Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ ...

  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

ରାଜ୍ୟ
Home ›› ରାଜ୍ୟ ››ବନ୍ୟା ପ୍ରଭାବିତ ଜିଲ୍ଲାକୁ ୧୬୭.୫୫ କୋଟି ଟଙ୍କା ପ୍ରଦାନ

ବନ୍ୟା ପ୍ରଭାବିତ ଜିଲ୍ଲାକୁ ୧୬୭.୫୫ କୋଟି ଟଙ୍କା ପ୍ରଦାନ

2026-08-23 06:24:02
13758
Share:
Facebook
Twitter
E-Mail
WhatsApp
Telegram
ବନ୍ୟା ପ୍ରଭାବିତ ଜିଲ୍ଲାକୁ ୧୬୭.୫୫ କୋଟି ଟଙ୍କା ପ୍ରଦାନ

ଭୁବନେଶ୍ୱର: ବର୍ଷା ବିତ୍ପାଦ ଓ ବନ୍ୟା ପ୍ରଭାବିତ ଜିଲାଗୁଡିକରେ ରିଲିଫ୍ କ୍ୟାମ୍ପ ପରିଚାଳନା, ଉଦ୍ଧାର କାର୍ଯ୍ୟ ସମେତ ବନ୍ୟା ପରିଚାଳନା ନିମନ୍ତେ ଏସଡିଆରଏଫରୁ ପର୍ଯ୍ୟାୟକ୍ରମେ ୧୧୦ କୋଟି, ୨୬ କୋଟି ଓ ୩୧.୫୫ କୋଟି ଟଙ୍କା ମିଶି ମୋଟ ୧୬୭.୫୫ କୋଟି ଟଙ୍କା ପ୍ରଦାନ କରାଯାଇଛି। ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକୁ ମୋଟ ୨୧,୪୪୫ ପ୍ୟାକେଟ୍‌ରେ ୧,୦୭,୨୨୫ଟି ପଲିଥିନ୍ ସିଟ୍ ଯୋଗାଣ କରାଯାଇଛି। ସେହିପରି ପ୍ରଭାବିତ ଜିଲାଗୁଡିକୁ ମୋଟ ୧,୪୩୧.୦୯ ଟନ୍ ପଶୁଖାଦ୍ୟ ଯୋଗାଇ ଦିଆଯାଇଛି। ରାଜ୍ୟର ବର୍ତ୍ତମାନ ବନ୍ୟା ଓ ବର୍ଷା ପରିସ୍ଥିତି ସମ୍ପର୍କରେ ରାଜ୍ୟ ଜରୁରୀକାଳୀନ ପରିଚାଳନା କେନ୍ଦ୍ର ପକ୍ଷରୁ ଜାରି ସ୍ଥିତି ରିପୋର୍ଟ ଅନୁଯାୟୀ, ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଜିଲା ପ୍ରଶାସନଗୁଡ଼ିକୁ ସମସ୍ତ ପ୍ରକାର ଆକସ୍ମିକ ପରିସ୍ଥିତି ପାଇଁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି। ଶନିବାର ପୂର୍ବାହ୍ଣ ୧୧ଟି ସୁଦ୍ଧା ମହାନଦୀ, ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ସୁବର୍ଣ୍ଣରେଖା ଏବଂ ଜଳକାର ଜଳପତ୍ତନ ବିପଦ ସଙ୍କେତ ଏବଂ ସତର୍କ ସଂକେତ ଠାରୁ କମ୍ ଅଛି ରହିଛି। 

ବର୍ତ୍ତମାନ ଉପଲବ୍ଧ ତଥ୍ୟ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟା ଦ୍ବାରା ପ୍ରଭାବିତ ହୋଇଛି। ବାଲେଶ୍ୱର ଜିଲାର ୬ଟି ବ୍ଲକର ୫୦ଟି ଗ୍ରାମ ପଞ୍ଚାୟତ ଓ ୩୨୭ଟି ଗ୍ରାମ ପ୍ରଭାବିତ ହୋଇଛି। ୧୨୯ଟି ଗ୍ରାମ ଜଳବନ୍ଦୀ ହୋଇଥିବା ବେଳେ ୨୪,୭୦୯ ଜଣ ପ୍ରଭାବିତ ହୋଇଛନ୍ତି। ୧୭,୭୯୯ ଜଣଙ୍କୁ ସ୍ଥାନାନ୍ତର କରାଯାଇ ୮୯ଟି ରିଲିଫ୍ କ୍ୟାମ୍ପରେ ଆଶ୍ରୟ ଓ ସହାୟତା ଯୋଗାଇ ଦିଆଯାଉଛି। ଭଦ୍ରକ ଜିଲାର ୪ଟି ବ୍ଲକର ୩୨ଟି ଗ୍ରାମ ପଞ୍ଚାୟତ ଓ ୧୪୩ଟି ଗ୍ରାମ ପ୍ରଭାବିତ ହୋଇଛି। ମୋଟ ୧,୫୧,୯୩୨ ଜଣ ପ୍ରଭାବିତ ହୋଇଥିବା ବେଳେ ୨୦,୫୬୭ଜଣଙ୍କୁ ସ୍ଥାନାନ୍ତର କରାଯାଇଛି। ୨୩ଟି ରିଲିଫ୍ କ୍ୟାମ୍ପ କାର୍ଯ୍ୟକ୍ଷମ ରହିଛି।

ଯାଜପୁର ଜିଲାର ୫ଟି ବ୍ଲକର ୨୪ଟି ଗ୍ରାମ ପଞ୍ଚାୟତ ଓ ୬୯ଟି ଗ୍ରାମ ପ୍ରଭାବିତ ହୋଇଛି। ୪୮ଟି ଗ୍ରାମ ଜଳବନ୍ଦୀ ହୋଇଥିବା ବେଳେ ୭୧,୪୨୫ ଜଣ ପ୍ରଭାବିତ ହୋଇଛନ୍ତି। ୩୩୪ଟି ରିଲିଫ୍ କ୍ୟାମ୍ପ କାର୍ଯ୍ୟକ୍ଷମ ରହିଛି। କେନ୍ଦ୍ରାପଡ଼ା ଜିଲାର ୫ଟି ବ୍ଲକର ୬୭ଟି ଗ୍ରାମ ପଞ୍ଚାୟତ ଓ ୧୬୪ଟି ଗ୍ରାମ ପ୍ରଭାବିତ ହୋଇଛି। ୪୨ଟି ଗ୍ରାମ ଜଳବନ୍ଦୀ ହୋଇଥିବା ବେଳେ ୨,୪୭,୪୯୩ ଜଣ ପ୍ରଭାବିତ ହୋଇଛନ୍ତି। ୨,୩୨୩ ଜଣଙ୍କୁ ସ୍ଥାନାନ୍ତର କରାଯାଇ ୧୮ଟି ରିଲିଫ୍ କ୍ୟାମ୍ପରେ ସହାୟତା ଯୋଗାଇ ଦିଆଯାଉଛି। ବନ୍ୟା ପ୍ରଭାବିତ ଜିଲାଗୁଡ଼ିକରେ ମୋଟ ୩୨ଟି ଓଡ଼୍ରାଫ୍‌, ୮ଟି ଏନଡିଆରଏଫ ଏବଂ ୪୬ଟି ଅଗ୍ନିଶମ ସେବା ଦଳ ସମେତ ମୋଟ ୮୬ଟି ଉଦ୍ଧାରକାରୀ ଦଳ ମୁତୟନ ହୋଇଛନ୍ତି।

Powered by Froala Editor

Tags Flood

Related articles Odisha News Lens 4.1

  • ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର
    ଦେଶ-ଦେଶାନ୍ତର

    ପାର୍ବଣରେ ବଢ଼ିଯିବ ସୁନା, ରୁପା ଦର

    13344
    Sep 15, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15155
    Sep 13, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15127
    Sep 14, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13728
    Sep 13, 2026
  • ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା
    ଦେଶ-ଦେଶାନ୍ତର

    ଏହି ମାସରେ ହେବ ତିନି ଶକ୍ତିଶାଳୀ ବାତ୍ୟା

    15423
    Sep 15, 2026
  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ
    ଦେଶ-ଦେଶାନ୍ତର

    ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

    14863
    Sep 15, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13959
    Sep 14, 2026
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ
    ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13243
    Sep 15, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14636
    Sep 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

    15424
    Sep 15, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14636
    Sep 14, 2026
  • ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15127
    Sep 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17094
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17771
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17762
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18166
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14509
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16127
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14662
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13971
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14778
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14311
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14077
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14705
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15041
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14636
    Sep 14, 2026
  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

    14863
    Sep 15, 2026
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13243
    Sep 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In