Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

2026-08-13 19:19:30
13707
Share:
Facebook
Twitter
E-Mail
WhatsApp
Telegram
ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

ହରିଦ୍ୱାରରେ ୧୨ ଦିନିଆ କାଉଡ଼ି ଯାତ୍ରା ସମୟରେ ପ୍ରାୟ ୪ କୋଟି ୮୦ ଲକ୍ଷ କାଉଡ଼ିଆ ହରିଦ୍ୱାରରେ ପହଞ୍ଚି ଗଙ୍ଗାଜଳ ସଂଗ୍ରହ କରି ମହାଦେବଙ୍କୁ ଜଳାଭିଷେକ କରିଛନ୍ତି। ତେବେ ଯାତ୍ରା ଶେଷରେ ପ୍ରାୟ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ସହରରେ ଜମା ହୋଇଛି।

ମ୍ୟୁନିସିପାଲ କମିଶନରଙ୍କ ସୂଚନା ଅନୁସାରେ, କାଉଡ଼ି ଯାତ୍ରାର ଶେଷ ଦୁଇ ଦିନରେ ହିଁ ସମଗ୍ର ସହରରେ ପ୍ରାୟ ୧,୭୦୦ ମେଟ୍ରିକ ଟନ୍ ଆବର୍ଜନା ଜମା ହୋଇଥିଲା। ଏବେ ସଂଗ୍ରହ କରାଯାଉଥିବା ଆବର୍ଜନାକୁ ଜ୍ୱାଲାପୁରସ୍ଥିତ ସରାୟ ଆବର୍ଜନା ପରିଚାଳନା କାରଖାନାକୁ ପଠାଯାଉଛି।

ଗଙ୍ଗା ଆରତୀ ପାଇଁ ପ୍ରସିଦ୍ଧ ହରକୀ ପୌଡ଼ି ଅଞ୍ଚଳର ସ୍ଥିତି ସବୁଠାରୁ ଗମ୍ଭୀର ରହିଥିଲା। ଘାଟର ବିଭିନ୍ନ ସ୍ଥାନରେ ଆବର୍ଜନାର ବଡ଼ ବଡ଼ ଗଦା ଦେଖିବାକୁ ମିଳିଥିଲା। ଏପରିକି ମହିଳାଙ୍କ ଚେଞ୍ଜିଂ ରୁମ୍‌ରୁ ପରିସ୍ରାରେ ଭର୍ତ୍ତି ବୋତଲ ମଧ୍ୟ ମିଳିଥିବା ଜଣାପଡ଼ିଛି। ସ୍ଥିତିକୁ ଦେଖି ହରିଦ୍ୱାର ପ୍ରଶାସନ ପକ୍ଷରୁ ବ୍ୟାପକ ସଫେଇ ଅଭିଯାନ ଆରମ୍ଭ କରାଯାଇଛି। ୧,୦୦୦ରୁ ଅଧିକ ବାହ୍ୟ କର୍ମଚାରୀଙ୍କୁ ସଫେଇ କାର୍ଯ୍ୟରେ ନିୟୋଜିତ କରାଯାଇଥିବା ବେଳେ ୮୦ରୁ ଅଧିକ ଗାଡ଼ି ଆବର୍ଜନା ସଂଗ୍ରହ ପାଇଁ ନିୟୋଜିତ ହୋଇଛି। ହରିଦ୍ୱାର ଜିଲ୍ଲା ପ୍ରଶାସନ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର ସଫେଇ ଅଭିଯାନ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛି।

Powered by Froala Editor

Tags hari

Related articles Odisha News Lens 4.1

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13733
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13282
    Aug 13, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15411
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13570
    Aug 13, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14567
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13495
    Aug 13, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13707
    Aug 13, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14199
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15503
    Aug 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13570
    Aug 13, 2026
  • ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15503
    Aug 13, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13282
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17640
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17690
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18090
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14199
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14492
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14324
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15909
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16322
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13758
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14356
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14629
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14199
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13758
    Aug 12, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15503
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In