Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ...

  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ...

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ...

  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ...

  • ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ...

  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ...

  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା ...

  • ବନ୍ଦେ ମାତରମ୍‌ ଗାନ କରିବାକୁ ମନା ...

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

2026-08-27 16:47:01
15460
Share:
Facebook
Twitter
E-Mail
WhatsApp
Telegram
ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା, 160 ମୃତ

କାଠମାଣ୍ଡୁ: ନେପାଳରେ ତାଣ୍ଡବ ରଚିଛି ପ୍ରଳୟଙ୍କରୀ ବନ୍ୟା । ଏହି ଭୟଙ୍କର ବନ୍ୟା ନେପାଳର ମଧ୍ୟଭାଗକୁ ପ୍ରବାହିତ ହେବା ପରେ ପ୍ରାୟ 160 ଜଣଙ୍କର ମୃତ୍ୟୁ ଘଟିଛି । 133 ଜଣ ଭାରତୀୟ ନାଗରିକଙ୍କ ସମେତ 750ରୁ ଅଧିକ ଲୋକ ନିଖୋଜ ଅଛନ୍ତି । ଏହା ମଧ୍ୟରେ କିଛି ଓଡ଼ିଆ ଥିବାର ମଧ୍ୟ ଆଶଙ୍କା ପ୍ରକାଶ ପାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ନେପାଳ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହଙ୍କ ସହ କଥା ହୋଇ ପରିସ୍ଥିତିର ମୁକାବିଲା ପାଇଁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦିଆଯିବାର ପ୍ରତିଶ୍ରୁତି ଦେଇଛନ୍ତି । କାଠମାଣ୍ଡୁରେ ଥିବା ଭାରତୀୟ ଦୂତାବାସ ଆକସ୍ମିକ ବନ୍ୟା ଦ୍ୱାରା ପ୍ରଭାବିତ ଭାରତୀୟ ନାଗରିକଙ୍କ ସହ ଜଡିତ ସହାୟତା ଏବଂ ସୂଚନା ପାଇଁ ଜରୁରୀକାଳୀନ ନମ୍ବର ଜାରି କରିଛି । Xରେ ଏକ ପୋଷ୍ଟରେ, କୁହାଯାଇଛି ଯେ, ଲୋକମାନେ +977 985 131 6807 କିମ୍ବା +977 970 910 7500 ରେ ଯୋଗାଯୋଗ କରିପାରିବେ ।

ଅଧିକାରୀମାନେ କହିଛନ୍ତି ଯେ ନିଖୋଜଙ୍କ ମଧ୍ୟରେ ଅତି କମରେ 133 ଜଣ ଭାରତୀୟ ଏବଂ 37 ଜଣ ପ୍ରବାସୀ ଭାରତୀୟ (NRI) ଅଛନ୍ତି । ଭାରତୀୟଙ୍କ ମଧ୍ୟରୁ ପାଖାପାଖି 50 ଜଣ କୈଳାସ ମାନସରୋବର ଯାତ୍ରା ପାଇଁ ତୀର୍ଥଯାତ୍ରୀ ଥିଲେ । ଭାରତରେ ଅବସ୍ଥିତ ଏକ ନନ୍‌-ପ୍ରଫିଟ ଅର୍ଗାନାଇଜେସନ, ଇଶା ଫାଉଣ୍ଡେସନ କହିଛି ଯେ, ଇମିଗ୍ରେସନ ସେଣ୍ଟରରେ ଥିବା ଏହାର 77 ଜଣ ସଦସ୍ୟ ନିଖୋଜ ଅଛନ୍ତି । "ଇମିଗ୍ରେସନ ଅଫିସରେ ଥିବା ଲୋକଙ୍କ ବିଷୟରେ କୌଣସି ସରକାରୀ ସୂଚନା ମିଳିନାହିଁ । 495 ଜଣ ସୁରକ୍ଷିତ ଭାବରେ ଫେରି ଆସିଛନ୍ତି ।" ବୋଲି ଏହାର ପ୍ରତିଷ୍ଠାତା ସଦଗୁରୁ କହିଛନ୍ତି ।ଭାରତୀୟ ଏବଂ ପ୍ରବାସୀ ଭାରତୀୟଙ୍କ ବ୍ୟତୀତ, ନିଖୋଜ ପର୍ଯ୍ୟଟକମାନେ ଆମେରିକା, ମାଲେସିଆ, ୟୁକେ, ଦକ୍ଷିଣ ଆଫ୍ରିକା, ଅଷ୍ଟ୍ରେଲିଆ ଏବଂ ନେଦରଲ୍ୟାଣ୍ଡ ଦେଶର ଥିଲେ । ଏହା ବ୍ୟତୀତ, 44 ଜଣ ନେପାଳ ସେନା କର୍ମଚାରୀଙ୍କ ସମେତ 80 ଜଣ ସୁରକ୍ଷା କର୍ମୀ ବିଭିନ୍ନ ସ୍ଥାନରେ ନିଖୋଜ ହୋଇଛନ୍ତି ବୋଲି ବୈଦେଶିକ ମନ୍ତ୍ରୀ ଶିସିର ଖାନଲ ସୂଚନା ଦେଇଛନ୍ତି ।

Powered by Froala Editor

Tags Flood in nepal

Related articles Odisha News Lens 4.1

  • କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା
    ଦେଶ-ଦେଶାନ୍ତର

    କ୍ୟାନ୍ସର ଔଷଧ ଦାମ୍ ୨୭ ହଜାର ଟଙ୍କା

    14621
    Sep 23, 2026
  •  ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା
    ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14095
    Sep 24, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି
    ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13631
    Sep 23, 2026
  • ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ
    ଦେଶ-ଦେଶାନ୍ତର

    ପୁଅ ମୃତ୍ୟୁ ପରେ ଶାଶୂଙ୍କୁ ଭରଣପୋଷଣ ଦେବେ ବୋହୂ

    14494
    Sep 24, 2026
  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13285
    Sep 24, 2026
  • ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ
    ଦେଶ-ଦେଶାନ୍ତର

    ସ୍ଲିପର ବସରେ ଭୟାବହ ଅଗ୍ନିକାଣ୍ଡ, ୯ ଯାତ୍ରୀ ଜୀବନ୍ତ ଦଗ୍ଧ

    14740
    Sep 24, 2026
  • ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର
    ମନୋରଞ୍ଜନ

    ‘ଲହରୀ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ପୁରସ୍କାର

    15506
    Sep 24, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର
    ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14199
    Sep 23, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ...

    15541
    Sep 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14199
    Sep 23, 2026
  • ଦେଶ-ଦେଶାନ୍ତର

    ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଗଭୀର ଅବପାତର ତୀବ୍ରତା ବଜାୟ ରଖିବା ସମ୍ଭାବନା

    14095
    Sep 24, 2026
  • ଦେଶ-ଦେଶାନ୍ତର

    ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13631
    Sep 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17122
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17808
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17782
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18192
    Sep 06, 2023

ବିଶେଷ

  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15398
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15131
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14503
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14749
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16380
    Sep 09, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

ଭୁବନେଶ୍ୱର : କଳାହାଣ୍ଡିର ଯୁବକଯୁବତୀଙ୍କ ପାଇଁ ଧନ୍ଦାମୂଳକ ତାଲିମ ଏବଂ ସ୍ଥାୟୀ ଜୀବିକା ନିର୍ବାହ ଏକ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନ ହୋଇ ରହିଛି। ଏହି ଆବଶ୍ୟକତାକୁ ପୂରଣ କରି, ବେଦାନ୍ତ ଆଲୁମିନିୟମ ସ୍ଥାନୀୟ ଅଞ୍ଚଳର ଯୁ ...

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14420
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15614
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15377
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14668
    Sep 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡିଜେ ସାଉଣ୍ଡ୍ ଭୟଙ୍କର ଶବ୍ଦରେ ଛାତ୍ରୀଙ୍କୁ ହୃଦଘାତ

    13285
    Sep 24, 2026
  • ଦେଶରେ ମୌସୁମୀ ବର୍ଷା ସ୍ବାଭାବିକ ଠାରୁ ୧୫ ପ୍ରତିଶତ କମ୍ ରହିଛି

    13631
    Sep 23, 2026
  • ୮ ଘଣ୍ଟାର ଅପରେସନ ସଫଳ, ୪ ଜଣଙ୍କୁ ହତ୍ୟା କରିଥିବା ହତ୍ୟାକାରୀକୁ ପୁଲିସର ଏନକାଉଣ୍ଟର

    14199
    Sep 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In