Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ...

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ...

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ...

  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ...

  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ...

  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ...

  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ...

  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

ରାଜ୍ୟ
Home ›› ରାଜ୍ୟ ››ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି, ଆଉ ୩ ଗେଟ୍‌ ଖୋଲିଲା

ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି, ଆଉ ୩ ଗେଟ୍‌ ଖୋଲିଲା

2026-08-24 07:29:21
14222
Share:
Facebook
Twitter
E-Mail
WhatsApp
Telegram
ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି, ଆଉ ୩ ଗେଟ୍‌ ଖୋଲିଲା

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟ ଟପିଛି । ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟା ଜଳ ନିଷ୍କାସନ ପାଇଁ ସୋମବାର ସକାଳେ ପୁଣି ୩ଟି ସ୍ଲୁଇସ୍ ଗେଟ୍ ଖୋଲାଯାଛି । ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୫ ଓ ଦକ୍ଷିଣ ପାର୍ଶ୍ଵର ୩ଟି ମିଶି ମୋଟ ୮ଟି ସ୍କୁଇସ୍ ଗେଟ ଜରିଆରେ ଅତିରିକ୍ତ ବନ୍ଯାଜଳ ନିଷ୍କାସନ କରାଯାଉଛି ।

 ପୂର୍ବାହ୍ନ ସାଢ଼େ ୯ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୩.୦୨ ଫୁଟ୍‌କୁ ବୃଦ୍ଧି ପାଇଥିବା ବେଳେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୫୩ ହଜାର ୪୦୫ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି । ଏହି ସମୟରେ ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୧ ଲକ୍ଷ ୬୨ ହଜାର ୫୮୦ ଘନଫୁଟ ଜଳ ନିଷ୍କାସିତ ହେଉଛି । ସେଥିମଧ୍ଯରୁ ୮ଟି ସ୍ଲୁଇସ୍ ଗେଟ୍ ଜରିଆରେ ୧ ଲକ୍ଷ ୨୭ ହଜାର ୪୫୩ ଘନଫୁଟ ଏବଂ ବିଭିନ୍ନ କେନାଲ, ବିଦ୍ଯୁତ ଉତ୍ପାଦନ ପାଇଁ ପାୱାର ଚ୍ୟାନେଲ ଓ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ମୋଟ ୩୫,୨୪୬ ଘନଫୁଟ୍ ଜଳ ନିଷ୍କାସିତ ହେଉଛି।

Powered by Froala Editor

Tags Hirakud

Related articles Odisha News Lens 4.1

  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ
    ଦେଶ-ଦେଶାନ୍ତର

    ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15527
    Sep 18, 2026
  • ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
    ଦେଶ-ଦେଶାନ୍ତର

    ସମସ୍ତ ଅଙ୍ଗ ଦାନ କରିବାକୁ ନିଷ୍ପତ୍ତି ନେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

    14604
    Sep 18, 2026
  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ
    ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15403
    Sep 17, 2026
  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13355
    Sep 18, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ:  ଦୁଇ ଆତଙ୍କବାଦୀ ନିପାତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14264
    Sep 17, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ
    ବିଶେଷ

    ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13764
    Sep 18, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...
    ବାଣିଜ୍ୟ

    ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...

    14008
    Sep 17, 2026
  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା
    ଦେଶ-ଦେଶାନ୍ତର

    ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13764
    Sep 17, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା
    ଅପରାଧ

    ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    13853
    Sep 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13764
    Sep 17, 2026
  • ଦେଶ-ଦେଶାନ୍ତର

    UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13355
    Sep 18, 2026
  • ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15403
    Sep 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17103
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17784
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17769
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18174
    Sep 06, 2023

ବିଶେଷ

  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    13764
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14590
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16213
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14741
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14051
    Sep 03, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15226
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14989
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14649
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14320
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UPSC ଆଶାୟୀଙ୍କୁ ଅସଲାମ୍ ୱାଲିକୁମ୍ କହିବାରୁ ବଦଳିର ନିର୍ଦ୍ଦେଶ

    13355
    Sep 18, 2026
  • ପୁଣି ଟାଟା ସନ୍ସର ଅଧ୍ୟକ୍ଷ ହେବେ ଏନ୍. ଚନ୍ଦ୍ରଶେଖରନ

    15527
    Sep 18, 2026
  • ପ୍ରେମିକର ଋଣ ସୁଝିବାକୁ ପ୍ରେମିକା ଲୁଟିନେଲେ ୪୧.୭୦ ଲକ୍ଷ ଟଙ୍କା

    13853
    Sep 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In