Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ...

  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ ...

  • ନେପାଳରେ ଭୟାବହ ବନ୍ୟା: ୧ ହଜାର ପାର୍‌ କଲା ...

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ...

  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ...

  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

  • ବଢିଲା କମର୍ସିଆଲ ଏଲପିଜି ସିଲିଣ୍ଡର ଦର

  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ...

  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

2026-09-01 11:03:31
13998
Share:
Facebook
Twitter
E-Mail
WhatsApp
Telegram
ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

ତେହରାନ: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ପୁନର୍ବାର ପରସ୍ପର ଉପରେ ଆକ୍ରମଣ କରିଛନ୍ତି। ଆମେରିକା ସେନା ହର୍ମୁଜ ପ୍ରଣାଳୀରେ ଥିବା ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କରିଛି। କିଛି ଦିନର ଅସ୍ତ୍ରବିରତି ପରେ ଆମେରିକା ପୁଣି ଥରେ ଇରାନ ଉପରେ ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଇରାନ ଏହି ଆକ୍ରମଣକୁ ଘାତକ ବୋଲି କହି ପ୍ରତିଶୋଧ ସ୍ୱରୂପ ଜୋର୍ଡାନରେ ଥିବା ଆମେରିକୀୟ ସାମରିକ ଘାଟି ଉପରେ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ମାଡ଼ କରିଛି। ଏହା ଦ୍ବାରା ପୁଣି ଥରେ ଯୁଦ୍ଧ ଆଶଙ୍କା ଘନେଇଛି।

ଆମେରିକାର କେନ୍ଦ୍ରୀୟ କମାଣ୍ଡ ମୁଖପାତ୍ର ଟିମ୍ ହକିନ୍ସଙ୍କ ଅନୁଯାୟୀ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସର ସୈନିକମାନେ ହର୍ମୁଜ୍ ପ୍ରଣାଳୀରେ ରକେଟ୍ ବ୍ୟବହାର କରି ସମୁଦ୍ର ମାଇନ୍ସ ବିଛାଇବାକୁ ପ୍ରସ୍ତୁତ ହେଉଥିଲେ। ତେଣୁ ଆମେରିକୀୟ ସେନା ରକେଟ୍ ଲଞ୍ଚରଗୁଡ଼ିକୁ ଟାର୍ଗେଟ କରିଥିଲା।
ଇରାନୀ ଗଣମାଧ୍ୟମ ଲାରାକ ଦ୍ୱୀପ ନିକଟରେ ବିସ୍ଫୋରଣ ହୋଇଥିବା ନେଇ ସୂଚନା ଦେଇଛି। ଇରାନୀ ରିଭଲ୍ୟୁସନରୀ ଗାର୍ଡ କହିଛି ଯେ ଏହି ଆକ୍ରମଣରେ ଆମର କିଛି ସେନ୍ୟ ଏବଂ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି। ଆମେରିକାର ଆକ୍ରମଣ ପରେ ଜୋର୍ଡାନରେ ଥିବା ଆମେରିକୀୟ ଘାଟିକୁ ଇରାନ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା।

ଜୋର୍ଡାନ ସେନା ଅନୁଯାୟୀ ସୋମବାର ପ୍ରତ୍ୟୁଷରେ ଏହାର ବାୟୁମଣ୍ଡଳରେ ପ୍ରବେଶ କରିଥିବା ୮ ଇରାନୀ କ୍ଷେପଣାସ୍ତ୍ରକୁ ଗୁଳି କରି ଖସାଇ ଦିଆଯାଇଛି।

Powered by Froala Editor

Tags Attack

Related articles Odisha News Lens 4.1

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ
    ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13305
    Sep 01, 2026
  • ନେପାଳରେ ଭୟାବହ ବନ୍ୟା: ୧ ହଜାର ପାର୍‌ କଲା ମୃତ୍ୟୁସଂଖ୍ୟା
    ଦେଶ-ଦେଶାନ୍ତର

    ନେପାଳରେ ଭୟାବହ ବନ୍ୟା: ୧ ହଜାର ପାର୍‌ କଲା ମୃତ୍ୟୁସଂଖ୍ୟା

    14184
    Sep 01, 2026
  • ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା
    ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    13998
    Sep 01, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ
    ଖେଳ ଖବର

    ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14015
    Sep 01, 2026
  • ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ
    ଦେଶ-ଦେଶାନ୍ତର

    ୧୨ ବର୍ଷ ସେବା ପରେ ଅବସର ନେଲେ ମେଜର ରିଷଭ ସିଂହ ସାମ୍ବ୍ୟାଲ

    13699
    Sep 01, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    13910
    Aug 31, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ
    ଦେଶ-ଦେଶାନ୍ତର

    ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    13976
    Sep 01, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15358
    Aug 31, 2026
  • ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ
    ଦେଶ-ଦେଶାନ୍ତର

    ଏଆଇ ବହୁତ ଶୀଘ୍ର ମଣିଷ ଭଳି ଚିନ୍ତା କରିବାର ସାମର୍ଥ୍ୟ ପାଇବ: ଏଲନ ମସ୍କ

    14133
    Sep 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନୀ ରକେଟ୍ ଲଞ୍ଚରଗୁଡ଼ିକ ଉପରେ ଆକ୍ରମଣ କଲା ଆମେରିକା

    13998
    Sep 01, 2026
  • ଦେଶ-ଦେଶାନ୍ତର

    ନେପାଳରେ ଭୟାବହ ବନ୍ୟା: ୧ ହଜାର ପାର୍‌ କଲା ମୃତ୍ୟୁସଂଖ୍ୟା

    14184
    Sep 01, 2026
  • ଦେଶ-ଦେଶାନ୍ତର

    ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13305
    Sep 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17064
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17705
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17735
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18134
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14057
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14711
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14664
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14001
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15389
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14462
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15991
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14033
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14297
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଝିଅର ଭବିଷ୍ୟତ ପାଇଁ ମାରାଥନରେ ଦୌଡ଼ିଲେ ରମାବାଈ

    13305
    Sep 01, 2026
  • ଫୁଟବଲରୁ ସନ୍ନ୍ୟାସ ଘୋଷଣା କଲେ ମେସି, ଜାଣନ୍ତୁ ସେ କେତେ ସମ୍ପତ୍ତିର ଅଧିକାରୀ

    14015
    Sep 01, 2026
  • ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ

    13976
    Sep 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In