Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ...

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

ରାଜ୍ୟ
Home ›› ରାଜ୍ୟ ›› ବୈତରଣୀ ନଦୀରେ ତୃତୀୟ ଥର ବନ୍ୟା: ପୁଣି ଘରେ ପଶିଲା ପାଣି

ବୈତରଣୀ ନଦୀରେ ତୃତୀୟ ଥର ବନ୍ୟା: ପୁଣି ଘରେ ପଶିଲା ପାଣି

2026-08-14 08:25:33
14258
Share:
Facebook
Twitter
E-Mail
WhatsApp
Telegram
 ବୈତରଣୀ ନଦୀରେ ତୃତୀୟ ଥର ବନ୍ୟା: ପୁଣି ଘରେ ପଶିଲା ପାଣି

ଭୁବନେଶ୍ବର: ଗୋଟିଏ ବନ୍ୟାର ଦୁର୍ଦ୍ଦଶା ସରିନଥିବା ବେଳେ ପୁଣି ଏକ ବନ୍ୟା । ପୁଣି ଘରେ ପଶିଛି ବନ୍ୟା ପାଣି। ଏଭଳି ଦୁର୍ଦ୍ଦଶା ଭୋଗୁଛନ୍ତି ଯାଜପୁରର ତଳିଆ ଅଞ୍ଚଳ ଲୋକେ । ବୈତରଣୀ ନଦୀରେ ତୃତୀୟ ଥର ବନ୍ୟା ଆସିଛି । ଏହାର ଶାଖା କାଣି ନଦୀରେ ମଧ୍ୟ ବନ୍ୟା ଜଳ ଆସିଛି । ଦଶରଥପୁର୍ ବ୍ଲକରେ କାଣୀ ନଦୀରେ ଦୁଇଟି ଘାଇ ସୃଷ୍ଟି ହୋଇଥିଲା । ଘାଇ ମରାମତି ସରିନଥିବା ବେଳେ ପୁଣି ବନ୍ୟା ହେବା କାରଣରୁ ଗାଁରେ ପଶିଛି ବନ୍ୟା ଜଳ ।
ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକରେ ଲଗାଣ ବର୍ଷା ଯୋଗୁଁ ସ୍ଥିତି ବେହାଲ। ଗତକାଲି ରାସଗୋବିନ୍ଦପୁର ବ୍ଲକରେ ୮୪ମିମି ବର୍ଷା ହୋଇଛି। ୮ଟି ପଞ୍ଚାୟତର ହଜାର ହଜାର ଲୋକେ ପ୍ରଭାବିତ ହୋଇଛନ୍ତି। ସାରୁମୂଳା, ନାକିଚୁଆ, ମାଣିଦା, ଖୁଣ୍ଟାପାଳ, ତୋଟାପୋଡା,ରାଘବପୁର, ନଳଗଜା, ଦେବଶୋଳ ପଞ୍ଚାୟତ ଲୋକଙ୍କ ଘର ଭିତରେ ପାଣି ଲହଡି ମାରୁଛି । ଫଳରେ ଜନଜୀବନ ଦୁର୍ବିସହ ହୋଇପଡିଛି। ରାଘବପୁର ପଞ୍ଚାୟତ ସମ୍ପୂର୍ଣ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡିଛି। ବର୍ତ୍ତମାନ ସୁଦ୍ଧା ପ୍ରଶାସନ ପହଁଞ୍ଚି ନଥିବା ଅଭିଯୋଗ ହୋଇଛି। ସେପଟେ ମୟୂରଭଞ୍ଜ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଛୁଟିଘୋଷଣା କରିଛନ୍ତି ମୟୂରଭଞ୍ଜ ଜିଲ୍ଲାପାଳ।
ଲଗାଣ ବର୍ଷା ଯୋଗୁଁ କେନ୍ଦୁଝର ଜିଲ୍ଲା ତେଲକୋଇରେ ସ୍ଥିତି ଵେହାଲ। ଚାରି ଆଡେ ଜଳାର୍ଣ୍ଣବ ପରିସ୍ଥିତି ସୃଷ୍ଟି ହୋଇଛି। ନୂଆଗଡ ଟେନାର ନାଳ ଉପରେ ୬ ଫୁଟର ବନ୍ୟା ଜଳ ପ୍ରବାହିତ ହେଉଛି । ଦେଉଳଡିହା, କରଦାଙ୍ଗି, ଭିମକାଣ୍ଡ ପ୍ରଭୃତି ତିନୋଟି ପଞ୍ଚାୟତ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇପଡିଛି। ସେପଟେ ତେଲକୋଇ-ଜଗମୋହନପୁର ରାସ୍ତାର ହନୁମନ୍ତିଆ ନାଳରେ ତିନି ଫୁଟର ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ୫ ପଞ୍ଚାୟତ ବିଛିନ୍ନ ହୋଇପଡ଼ିଛି। ସେହିପରି ଦେବଗଡ଼, ସମ୍ବଲପୁର , ପାଲଲହଡ଼ା, ରାଉରକେଲା ଆଦି ସ୍ଥାନକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଅନ୍ୟପକ୍ଷରେ ପିଟାନାଳି -ସାପଲାଞ୍ଜି ରାସ୍ତାର ଜରଡା ନାଳ ପୋଲ ଉପରେ ତିନି ଫୁଟର ବନ୍ୟାଜଳ ପ୍ରଭାବିତ ହେଉଛି । ଫଳରେ ବସ ଚଳାଚଳ ସହିତ ଯାତାୟତ ଠପ୍ ହୋଇଯାଇଛି। ଲୋକେ ନାହଁ ନଥିବା ଅସୁବିଧା ର ସମ୍ମୁଖୀନ ହେଉଛନ୍ତି।

ଭଦ୍ରକ ଜିଲ୍ଲାରେ ଉଭୟ ବୈତରଣୀ ଓ ସାଳନ୍ଦୀ ନଦୀ ଫୁଲିବାରେ ଲାଗିଛି । ଆଖୁଆପଦା ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ଉପରେ ବୋହୁଛି । କେତେକ ଏସ୍କେପ ଦେଇ ବନ୍ୟା ଜଳ ଚାଷ ଜମି କୁ ପଶିଛି । ସାଳନ୍ଦୀ ନଦୀର ରାଜଘାଟ ନିକଟରେ ବିପଦ ସଙ୍କେତ ପାଖାପାଖି ବନ୍ୟା ଜଳ ପ୍ରବାହିତ ହେଉଛି । ବନ୍ୟାରେ ଭଦ୍ରକ ସହରାଞ୍ଚଳ ସହ ଭଦ୍ରକ ବ୍ଲକ୍ ର କେତେକ ପଞ୍ଚାୟତ ସହ, ଭଣ୍ଡାରିପୋଖରୀ, ତିହିଡି, ଧାମନଗର ଓ ଚାନ୍ଦବାଲି ଓ ବାସୁଦେବପୁର ବ୍ଲକ ମଧ୍ୟ ପ୍ରଭାବିତ ହେବାର ଆଶଙ୍କା ସୃଷ୍ଟି ହୋଇଛି । 

Powered by Froala Editor

Tags Flood

Related articles Odisha News Lens 4.1

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...
    ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ...

    13547
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15073
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15172
    Sep 27, 2026
  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    15018
    Sep 26, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15336
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13363
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13750
    Sep 27, 2026
  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13597
    Sep 26, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......
    ବିଶେଷ

    ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13395
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15172
    Sep 27, 2026
  • ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13363
    Sep 27, 2026
  • ଦେଶ-ଦେଶାନ୍ତର

    ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

    13547
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17132
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17819
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17789
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18201
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13395
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15654
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15219
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14592
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14832
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15938
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14429
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15622
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15385
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ଦେଇ ଏମବିବିଏସ ନାମ ଲେଖାରେ ସହଯୋଗ କରୁଥିଲା ଏହି ଗାଙ୍ଗ୍

    13597
    Sep 26, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15336
    Sep 27, 2026
  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    15018
    Sep 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In