ଧୀରେ ଧୀରେ ସୁଧାରୁଛି ବନ୍ୟାସ୍ଥିତି: ଏସ୍ଆର୍ସି
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ସୁଧାରୁଛି ବନ୍ୟାସ୍ଥିତି। ବିଭିନ୍ନ ନଦୀର ଜଳସ୍ତର କମିବାରେ ଲାଗିଛି। ବିଶେଷକରି ସୁବର୍ଣ୍ଣରେଖା ନଦୀରେ ମଧ୍ୟ ଜଳସ୍ତର ଧୀରେ ଧୀରେ ଖସୁଥିବା ସୂଚନା ଦେଇଛନ୍ତି ଏସ୍ଆର୍ସି।ତେବେ ବନ୍ୟା ଯୋଗୁଁ ରାଜ୍ୟର ୬ଟି ଜିଲ୍ଲାର ୩୪ଟି ବ୍ଲକ ପ୍ରଭାବିତ ହୋଇଛି। ।
Powered by Froala Editor