Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

ରାଜ୍ୟ
Home ›› ରାଜ୍ୟ ››୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

2021-08-04 07:26:49
15101
Share:
Facebook
Twitter
E-Mail
WhatsApp
Telegram
୯ରୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟରେ କରୋନା ମିଟର ଧୀରେ ଧୀରେ କମୁଛି । କରୋନା ଯୋଗୁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି। ଏବେ କରୋନା  ନିୟନ୍ତ୍ରଣରେ ଥିବାରୁ  ପୁଣି ଥରେ ଶିକ୍ଷା ବ୍ୟବସ୍ଥାକୁ ଟ୍ରାକ୍‌କୁ ଫେରାଇ ଆଣିବାକୁ ଅଣ୍ଟା ଭିଡ଼ିଲେଣି ସରକାର।   ଦୀର୍ଘ ଦିନ ଧରି ବନ୍ଦ ରହିବା ପରେ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ କ୍ଲାସ ରୁମ ପାଠ ପଢା ଆରମ୍ଭ ହୋଇଛି  । ତେବେ ଏହା ଭିତରେ ଆଉ ଏକ ଭଲ ଖବର ସାମନାକୁ ଆସିଛି ।  ତାହା ହେଲା ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ  ଖୋଲିବାକୁ ନିିଷ୍ପତ୍ତି ନିଆଯାଇଛି ।  କେବଳ ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ । 

କୋଭିଡ ଗାଇଡଲାଇନ ମଧ୍ୟରେ ବୈଷୟିକ ଶିକ୍ଷାନୁଷ୍ଠାନ  ଖୋଲିବାକୁ ନିିଷ୍ପତ୍ତି ନିଆଯାଇଛି । ୯ ତାରିଖରୁ ରାଜ୍ୟର ସମସ୍ତ  ଡିପ୍ଲୋମା, ଆଇଟିଆଇ, ଡିଗ୍ରୀ, ପଲିଟେକନିକ କଲେଜ ଖୋଲିବ  ।    ବୈଷୟିକ ଶିକ୍ଷାନୁଷ୍ଠାନ ସହ ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Powered by Froala Editor

Tags educational institution

Related articles Odisha News Lens 4.1

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14273
    Jul 31, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15075
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14016
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15476
    Jul 31, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14699
    Aug 01, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15534
    Jul 30, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14370
    Aug 01, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14280
    Jul 30, 2026
  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15664
    Jul 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର ...

    14016
    Jul 31, 2026
  • ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ସମାଲୋଚନା।

    15476
    Jul 31, 2026
  • ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14699
    Aug 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17011
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17616
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18070
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14267
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14349
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15972
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15858
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15512
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14089
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15030
    Jul 28, 2026
  • ଫିକା ପଡିବ ସୁନାର ଚମକ

    14130
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15767
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15534
    Jul 30, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14267
    Jul 31, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15075
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In