Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ...

  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ...

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

  • ୨୦ ସାଂସଦଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍ ...

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ...

  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର ...

  • ‘ମହାକାଳୀ’ର ପ୍ରଥମ ଝଲକ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

2026-08-27 07:11:57
15320
Share:
Facebook
Twitter
E-Mail
WhatsApp
Telegram
ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

 ନେପାଳ ଭୟଙ୍କର ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଭଳି କଠିନ ସମୟରେ ନେପାଳ ପାଇଁ ସହାୟତାର ହାତ ବଢ଼ାଇଛି ଭାରତ। ବନ୍ୟା ମୁକାବିଲା ପାଇଁ ଭାରତ ପକ୍ଷରୁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଯାଇଥିବା ବିଦେଶ ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି।

ବିଦେଶ ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଛନ୍ତି ଯେ, ‘ଏଭଳି ସଙ୍କଟ ସମୟରେ ଭାରତ ନେପାଳ ଓ ନେପାଳବାସୀଙ୍କ ସହ ଦୃଢ଼ ଭାବେ ଛିଡ଼ା ହୋଇଛି। ବନ୍ୟାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ପ୍ରତି ସେ ଶୋକ ପ୍ରକାଶ କରିବା ସହ ବିପଦରେ ପଡ଼ିଥିବା ସମସ୍ତଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ନେପାଳକୁ ପଠାଯାଇଥିବା ରିଲିଫ୍ ସାମଗ୍ରୀ ଓ ଔଷଧ ବନ୍ୟା ପ୍ରଭାବିତ ଲୋକଙ୍କୁ ତୁରନ୍ତ ସହାୟତା ଯୋଗାଇବାରେ ଗୁରୁତ୍ୱପୂର୍ଣ୍ଣ ହେବ।

କେବଳ ରିଲିଫ୍ ସାମଗ୍ରୀ ନୁହେଁ, ଉଦ୍ଧାର କାର୍ଯ୍ୟରେ ମଧ୍ୟ ନେପାଳକୁ ସହାୟତା କରିବାକୁ ଭାରତ ପ୍ରସ୍ତୁତ ହେଉଛି। ପ୍ରଭାବିତ ଅଞ୍ଚଳରେ ରିଲିଫ୍ ଓ ରେସ୍କ୍ୟୁ ଅପରେସନ୍‌କୁ ମଜବୁତ କରିବା ପାଇଁ NDRFର ଉଦ୍ଧାରକାରୀ ଦଳକୁ ନେପାଳ ପଠାଇବାର ଯୋଜନା ରହିଛି। ଭାରତୀୟ ବାୟୁସେନାର ବିମାନ ମାଧ୍ୟମରେ ଔଷଧ, ରାସନ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ନେପାଳକୁ ପଠାଯିବ। ଭାରତ ସରକାରଙ୍କ ମାନବୀୟ ସହାୟତା ଓ ବିପର୍ଯ୍ୟୟ ରିଲିଫ୍‌ (HADR) ପଦକ୍ଷେପ ଅଧୀନରେ ଏହି ସହାୟତା ପଠାଯାଉଛି।

ତିବ୍ବତ ସୀମାକୁ ଲାଗିଥିବା ନେପାଳର ରସୁୱା ଜିଲ୍ଲାରେ ବୁଧବାର ହଠାତ୍ ଆସିଥିବା ବନ୍ୟା ପରେ ପ୍ରାୟ ୪୦୦ ଜଣ ନିଖୋଜ ଥିବା ସୂଚନା ମିଳିଛି। ଏଥିରେ ଅତି କମ୍‌ରେ ୧୦୫ ଜଣ ଭାରତୀୟ ଏବଂ ୩୭ ଜଣ NRI ଥିବା ଅଧିକାରୀମାନେ କହିଛନ୍ତି। ବନ୍ୟାରେ ନଦୀ କୂଳରେ ଥିବା ବସତି ଓ ଅନ୍ୟାନ୍ୟ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି।

Powered by Froala Editor

Tags nepal

Related articles Odisha News Lens 4.1

  • ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ
    ଦେଶ-ଦେଶାନ୍ତର

    ହସପିଟାଲରେ ନିଆଁ ଲାଗି ଚାଲିଗଲା ୧୫ ନବଜାତ ଶିଶୁଙ୍କ ଜୀବନ

    13513
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA
    ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13823
    Aug 26, 2026
  • ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର
    ଦେଶ-ଦେଶାନ୍ତର

    ୪ ଲକ୍ଷ ଟଙ୍କାର ଗହଣା ନେଇଗଲା କୁକୁର

    15252
    Aug 27, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....
    ବିଶେଷ

    ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14095
    Aug 27, 2026
  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ
    ଦେଶ-ଦେଶାନ୍ତର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14680
    Aug 26, 2026
  • ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ
    ଦେଶ-ଦେଶାନ୍ତର

    ମଡେଲଙ୍କୁ ମାରିଦେଲା ଜିମ୍ ପ୍ରଶିକ୍ଷକ

    14899
    Aug 27, 2026
  • ‘ମହାକାଳୀ’ର ପ୍ରଥମ ଝଲକ
    ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14321
    Aug 26, 2026
  • ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ
    ଦେଶ-ଦେଶାନ୍ତର

    ନେପାଳ ପାଇଁ ୧୦ ଟନ୍‌ ରିଲିଫ୍ ସାମଗ୍ରୀ ଓ ଜରୁରୀ ଔଷଧ ପଠାଇଲା ଭାରତ

    15320
    Aug 27, 2026
  • ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ
    ଦେଶ-ଦେଶାନ୍ତର

    ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    13855
    Aug 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13823
    Aug 26, 2026
  • ମନୋରଞ୍ଜନ

    ‘ମହାକାଳୀ’ର ପ୍ରଥମ ଝଲକ

    14321
    Aug 26, 2026
  • ଦେଶ-ଦେଶାନ୍ତର

    ବିନାଶକାରୀ ବନ୍ୟା : ୧୬୫ ଜଣଙ୍କ ମୃତ୍ୟୁ, ହଜାରେରୁ ଅଧିକ ନିଖୋଜ

    13855
    Aug 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17053
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17686
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17727
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18123
    Sep 06, 2023

ବିଶେଷ

  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14095
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13673
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15240
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15599
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16130
    Aug 17, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14449
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15978
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14013
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14277
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୬ ମୃତ

    14680
    Aug 26, 2026
  • ‘ମହାକାଳୀ’ର ପ୍ରଥମ ଝଲକ

    14321
    Aug 26, 2026
  • କୃତି ସାନନଙ୍କ ବିଜ୍ଞାପନ ପ୍ରତ୍ୟାହାର କଲା GIVA

    13823
    Aug 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In