Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ ...

  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା ...

  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››କେରଳରେ ବଢିଲା ଡେଲ୍‌ଟା ସଂକ୍ରମଣ, ବିଶେଷଜ୍ଞ କହିଲେ ତୃତୀୟ ଲହର ହେବ ମାରାତ୍ମକ

କେରଳରେ ବଢିଲା ଡେଲ୍‌ଟା ସଂକ୍ରମଣ, ବିଶେଷଜ୍ଞ କହିଲେ ତୃତୀୟ ଲହର ହେବ ମାରାତ୍ମକ

2021-08-04 08:17:11
14016
Share:
Facebook
Twitter
E-Mail
WhatsApp
Telegram
କେରଳରେ ବଢିଲା ଡେଲ୍‌ଟା ସଂକ୍ରମଣ, ବିଶେଷଜ୍ଞ କହିଲେ ତୃତୀୟ ଲହର ହେବ ମାରାତ୍ମକ

କେରଳରେ ଲଗାତାର ସଂକ୍ରମଣ ବଢ଼ୁଥିବାରୁ ବିଶେଷଜ୍ଞମାନେ ତୃତୀୟ ଲହର ନେଇ ସତର୍କ କରାଇଛନ୍ତି । କେରଳରେ ଜୁନ୍‌ ୪ରୁ ଜୁଲାଇ ଶେଷ ସପ୍ତାହ ପର୍ଯ୍ୟନ୍ତ ଦୈନିକ ସଂକ୍ରମଣ ୧୨୦୦୦-୧୪୦୦୦ ରହୁଥିଲା। ଗତ ୬ ଦିନରେ ଦୈନିକ ସଂକ୍ରମଣ ୨୦ ହଜାରରୁ ୨୨ ହଜାର ରହିଛି। ଅନ୍ୟପକ୍ଷେ ରାଜ୍ୟରେ ଟେଷ୍ଟ୍‌ ପଜିଟିଭ୍‌ ହାର ୧୨ ପ୍ରତିଶତରୁ ଅଧିକ ରହିଛି। ବଢୁଥିବା ସଂକ୍ରମଣକୁ ନଜରରେ ରଖି ବିଶେଷଜ୍ଞମାନେ ଏହା ତୃତୀୟ ଲହରର ଆରମ୍ଭ ବୋଲି ମତ ରଖିଛନ୍ତି।  

ବିଶେଷଜ୍ଞମାନେ କହିଛନ୍ତି, ଆମେମାନେ ତୃତୀୟ ଲହରର ଆରମ୍ଭରେ ଅଛୁ ଏବଂ ଆମକୁ ଅଧିକ ସତର୍କ ହେବାକୁ ପଡ଼ିବ। ନୂଆ‌ କୋଭିଡ୍‌ ଲହରର ମୁକାବିଲା ପାଇଁ ସରକାର ଦୀର୍ଘକାଳୀନ ରଣନୀତିରେ କାର୍ଯ୍ୟ କରିବା ଉଚିତ ବୋଲି କହିଛନ୍ତି। 

କେରଳରେ ଏବେ ଦେଶର ମୋଟ୍‌ ସଂକ୍ରମଣ ମାମଲାର ୫୧ ପ୍ରତିଶତରୁ ଅଧିକ ରହିଛି। ରାଜ୍ୟରେ ୭ ଦିନର ହାରାହାରି ଦୈନିକ ସଂକ୍ରମଣ ବୃଦ୍ଧି ହାର ୦.୬୦ ପ୍ରତିଶତ ରହିଛି । ଏପରିକି ସଂକ୍ରାମକ ଡେଲ୍‌ଟା‌ ପ୍ରଜାତି କେରଳରେ ଭୟଙ୍କର ସ୍ଥିତି ସୃଷ୍ଟି କରିଛି ଏବଂ ମେ’ରୁ ଜୁଲାଇ ମଧ୍ୟରେ ସଂଗ୍ରହ ହୋଇଥିବା ପ୍ରାୟ ୯୦ ପ୍ରତିଶତ ନମୁନାରେ କରୋନାର ଡେଲ୍‌ଟା ପ୍ରଜାତି ଚିହ୍ନଟ ହୋଇଛି। 

କେରଳରେ କରୋନାର ୩ଟି ପ୍ରଜାତି ଆଲ୍‌ଫା, କାପ୍ପା ଏବଂ ଡେଲ୍‌ଟା ଚିହ୍ନଟ ହୋଇଛି। କିନ୍ତୁ ଡେଲ୍‌ଟା ଅଧିକ ସଂକ୍ରାମକ। ଏବେ ରାଜ୍ୟରେ ଡେଲ୍‌ଟା ଏକ ପ୍ରଭାବୀ ପ୍ରଜାତି ହୋଇଛି। ଆସନ୍ତା ୩ ସପ୍ତାହ ରାଜ୍ୟ ପାଇଁ ଅତି ଗୁରୁତ୍ବପୂର୍ଣ୍ଣ ବୋଲି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ‌ କହିଛନ୍ତି।

ଅନ୍ୟପଟେ ଆମେରିକାର କୋଭିଡ୍‌ ଉପଦେଷ୍ଟା ଡ. ଆଣ୍ଟୋନି ଫାଉସି କହିଛନ୍ତି ଯେ, କୋଭିଡ୍‌ ମାମଲା ବଢ଼ିବାରେ ଲାଗିଛି ଏବଂ ଆଗକୁ ଅଧିକ କଷ୍ଟ ଓ ଯନ୍ତ୍ରଣା ଅଛି। ଯେଉଁ ଆମେରିକୀୟମାନେ ଟିକା ନେଇ ନାହାନ୍ତି ସରକାର ସେମାନଙ୍କୁ ତୁରନ୍ତ ଟିକା ଦେବାର ବ୍ୟବସ୍ଥା କରନ୍ତୁ ବୋଲି ସେ ପରାମର୍ଶ ଦେଇଛନ୍ତି। ସଂକ୍ରମଣ ବଢ଼ିଲେ ବି ଆମେରିକାରେ ଆଉ ଅଧିକ ଲକ୍‌ଡାଉନ୍‌ର ଆବଶ୍ୟକତା ପଡ଼ିବ ବୋଲି ସେ ଭାବୁନାହାନ୍ତି, କାରଣ ବହୁ ଲୋକ ଟିକା ନେଇସାରିଲେଣି। କିନ୍ତୁ ସେତିକି ଲୋକ ଟିକା ନେଇନାହାନ୍ତି, ଯେତିକି ନେଇଥିଲେ ଏ ସଂକ୍ରମଣ ଆଉ ବଢ଼ିବାର ସୁଯୋଗ ପାଇ ନଥାନ୍ତା। ନୂଆ ସଂକ୍ରମଣ ଅଧିକାଂଶ ଟିକା ନେଇ ନ ଥିବା ଲୋକଙ୍କୁ ହେଉଛି। 

Powered by Froala Editor

Tags keral

Related articles Odisha News Lens 4.1

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ
    ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    14009
    May 05, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    14098
    May 05, 2026
  • ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ
    ଦେଶ-ଦେଶାନ୍ତର

    ବିଜୟଙ୍କୁ ସମର୍ଥନ ପତ୍ର ପ୍ରଦାନ କଲେ କଂଗ୍ରେସ ବିଧାୟକ

    15156
    May 06, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14836
    May 05, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍
    ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14927
    May 05, 2026
  • ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା
    ଦେଶ-ଦେଶାନ୍ତର

    ଆସାମ ମୁଖ୍ୟମନ୍ତ୍ରୀ ଦେଲେ ଇସ୍ତଫା

    13541
    May 06, 2026
  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ
    ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    14135
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13714
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15091
    May 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    14135
    May 05, 2026
  • ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13714
    May 05, 2026
  • ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    15091
    May 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17458
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17508
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17865
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16338
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14836
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15080
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13872
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14094
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14284
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15377
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15113
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15610
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13927
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେମିତି ଦୂର କରିବେ ଟେନ୍‌ସନ୍‌

    14836
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା

    15091
    May 05, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14927
    May 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In