Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

ରାଜ୍ୟ
Home ›› ରାଜ୍ୟ ›› ୬ ଜିଲାର ୧୨୬ ଗାଁ ଅଛନ୍ତି ଜଳ ଘେରରେ

୬ ଜିଲାର ୧୨୬ ଗାଁ ଅଛନ୍ତି ଜଳ ଘେରରେ

2026-08-18 06:29:53
15067
Share:
Facebook
Twitter
E-Mail
WhatsApp
Telegram
 ୬ ଜିଲାର ୧୨୬ ଗାଁ ଅଛନ୍ତି ଜଳ ଘେରରେ

ଭୁବନେଶ୍ବର : ବନ୍ୟାରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଏବଂ କେନ୍ଦ୍ରାପଡ଼ା ଆଦି ୬ଟି ଜିଲାର ୧୨୬ ଗାଁ ଜଳବନ୍ଦୀ ରହିଛି। ଏସ୍‌ଆରସିଙ୍କ ରିପୋର୍ଟ ଅନୁସାରେ, ବନ୍ୟା ପ୍ରଭାବିତ ଏହି ୬ଜିଲାର ୬୬ଟି ବ୍ଲକ, ୪୪୮ଟି ପଞ୍ଚାୟତ, ୧୩୦୪ଟି ଗାଁ, ୧୦ଟି ସହରାଞ୍ଚଳର ୬୪ଟି ୱାର୍ଡରୁ ମୋଟ ୭,୮୫,୧୯୯ ଲୋକ ପ୍ରଭାବିତ ହୋଇଛନ୍ତି। ପ୍ରଭାବିତଙ୍କ ମଧ୍ୟରୁ ୨,୭୭,୬୫୫ଜଣଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ସେହିପରି, ୪୨,୨୧୬.୭ ହେକ୍ଟର୍‌ ଚାଷ ଜମି ପ୍ରଭାବିତ ହୋଇଛି। ବନ୍ୟାଞ୍ଚଳରେ ୯୪୧ଟି ଘର ଭାଙ୍ଗିଥିବା ବେଳେ ୫୩୧ଟି ରିଲିଫ୍‌ କ୍ୟାମ୍ପରେ ୨,୭୮,୧୮୮ଲୋକଙ୍କୁ ରନ୍ଧା ଖାଦ୍ୟ, ଚୁଡ଼ା, ଗୁଡ଼ ବଣ୍ଟନ କରାଯାଇଛି। ଉଦ୍ଧାର କାର୍ଯ୍ୟ ନିମନ୍ତେ ୩୯ ଓଡ୍ରାଫ୍‌, ୭ଏନ୍‌ଡିଆର୍‌ଏଫ୍‌ ଏବଂ ୫୩ଟି ଅଗ୍ନିଶମ ସେବା ବାହିନୀ ନିୟୋଜିତ ହୋଇଛନ୍ତି।

ଏହି ବନ୍ୟାରେ ବାଲେଶ୍ବର, ଯାଜପୁର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲା ସର୍ବାଧିକ ପ୍ରଭାବିତ ହୋଇଛି। ବାଲେଶ୍ବର ଜିଲାର ୧୨ବ୍ଲକ ଭୋଗରାଇ, ବସ୍ତା, ଜଳେଶ୍ବର, ବାଲିଆପାଳ, ବାଲେଶ୍ବର ସଦର, ରେମୁଣା, ବାହାନଗା, ନୀଳଗିରି, ସିମୁଳିଆ, ଓଉପଦା, ଖଇରାରୁ ୯୭ ପଞ୍ଚାୟତର ୪୫୩ ଗାଁରେ ବନ୍ୟା ପ୍ରଭାବ ଦେଖିବାକୁ ମିଳିଛି। ୨ଟି ସହରାଞ୍ଚଳର ୧୯ଟି ୱାର୍ଡରୁ ୨,୦୩,୮୭୮ଲୋକ ପ୍ରଭାବିତ ହୋଇଛନ୍ତି। ଏବେ ବି ଜିଲାର ୬୦ଟି ଗାଁ ବନ୍ୟାଜଳ ଘେରରେ ଥିବାବେଳେ ୬୯ଟି ଘର ଭାଙ୍ଗିଛି। ବନ୍ୟା ବିପନ୍ନ ଅଞ୍ଚଳରେ ୧୬ହଜାର ହେକ୍ଟର ଚାଷଜମି ପ୍ରଭାବିତ ହେଲାଣି। ଜିଲା ପ୍ରଶାସନ ପକ୍ଷରୁ ୬୧,୪୧୮ଲୋକଙ୍କୁ ଉଚ୍ଚସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଜିଲାରେ ୧୨ଟି ଓଡ୍ରାଫ୍‌, ୫ ଅଗ୍ନିଶମ ଏବଂ ୪ଟି ଏନ୍‌ଡିଆର୍‌ଏଫ୍‌ ମୁତୟନ ହୋଇଛନ୍ତି। 

ଯାଜପୁର ଜିଲାର ୧୦ଟି ବ୍ଲକ ଦଶରଥପୁର, ବରୀ,ରସଲପୁର, ବିଞ୍ଝାରପୁର, ଯାଜପୁର, ଧର୍ମଶାଳା, ବଡଚଣା ଏବଂ କୋରେଇ ଆଦି ୧୦ଟି ବ୍ଲକର ୧୧୭ ପଞ୍ଚାୟତ, ୨୭୦ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ଗୋଟିଏ ସହରାଞ୍ଚଳର ୧୫ଟି ୱାର୍ଡ ବନ୍ୟାଜଳ ଘେରରେ ଆସିଛି। ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ମିଶି ଜିଲାରୁ ୨,୦୨,୬୭୨ଲୋକ ପ୍ରଭାବିତ ହୋଇଛନ୍ତି। ଏବେ ବି ୮ଟି ଗାଁ ବନ୍ୟାପାଣି ଘେରରେ ରହିଥିବା ବେଳେ ୭୭,୬୮୦ ବନ୍ୟାବିପନ୍ନଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଜିଲାରୁ ୧୮,୬୪୨ ହେକ୍ଟର ଚାଷଜମି ପ୍ରଭାବିତ ହୋଇଛି।

ଭଦ୍ରକ ଜିଲାର ଭଣ୍ଡାରିପୋଖରୀ, ଧାମନଗର, ତିହିଡ଼ି, ଭଦ୍ରକ ଏବଂ ବାସୁଦେବପୁର ବ୍ଲକ ବନ୍ୟାରେ ପ୍ରଭାବିତ ହୋଇଛି। କିନ୍ତୁ ଏସ୍‌ଆରସିଙ୍କ ରିପୋର୍ଟ ଅନୁସାରେ, ଜିଲାର ୪ଟି ବ୍ଲକ, ୩୯ଟି ପଞ୍ଚାୟତ, ୧୩୪ଟି ଗାଁ, ଗୋଟିଏ ସହରାଞ୍ଚଳର ୪ଟି ୱାର୍ଡରୁ ୧,୯୬,୨୪୦ଲୋକ ପ୍ରଭାବିତ ହୋଇଛନ୍ତି। ୧୬୨୩ ହେକ୍ଟର ଚାଷଜମି ପ୍ରଭାବିତ ହୋଇଛି। ୧ ଲକ୍ଷ ୭ହଜାର ୭୭୩ ଲୋକଙ୍କୁ ଉଚ୍ଚସ୍ଥାନକୁ ସ୍ଥାନାନ୍ତର କରାଯାଇଛି। କେନ୍ଦୁଝର ଜିଲାର ୧୩ଟି ବ୍ଲକର ୭୮ଟି ପଞ୍ଚାୟତର ୧୮୭ଟି ଗାଁ ଏବଂ ୪ଟି ସହରାଞ୍ଚଳର ୭ଟି ୱାର୍ଡରୁ ୧୧,୯୫୩ ଜନସାଧାରଣ ପ୍ରଭାବିତ ହୋଇଛନ୍ତି। ଏବେ ବି ୧୪ଟି ଗାଁ ପାଣିଘେରରେ ଥିବା ବେଳେ ୩୬୭ଟି ଘର ଭାଙ୍ଗିଛି। ମୟୂରଭଞ୍ଜର ୨୨ଟି ବ୍ଲକର ୫୪ଟି ପଞ୍ଚାୟତର ୧୨୬ ଗାଁ ଏବଂ ଗୋଟିଏ ସହରାଞ୍ଚଳର ୮ଟି ୱାର୍ଡରୁ ୨୬,୭୪୧ଲୋକ ପ୍ରଭାବିତ ହୋଇଛନ୍ତି। 

Powered by Froala Editor

Tags Flood

Related articles Odisha News Lens 4.1

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15716
    Sep 11, 2026
  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14264
    Sep 11, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌
    ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14890
    Sep 12, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14107
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14944
    Sep 12, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13745
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13788
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14044
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14056
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14044
    Sep 12, 2026
  • ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13788
    Sep 12, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    14011
    Sep 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17764
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17758
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14087
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16076
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14613
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13921
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14729
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14132
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14072
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14697
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13745
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14044
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13788
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In