Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

ରାଜ୍ୟ
Home ›› ରାଜ୍ୟ ››‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡିଯିବା ଘଟଣା: ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି ୨୨ ନାବିକ

‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡିଯିବା ଘଟଣା: ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି ୨୨ ନାବିକ

2026-08-24 09:24:29
15201
Share:
Facebook
Twitter
E-Mail
WhatsApp
Telegram
‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡିଯିବା ଘଟଣା: ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି ୨୨ ନାବିକ

ପାରାଦୀପ: ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ ୨୩୦ ନଟିକାଲ ମାଇଲ (୩୯୬ କି.ମି.) ଦୂରରେ ଏହି ଦୁର୍ଘଟଣା ଘଟିଛି। ଜାହାଜରେ ଥିବା ମୋଟ ୨୪ ନାବିକଙ୍କ ମଧ୍ୟରୁ ଭାରତୀୟ ସୁରକ୍ଷା ସନ୍ଧାନୀ ଟିମ (ନୌସେନା ଓ କୋଷ୍ଟଗାର୍ଡ) ୨ ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଥିବା ବେଳେ ଅବଶିଷ୍ଟ ୨୨ ନାବିକ ଏପର୍ଯ୍ୟନ୍ତ ନିଖୋଜ ଅଛନ୍ତି। ନିଖୋଜ ନାବିକଙ୍କ ସନ୍ଧାନ ପାଇଁ ଅଭିଯାନ ଜୋରଦାର କରାଯାଇଛି। ଜାହାଜରେ ୨୦ ଜଣ ଚାଇନା, ୩ ଜଣ ମ୍ୟାନମାର୍‌ ଏବଂ ଜଣେ ବାଂଲାଦେଶୀ ନାବିକ ରହିଥିଲେ। ଉଦ୍ଧାର ହୋଇଥିବା ୨ ନାବିକଙ୍କୁ ନିକଟସ୍ଥ ଏକ ବାଣିଜ୍ୟକ ଜାହାଜ ‘ଏମ୍‌ଟି ଆଇସୋପୋସ’ ସାହାଯ୍ୟରେ ସମୁଦ୍ରର ‘ଲାଇଫ୍ରାଫ୍ଟ’ରୁ ଉଦ୍ଧାର କରାଯାଇଛି। ନାବିକଙ୍କ ସୁରକ୍ଷିତ ଉଦ୍ଧାର ପାଇଁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଚିନ୍ତାବ୍ୟକ୍ତ କରିବା ସହ ପ୍ରାର୍ଥନା କରିଛନ୍ତି।
ନିଖୋଜ ନାବିକଙ୍କ ସନ୍ଧାନ ପାଇଁ ଭାରତୀୟ ନୌସେନା ଏବଂ କୋଷ୍ଟଗାର୍ଡ ପକ୍ଷରୁ ବ୍ୟାପକ ଅଭିଯାନ ଆରମ୍ଭ ହୋଇଛି। କୋଷ୍ଟଗାର୍ଡର ୩ଟି ପ୍ରମୁଖ ଜାହାଜ ‘ବରଦ’, ‘ଅନମୋଲ’ ଏବଂ ‘ବିଜିତ’ (ଶ୍ରୀ ବିଜୟପୁରମ୍‌ରୁ)କୁ ସମୁଦ୍ରରେ ସନ୍ଧାନ କାର୍ଯ୍ୟରେ ନିୟୋଜିତ କରାଯାଇଛି। ଇଷ୍ଟର୍ନ ନାଭାଲ କମାଣ୍ଡ ପକ୍ଷରୁ ନୌସେନାର ବିମାନ ‘P8I’କୁ ତୁରନ୍ତ ଉଦ୍ଧାର ମିଶନ୍‌ରେ ସାମିଲ କରାଯାଇଛି। ମୁମ୍ବାଇ, ଚେନ୍ନାଇ ଏବଂ ଶ୍ରୀ ବିଜୟପୁରମ୍‌ରେ ଥିବା ‘ମେରିଟାଇମ୍‌ ରେସ୍କୁ କୋଅର୍ଡିନେଶନ ସେଣ୍ଟର’ (ଏମ୍‌ଆର୍‌ସିସି) ଏହି ସମଗ୍ର ଅଭିଯାନର ସମନ୍ବୟ ରକ୍ଷା କରୁଛି। ସୂଚନାଥାଉ କି, ଅଗଷ୍ଟ ୨୦ ରାତି ୧୦ଟା ୩୦ରେ ‘ଓସେନ ୱିନର୍‌’ ପାରାଦୀପ ବନ୍ଦର ବର୍ଥ ଛାଡ଼ିଥିଲା। ୨୧ ତାରିଖ ରାତି ୮ଟା ୩୦ ପର୍ଯ୍ୟନ୍ତ ଏହାର ଟ୍ରାକିଂ ସିଗ୍‌ନାଲ୍‌ ମିଳିବା ପରେ ଜାହାଜଟି ସମ୍ପୂର୍ଣ୍ଣ ନିଖୋଜ ହୋଇଯାଇଥିଲା। ଜାହାଜରେ ଓଦା ଲୁହାପଥର ବୋଝେଇ ହୋଇଥିବାରୁ ଏହା ଭାରସାମ୍ୟ ହରାଇ ସମୁଦ୍ରରେ ବୁଡ଼ିଯାଇଥିବା ସନ୍ଦେହ କରାଯାଉଛି।

Powered by Froala Editor

Tags 22 missing

Related articles Odisha News Lens 4.1

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14750
    Aug 24, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14024
    Aug 23, 2026
  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14206
    Aug 24, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13696
    Aug 24, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14195
    Aug 23, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15132
    Aug 23, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15377
    Aug 23, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା
    ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13559
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14004
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14195
    Aug 23, 2026
  • ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13696
    Aug 24, 2026
  • ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14024
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14750
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15519
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16051
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13970
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14996
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14006
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14395
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14004
    Aug 24, 2026
  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14206
    Aug 24, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13866
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In