲା। ମଙ୍ଗଳବାର ରାତିରେ ଯୁବତୀ ଜଣକ ଭୁବନେଶ୍ୱରରୁ ଏକ କାର୍‌(ନଂ. ଓଡି୩୩-ଏଏଲ୍‌- ୨୧୧୮)ରେ ତାଙ୍କର ପୁରୁଷବନ୍ଧୁଙ୍କ ସହ ନିଜ ଗ୍ରାମ କଳପଡ଼ାକୁ ଆସୁଥିଲେ। ତେବେ ବିଳମ୍ବିତ ରାତିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥର ନିଶ୍ଚିନ୍ତକୋଇଲି ଥାନା ଶୁକରପଡା ପୂର୍ତ୍ତ ବିଭାଗ ଡାକବଙ୍ଗଳାର ଅନତି ଦୂରରେ ଥିବା ଏକ ଢାବାରେ ଯୁବତୀ ଏବଂ ତାଙ୍କ ପୁରୁଷ ବନ୍ଧୁ ରାତ୍ରଭୋଜନ କରିଥିଲେ। ପରେ ଉଭୟେ କାର୍‌ ମଧ୍ୟରେ ବିଶ୍ରାମ ନେଇଥିଲେ। ଏହି ସମୟରେ ସ୍ଥାନୀୟ ଆଏଣ୍ଡା ଅଞ୍ଚଳର ୭ରୁ ୮ଜଣ ଦୁର୍ବୃତ୍ତ ସେଠାରେ ପହଞ୍ଚି  କାର୍‌ର ଡୋର ଖୋଲିବାକୁ ବାଧ୍ୟ କରିଥିଲେ। ମାତ୍ର କାର୍‌ର ଡୋର ନ ଖୋଲିବାରୁ ଦୁର୍ବୃତ୍ତମାନେ ଆଣିଥିବା ଏକ ଚିମୁଟା ସାହାଯ୍ୟରେ କାର୍‌ର କାଚ ଭାଙ୍ଗି ପୁରୁଷ ବନ୍ଧୁଙ୍କୁ ଘୋଷାରି ଆଣି ଅମାନୁଷିକ ଭାବେ ମାଡ଼ ମାରି ବାନ୍ଧି ପକାଇଥିଲେ। ପରେ ଜୋର ଜବରଦସ୍ତ ଯୁବତୀଙ୍କୁ କାରରୁ ଉଠାଇ ନେଇଥିଲେ। ଅନ୍ୟ ଏକ କାର ଯୋଗେ ପ୍ରାୟ ୨କି.ମି. ଦୂର ଆଏଣ୍ଡା ଆମ୍ବତୋଟା ନିକଟରେ ଥିବା ଏକ ଭଙ୍ଗାଘରେ ଯୁବତୀଙ୍କୁ ବଳାତ୍କାର କରିଥିଲେ। ପରେ ଯୁବତୀଙ୍କୁ ମୁମୂର୍ଷ ଅବସ୍ଥାରେ ଛାଡ଼ି ଦେଇ ଫେରାର ହୋଇଯାଇଥିଲେ। ତେବେ ରାତି ପାହିବାରୁ ଯୁବତୀଙ୍କ ଚେତା ଫେରିଥିଲା। ତାଙ୍କ ଚିତ୍କାର ଶୁଣି ଘଟଣାସ୍ଥଳରେ ଲୋକଙ୍କ ଭିଡ଼ ଜମିଥିଲା। ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ନିଶ୍ଚିନ୍ତକୋଇଲି ଥାନା ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯୁବତୀ ଏବଂ ପରେ ତାଙ୍କର ପୁରୁଷ ବନ୍ଧୁଙ୍କୁ ଉଦ୍ଧାର କରିଥିଲା। ପୋଲିସ ପୁରୁଷ ବନ୍ଧୁଙ୍କ କାର୍‌କୁ ଜବତ କରି ଥାନାରେ ଅଟକ ରଖିଥିଲା। ଘଟଣା ସମ୍ପର୍କରେ ଯୁବତୀ ନିଶ୍ଚିନ୍ତକୋଇଲି ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ. ୩୦୫/୨୦୨୬) ରୁଜୁ କରିଥିଲା। ଖବରପାଇ କଟକ ଜିଲା ଗ୍ରାମାଞ୍ଚଳ ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଡିଏସ୍‌ପି, ସାଲେପୁର ଏସ୍‌ଡିପିଓ ପ୍ରମୁଖ ଘଟଣାସ୍ଥଳରେ ପୋଲିସ ଫୋର୍ସ ସହ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିଲେ। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଅଭିଯୁକ୍ତଙ୍କୁ ଗିରଫ ନିମନ୍ତେ ନିଶ୍ଚିନ୍ତକୋଇଲି ଥାନା ପୋଲିସ ଆଏଣ୍ଡା ଗ୍ରାମରେ ଚଢ଼ାଉ କରୁଥିବା ସମୟରେ ଅଭିଯୁକ୍ତମାନେ ଢେଲାପଥର ମାଡ଼ କରିବା ଯୋଗୁ ନିଶ୍ଚିନ୍ତକୋଇଲି ଥାନାର ଏସ୍‌ଆଇ ସ୍ମୃତିରଞ୍ଜନ ସ୍ବାଇଁ ଗୁରୁତର ଆହତ ହୋଇଛନ୍ତି।
ପୋଲିସ ପଞ୍ଝାରେ ୫ ଅଭିଯୁକ୍ତ ରହିଥିବା ଏକ ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଅପରପକ୍ଷରେ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବା ନିମନ୍ତେ ଜୋରଦାର ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ପୋଲିସ ପୀଡ଼ିତା ଯୁବତୀଙ୍କ ଡାକ୍ତରୀମାଇନା କରିଛି। ଗୁରୁବାର ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଜଣାଯାଇଛି।

Powered by Froala Editor

Tags Rape

Related articles Odisha News Lens 4.1

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14059
    Aug 13, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14258
    Aug 12, 2026
  • ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣ ଘଟାଇବା ନେଇ ଜାମ୍ମୁ-କାଶ୍ମୀରରେ ହାଇଆଲର୍ଟ ଜାରି

    14856
    Aug 11, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    14950
    Aug 12, 2026
  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍
    ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14414
    Aug 12, 2026
  • ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ
    ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    15027
    Aug 12, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13639
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13832
    Aug 12, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13685
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14258
    Aug 12, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14092
    Aug 12, 2026
  • ଅପରାଧ

    ସ୍ୱାମୀଙ୍କୁ ଛାଡି ପ୍ରେମିକକୁ ବାହାହେଲେ, କିନ୍ତୁ ତଣ୍ଟିଚିପି ମାରିଦେଲା ପ୍ରେମିକ

    15027
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14059
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14425
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14306
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15889
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16305
    Aug 02, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

- ବୋରିଙ୍ଗପଦର ଏବଂ ପାଲବେରୀ ଗ୍ରାମରୁ ୩୫୦ ରୁ ଅଧିକ ଅଂଶଗ୍ରହଣ କରିଥିଲେ

- ପାରମ୍ପରିକ ପୋଷାକ, ସ୍ୱଦେଶୀ ଖାଦ୍ୟ ଏବଂ ସାଂସ୍କୃତିକ ପ୍ରତିଯୋଗିତା ମାଧ୍ୟମରେ ଜନଜାତି ଐତିହ୍ୟ ପ୍ରଦର୍ଶନ

ଭୁବନେଶ ...

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14353
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14159
    Aug 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14092
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13832
    Aug 12, 2026
  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14414
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In