Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

  • ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ...

  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ...

ରାଜ୍ୟ
Home ›› ରାଜ୍ୟ ››ଆଜିଠୁ ଦୁଇ ଦିନ ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି

ଆଜିଠୁ ଦୁଇ ଦିନ ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି

2026-08-31 10:26:02
13246
Share:
Facebook
Twitter
E-Mail
WhatsApp
Telegram
ଆଜିଠୁ ଦୁଇ ଦିନ  ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି

ପୁରୀ: ଆଜିଠୁ ଦୁଇ ଦିନ  ଧରି ଚାଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାରରେ ଗଚ୍ଛିତ ରତ୍ନ ଅଳଙ୍କାର  ଗଣତିମଣତି । ରାଜ୍ୟ ସରକାରଙ୍କ ଦ୍ୱାରା  ଅନୁମୋଦିତ ବ୍ୟବସ୍ଥାବଳୀ (ଏସ୍‌ଓପି) କୁ ଏହି ସମୟରେ ପାଳନ କରାଯିବ ।  ଗଣତିମଣତି ସମୟରେ କୌଣସି  ପରିସ୍ଥିତିରେ ମହାପ୍ରଭୁଙ୍କ ନୀତିକାନ୍ତି  ପ୍ରଭାବିତ ନହେବାକୁ ବିଶେଷ ଗୁରୁତ୍ୱ  ଦିଆଯିବ । ରତ୍ନଭଣ୍ଡାର ଗଣତିମଣତି  ନିମନ୍ତେ ଶ୍ରଦ୍ଧାଳୁଙ୍କ ଦର୍ଶନ ସମୟ ସ୍ୱଳ୍ପ  ହୋଇପାରେ । ଏହି ସମୟରେ ଶ୍ରଦ୍ଧାଳୁଙ୍କୁ  କେବଳ ବାହାର କାଠ ଠାରୁ ଦର୍ଶନ ସୁବିଧା  ମିଳିବ । ତେଣୁ ପୂର୍ବବତ୍‌ ଏହି କାର୍ଯ୍ୟରେ  ସମସ୍ତ ସେବକ ଓ ଶ୍ରଦ୍ଧାଳୁ ଭକ୍ତଙ୍କର  ସହଯୋଗ ଓ ସହାୟତା କାମନା କରିଛି  ଶ୍ରୀମନ୍ଦିର ପ୍ରଶାସନ ।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଅନ୍ତର୍ଗତ  ଚଳନ୍ତି ଭଣ୍ଡାର ଗଣତି ସରିଥିବା ବେଳେ  ବାହାର ଭଣ୍ଡାର ଗଣତିମଣତି ପ୍ରାୟ  ଶେଷ । ପରେ ଭିତର ରତ୍ନଭଣ୍ଡାରରେ  ଥିବା ରତ୍ନ ଅଳଙ୍କାର ଆଦିର ଗଣତିମଣତି  କରାଯାଉଛି । ରତ୍ନଭଣ୍ଡାର ଉଚ୍ଚସ୍ତରୀୟ  ତଦାରଖ ଦଳଙ୍କ ତତ୍ତ୍ୱାବଧାନରେ  ଗଣତିମଣତିରେ ଆର୍‌ବିଆଇର ବିଶେଷଜ୍ଞ,  ଜେମୋଲୋଜିଷ୍ଟ, ଫଟୋଗ୍ରାଫର ପ୍ରମୁଖ  ନିୟୋଜିତ ହେବେ । ଗଣତି ପ୍ରକ୍ରିୟା  ସମୟରେ ସମ୍ପୂର୍ଣ୍ଣ କାର୍ଯ୍ୟର ଭିଡିଓଗ୍ରାଫି,  ଫଟୋଗ୍ରାଫି ଓ ୩ଡି ମ୍ୟାପିଂ କରାଯିବ । ସମସ୍ତ ରତ୍ନଅଳଙ୍କାରକୁ ଦୁଇ ତିନି ପରସ୍ତ ଘୋଡ଼ାଇ ସିନ୍ଦୁକ ଭିତରେ ସୁରକ୍ଷିତ  ରଖାଯିବ ।

୧୯୭୮ ମସିହା ଗଣତିମଣତିରେ  ଜେମୋଲୋଜିଷ୍ଟ ନିୟୋଜିତ  ହୋଇନଥିଲେ । ତେଣୁ ଜେମୋଲୋଜିଷ୍ଟଙ୍କୁ  ଏହି ଗଣତିମଣତିରେ ସାମିଲ କରାଯାଇଛି ।  ଶ୍ରୀମନ୍ଦିର ଓ ବ୍ୟାଙ୍କର ବଣିଆ ସମେତ  ଜେମୋଲୋଜିଷ୍ଟମାନେ ଅଳଙ୍କାର ସମ୍ପୂର୍ଣ୍ଣ  ପରିଚୟ ନିର୍ଦ୍ଧାରଣ କରିବେ । 

Powered by Froala Editor

Tags Puri temple

Related articles Odisha News Lens 4.1

  •  ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...
    ଦେଶ-ଦେଶାନ୍ତର

    ‘ମନ୍ କୀ ବାତ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାର ମୈଥିଲୀ ଭୂଏଙ୍କ ସଫଳତାର କାହାଣୀ ପାଇଲା ...

    13634
    Aug 30, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14202
    Aug 31, 2026
  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15510
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15193
    Aug 31, 2026
  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15142
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13836
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13825
    Aug 31, 2026
  • ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଉଜ୍‌ବେକିସ୍ତାନ ଗସ୍ତ

    14987
    Aug 30, 2026
  • ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସିଗଲା ବ୍ୟାଙ୍କ ଲକର, ୫୭ ଲକ୍ଷ ଟଙ୍କା ଲୁଟ

    13700
    Aug 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13836
    Aug 31, 2026
  • ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13825
    Aug 31, 2026
  • ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14202
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17061
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17700
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17733
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18131
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13825
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14492
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14632
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13972
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15361
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15986
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14022
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14291
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14076
    Aug 31, 2026
  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15510
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13836
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In