Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ରାଜ୍ୟ
Home ›› ରାଜ୍ୟ ››ସ୍ୱାମୀଙ୍କ ଠାରୁ ଭରଣପୋଷଣ ପାଉ ନଥିବା ପତ୍ନୀଙ୍କ ଚିନ୍ତା ହେଲା ଦୂର, ମୁଖ୍ୟମନ୍ତ୍ରୀ ଦେଲେ ଏମିତି ନିର୍ଦ୍ଦେଶ

ସ୍ୱାମୀଙ୍କ ଠାରୁ ଭରଣପୋଷଣ ପାଉ ନଥିବା ପତ୍ନୀଙ୍କ ଚିନ୍ତା ହେଲା ଦୂର, ମୁଖ୍ୟମନ୍ତ୍ରୀ ଦେଲେ ଏମିତି ନିର୍ଦ୍ଦେଶ

2026-08-30 09:01:30
14380
Share:
Facebook
Twitter
E-Mail
WhatsApp
Telegram
ସ୍ୱାମୀଙ୍କ ଠାରୁ ଭରଣପୋଷଣ ପାଉ ନଥିବା ପତ୍ନୀଙ୍କ ଚିନ୍ତା ହେଲା ଦୂର, ମୁଖ୍ୟମନ୍ତ୍ରୀ ଦେଲେ ଏମିତି ନିର୍ଦ୍ଦେଶ

ଭୁବନେଶ୍ୱର: କୋର୍ଟର ନିର୍ଦ୍ଦେଶ ସତ୍ୱେ ସ୍ୱାମୀଙ୍କ ଠାରୁ ଭରଣପୋଷଣ ପାଉ ନଥିବା ମହିଳା ଏବଂ ସନ୍ତାନସନ୍ତତିଙ୍କ ଚିନ୍ତା ଦୂର ହୋଇଛି । ଏଭଳି ପୁରୁଷ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ଅନେକ ପୁରୁଷ କର୍ମଚାରୀ ସେମାନଙ୍କର ସ୍ତ୍ରୀ ବା ସନ୍ତାନସନ୍ତତିଙ୍କୁ ଭରଷପୋଷଣ ସହାୟତା (Maintenance Grant) ଦେଉନାହାନ୍ତି । ଛାଡ଼ପତ୍ର ସମ୍ପର୍କିତ ପୋଷଣ ଖର୍ଚ୍ଚ (Alimony) ମଧ୍ୟ ଦେଉନାହାନ୍ତି । ଏଥିପାଇଁ ବିଭିନ୍ନ କୋର୍ଟରେ ବିଚାର ହୋଇ, କୋର୍ଟ ତରଫରୁ ସ୍ପଷ୍ଟ ନିର୍ଦ୍ଦେଶ ଥିବା ସତ୍ୱେ ପୁରୁଷ କର୍ମଚାରୀ ଏହି ଭରଣପୋଷଣ ଦେବାରେ ଅବହେଳା କରୁଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ପ୍ରତ୍ୟେକ ଅଭିଯୋଗ ଶୁଣାଣି ସମୟରେ ହାରାହାରି ୨-୩ଟି ମାମଲା ଅଭିଯୋଗ ପ୍ରକୋଷ୍ଠକୁ ଆସୁଅଛି । ତେଣୁ, ମୁଖ୍ୟମନ୍ତ୍ରୀ ଏହା ଉପରେ କଡ଼ା ଆଭିମୁଖ୍ୟ ନେଇ ଏହି ଅର୍ଥକୁ ସଂମ୍ପୃକ୍ତ କର୍ମଚାରୀଙ୍କ ଦରମାରୁ କାଟି ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସରକାରୀ କର୍ମଚାରୀ ହୋଇ ଅଦାଲତର ଅବମାନନା କରିବା ଏବଂ ତା’ସହିତ ପତ୍ନୀ ଓ ପିଲାମାନଙ୍କ ପ୍ରତି ଏଭଳି ଅବିଚାର କରିବା ରାଜ୍ୟ ସରକାରଙ୍କ ପକ୍ଷେ ଆଦୌ ଗ୍ରହଣୀୟ ନୁହେଁ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାର ସଂମ୍ପୃକ୍ତ ମହିଳା ଓ ସନ୍ତାନସନ୍ତତିଙ୍କ ଭରଣପୋଷଣ ପାଇଁ ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହି ନିର୍ଦ୍ଦେଶନାମା ଅନୁଯାୟୀ ଭରଣପୋଷଣ (Alimony) ପ୍ରଦାନ ପାଇଁ ଅଦାଲତଙ୍କ ନିର୍ଦ୍ଦେଶନାମା ପାଇବା ପରେ ବିଭାଗୀୟ DDO (Drawing & Disbursement Officer) ସଂମ୍ପୃକ୍ତ ସରକାରୀ କର୍ମଚାରୀଙ୍କ ମାସିକ ଦରମା ବିଲ୍ ପ୍ରସ୍ତୁତ କରିବା ସମୟରେ  ଭରଣପୋଷଣ ପାଇଁ ଅଦାଲତ ଯେଉଁ ପରିମାଣର ଅର୍ଥ ନିର୍ଦ୍ଧାରିତ କରିଛନ୍ତି, ସେହି ପରିମାଣର ଅର୍ଥକୁ ଦରମାରୁ କାଟି ସଂମ୍ପୃକ୍ତ କର୍ମଚାରୀଙ୍କ ପତ୍ନୀ ବା ସନ୍ତାନସନ୍ତତିଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଇଲୋକ୍ଟୋନିକ୍ ସୂତ୍ରରେ ଜମା କରିବେ ।

ଏହାଦ୍ୱାରା ଅଦାଲତଙ୍କ ନିର୍ଦ୍ଦେଶର ଅନୁପାଳନ ହେବା ସହିତ ସଂମ୍ପୃକ୍ତ ମହିଳା ବା ସେମାନଙ୍କ ସନ୍ତାନସନ୍ତତିଙ୍କ ଦୁର୍ଦ୍ଦଶା ମଧ୍ୟ ଅନେକ ପରିମାଣରେ ଦୂର ହୋଇପାରିବ ।

Powered by Froala Editor

Tags Cm

Related articles Odisha News Lens 4.1

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15381
    Sep 27, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13761
    Sep 28, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13966
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14452
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15547
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13572
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15287
    Sep 27, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14476
    Sep 28, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13662
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15287
    Sep 27, 2026
  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14476
    Sep 28, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13662
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17134
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13603
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15678
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15242
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14617
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14855
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14006
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15942
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13572
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14452
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15287
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In