Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, August 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ...

  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ...

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ...

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ ...

  • ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ...

  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ...

ରାଜ୍ୟ
Home ›› ରାଜ୍ୟ ››ଲୋକଙ୍କ ଭୟ ବଢ଼ାଇଛି ଲଗାଣ ବର୍ଷା: ବ୍ୟାପିବାରେ ଲାଗିଛି ଥଣ୍ଡା, କାଶ ଓ ଜ୍ବର

ଲୋକଙ୍କ ଭୟ ବଢ଼ାଇଛି ଲଗାଣ ବର୍ଷା: ବ୍ୟାପିବାରେ ଲାଗିଛି ଥଣ୍ଡା, କାଶ ଓ ଜ୍ବର

2026-08-25 06:01:27
14753
Share:
Facebook
Twitter
E-Mail
WhatsApp
Telegram
ଲୋକଙ୍କ ଭୟ ବଢ଼ାଇଛି ଲଗାଣ ବର୍ଷା: ବ୍ୟାପିବାରେ ଲାଗିଛି ଥଣ୍ଡା, କାଶ ଓ ଜ୍ବର

ଭୁବନେଶ୍ବର: ପୁଣିଥରେ ଲଗାଣ ବର୍ଷା ଲୋକଙ୍କ ଭୟ ବଢ଼ାଇଛି। ଘରେ ଘରେ ଥଣ୍ଡା, କାଶ ଓ ଜ୍ବର ବ୍ୟାପିବାରେ ଲାଗିଛି। ଏପରି ସ୍ଥିତିରେ କିଛି ଅସାଧୁ ପାଥୋଲାବ୍‌ ଲୋକଙ୍କ ଭୟର ଭରପୂର ଫାଇଦା ଉଠାଉଥିବା ଅଭିଯୋଗ ହୋଇଛି। ରକ୍ତ ନମୁନା ପରୀକ୍ଷା ଆଳରେ ସେମାନେ ରୋଗୀ ଶୋଷଣ କରୁଛନ୍ତି। ସ୍ବାଭାବିକ ଦରଠାରୁ ଯଥେଷ୍ଟ ଅଧିକ ଟଙ୍କା ନେଉଛନ୍ତି। ଏପରିକି, ଜଣେଜଣେ ରୋଗୀଙ୍କୁ ପାଖାପାଖି ହଜାରେ ଟଙ୍କା ଖର୍ଚ୍ଚ କରିବାକୁ ପଡ଼ୁଛି। ବୁର୍ଲା ଓ ସମ୍ବଲପୁରରେ ସରକାରୀ ହସ୍ପିଟାଲରେ ମାଗଣାରେ ରକ୍ତପରୀକ୍ଷା ବ୍ୟବସ୍ଥା ରହିଛି। କିନ୍ତୁ ସହରରେ ରୋଗୀଙ୍କ ସଂଖ୍ୟା ବଢ଼ୁଥିବାରୁ ଭୟଭୀତ ଲୋକେ ଘରୋଇ ପାଥୋଲ୍ୟାବ୍‌ ଉପରେ ଅଧିକ ଭରସା କରୁଛନ୍ତି। ଏହାର ସୁଯୋଗ ନେଇ କିଛି ପାଥୋଲାବ୍‌ ରୋଗୀ ଶୋଷଣ କରୁଥିବା ଅଭିଯୋଗ ହେଉଛି।
ଡେଙ୍ଗୁ ନମୁନା ପରୀକ୍ଷା ନାରେ ୭୦୦ରୁ ୯୦୦ ଟଙ୍କା ଏବଂ ମେଲେରିଆ ପରୀକ୍ଷା ପାଇଁ ୨୫୦ରୁ ୩୦୦ଟଙ୍କା ପର୍ଯ୍ୟନ୍ତ ଦାବି କରାଯାଉଥିବା ଅଭିଯୋଗ ହୋଇଛି। ଏପଟେ ଡେଙ୍ଗୁ ଓ ମେଲେରିଆ ସାଙ୍ଗକୁ କାମଳ (ଜଣ୍ଡିସ) ମଧ୍ୟ ମୁଣ୍ଡ ଟେକିବାର ଆଶଙ୍କାକୁ ଏଡ଼ାଇ ଦିଆଯାଇନପାରେ। ସରକାରୀ ଡାକ୍ତରଖାନାରେ ଏସବୁ ରକ୍ତ ପରୀକ୍ଷା ସମ୍ପୂର୍ଣ୍ଣ ମାଗଣା ଥିଲେ ହେଁ ଭୟଭୀତ ଲୋକେ ଅଧିକ ଖର୍ଚ୍ଚ କରି ଘରୋଇ ପାଥୋଲ୍ୟାବ୍‌ରେ ପରୀକ୍ଷା କରାଉଛନ୍ତି।
ସମ୍ବଲପୁର ଜିଲା ଚିକିତ୍ସାଳୟ ସହ ବୁର୍ଲା ଭୀମସାର ମେଡିସିନ ଓ ଶିଶୁ ରୋଗ ବିଭାଗରେ ଦୈନିକ ଶହଶହ ଜ୍ବର ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଭାଇରାଲ ଜ୍ବର ସାଙ୍ଗକୁ ଡେଙ୍ଗୁ, ମେଲେରିଆ, ଟାଇଫଏଡ ସନ୍ଦେହରେ ଡାକ୍ତର ରକ୍ତ ପରୀକ୍ଷା ପାଇଁ ପରାମର୍ଶ ଦେଉଥିବା ବେଳେ ଏହାକୁ ଟଙ୍କା ରୋଜଗାରର ସୁଯୋଗ ଭାବେ ଧରି ନେଇଛନ୍ତି କିଛି କ୍ଲିନିକ୍‌। ସରକାରୀ ଡାକ୍ତରଖାନାରେ ମାଗଣାରେ ଔଷଧ ମିଳୁଥିଲେ ମଧ୍ୟ ଲୋକେ ବାହାରୁ କିଣିବା ପାଇଁ ଇଚ୍ଛା ପ୍ରକାଶ କରୁଛନ୍ତି। ଏହା ଯେମିତି ଔଷଧ ଦୋକାନୀ ଓ କ୍ଲିନିକ ମାଲିକଙ୍କୁ ବେଶ ସୁହାଇଛି। ଜ୍ବର ପାଇଁ ଯେଉଁଠି ୫୦ରୁ ୧୦୦ଟଙ୍କା ମଧ୍ୟରେ ଔଷଧ ଖର୍ଚ୍ଚ ରହୁଛି, ସେଠାରେ ରକ୍ତ ପରୀକ୍ଷା ପାଇଁ ହଜାରେରୁ ତଳକୁ କମୁନି ଖର୍ଚ୍ଚ। ସରକାରୀ ଭାବେ ରକ୍ତପରୀକ୍ଷା ସମ୍ପୂର୍ଣ୍ଣ ମାଗଣା ହୋଇଥିବା ବେଳେ ସମୟସାପେକ୍ଷ ଆଶଙ୍କା କରି ଲୋକେ ବ୍ୟୟବହୁଳ ପରୀକ୍ଷା କରିବାକୁ ବାଧ୍ୟ ହେଉଛନ୍ତି। ଏଭଳି ବେଆଇନ କାରବାର ରୋକିବାକୁ ଦୃଢ଼ ଦାବି ହେଉଛି।
 ସ୍ବାସ୍ଥ୍ୟ ବିଭାଗର ତଥ୍ୟ ଅନୁସାରେ, ଜାନୁଆରୀରେ ପ୍ରଥମ, ଏପ୍ରିଲ ମାସରେ ଦ୍ବିତୀୟ ଓ ଜୁଲାଇ ମାସରେ ତୃତୀୟ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଥିଲେ ହେଁ ଏବେ ଆଉ ନୂଆ ରୋଗୀ ଚିହ୍ନଟ ହୋଇନାହାନ୍ତି। ଯେଉଁ ଅଞ୍ଚଳରୁ ମେଲେରିଆ ରୋଗୀ ଚିହ୍ନଟ ହେଉଛନ୍ତି, ସେଠାରେ ଘରକୁ ଘର ବୁଲି ସର୍ଭେ କରାଯିବା ସହ ନମୁନା ସଂଗ୍ରହ କରାଯାଉଛି। ଏଡିସିଟି(ଆଣ୍ଟି ଡିଟେକ୍ସନ କମ୍ପ୍ଲିଟ ଟ୍ରିଟମେଣ୍ଟ) ଅର୍ଥାତ୍‌ ସମ୍ପୂର୍ଣ୍ଣ ଚିକିତ୍ସା ସହ ନିରାକରଣ କରାଯାଉଛି। ମହାନଗର ନିଗମ ଅଞ୍ଚଳରେ ବ୍ୟାପକ ସଚେତନତା ସୃଷ୍ଟି କରାଯାଉଛି। ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ପ୍ରଶାସନିକ ଅଧିକାରୀ (ସିଡିଏମଓ) ଡାକ୍ତର ନୀଳମାଧବ ଶତପଥୀ ପରାମର୍ଶ ଦେଇଛନ୍ତି ଯେ ରୋଗକୁ ଡରନ୍ତୁ ନାହିଁ, ଚିହ୍ନନ୍ତୁ ଓ ଚିକିତ୍ସିତ ହୁଅନ୍ତୁ। ଗୋଟିଏ ସ୍ଥାନରେ ପାଣି ଜମା ନ ରଖିବା, ମଶାରୀ ଟାଣି ଶୋଇବାକୁ ପରାମର୍ଶ ଦେଇଛନ୍ତି।

Powered by Froala Editor

Tags Rain

Related articles Odisha News Lens 4.1

  • ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ
    ଦେଶ-ଦେଶାନ୍ତର

    ‘ମିସ ୟୁନିଭର୍ସ ଇଣ୍ଡିିଆ’ ମୁକୁଟ ଜିତିଲେ କାଜିଆ ଲିଜ୍ ମେଜୋ

    15244
    Aug 25, 2026
  • ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ
    ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13510
    Aug 25, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ
    ବିଶେଷ

    ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13605
    Aug 26, 2026
  •  ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ
    ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15137
    Aug 25, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ
    ଦେଶ-ଦେଶାନ୍ତର

    ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14133
    Aug 26, 2026
  • କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା
    ଦେଶ-ଦେଶାନ୍ତର

    କାର୍‌ରେ ୩୪୦୦ ଚୁମ୍ବନ, କାର ମାଲିକଙ୍କୁ ୫୫୦୦ଟଙ୍କା ଜରିମାନା

    14798
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13757
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14253
    Aug 26, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ...

    13967
    Aug 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମମତା ଆଣିଲେ ବଡ଼ ଅଭିଯୋଗ: ରାଜନୈତିକ ଭାବେ ହଇରାଣ କରିବାକୁ ଶୁଭେନ୍ଦୁଙ୍କ ଧମକ

    15137
    Aug 25, 2026
  • ଦେଶ-ଦେଶାନ୍ତର

    ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ଟଙ୍କା

    13451
    Aug 26, 2026
  • ଦେଶ-ଦେଶାନ୍ତର

    ଶାଶୂ-ଶ୍ୱଶୁରଙ୍କ ସେବା କରିବା ପାଇଁ ପତ୍ନୀଙ୍କୁ ଆଦେଶ ଦେଇପାରିବେ ନାହିଁ: ହାଇକୋର୍ଟ

    13510
    Aug 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17052
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17684
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17724
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18121
    Sep 06, 2023

ବିଶେଷ

  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13605
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15182
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15575
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16105
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    14021
    Aug 16, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14448
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15975
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14010
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14276
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିହାରର ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଇଣ୍ଟରକାଷ୍ଟ ମ୍ୟାରେଜ୍ କଲେ ମିଳିବ ୨.୫ ଲକ୍ଷ ଟଙ୍କା

    13451
    Aug 26, 2026
  • ସାଣ୍ଡୱିଚ୍‌ରୁ ଜିଅନ୍ତା ପୋକ

    14133
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13757
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In