Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 14, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ...

  • ରାଜ୍ୟରେ ବଢୁଥିବା ମହିଳା ବିରୋଧୀ ...

  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ...

  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ...

  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ...

  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ...

  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ...

ରାଜନୀତି
Home ›› ରାଜନୀତି ››ଧର୍ମେନ୍ଦ୍ରଙ୍କୁ କଲମ୍ବସ କହିଲେ ବବି ଦାସ, ଫିଡ଼ିକିଗଲା ବିଜେପି

ଧର୍ମେନ୍ଦ୍ରଙ୍କୁ କଲମ୍ବସ କହିଲେ ବବି ଦାସ, ଫିଡ଼ିକିଗଲା ବିଜେପି

2021-04-13 11:06:34
14670
Share:
Facebook
Twitter
E-Mail
WhatsApp
Telegram
ଧର୍ମେନ୍ଦ୍ରଙ୍କୁ କଲମ୍ବସ କହିଲେ ବବି ଦାସ, ଫିଡ଼ିକିଗଲା ବିଜେପି
ଭୁବନେଶ୍ୱର : ଭର୍ତୃହରି ମହତାବ ଜଣେ ଅଭିଜ୍ଞ ଓ ଦକ୍ଷ ନେତା । କିନ୍ତୁ ବିଜେଡ଼ି ତାଙ୍କର ସଦୁପଯୋଗ କରୁନାହିଁ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଏଭଳି ଟିପ୍ପଣୀକୁ ନେଇ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି ବିଜୁ ଜନତା ଦଳ । ବିଜେଡ଼ି ସାଧାରଣ ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଧର୍ମେନ୍ଦ୍ରଙ୍କୁ କଟାକ୍ଷ କରି କଲମ୍ବସ ବୋଲି କହିଥିବାବେଳେ ବିଜେପି ବି ପାଲଟା ଆକ୍ରମଣ କରିବାକୁ ପଛାଇନାହିଁ । ପ୍ରଥମେ ବବି ଦାସ ନିଜ ଟ୍ୱିଟରେ ଉଲ୍ଳେଖ କରିଥିଲେଯେ, ଭାଇ ଧର୍ମେନ୍ଦ୍ର ପ୍ରଧାନ, ଆପଣ କଲମ୍ବସ ପରି ଭର୍ତୃହରିବାବୁଙ୍କ ବୁଦ୍ଧି ଓ ଅଭିଜ୍ଞତାର ଆବିଷ୍କାର କରିଛନ୍ତି । ମୋର ଅନୁରୋଧ, ଆପଣ ଲାଲକୃଷ୍ଣ ଆଡ଼ଭାନୀଜୀ ଓ ମୁରଲୀ ମନୋହର ଯୋଶୀଜୀଙ୍କ ଅମାପ ଅଭିଜ୍ଞତା ଓ ଦକ୍ଷତାର ମଧ୍ୟ ସେଇଭଳି ସଦୁପଯୋଗ କରନ୍ତୁ । ସେମାନେ ମଧ୍ୟ ଯଥେଷ୍ଟ ବୁଦ୍ଧିମାନ ଓ ବିଜେପି ପାଇଁ ସମର୍ପିତ । ଅପରପକ୍ଷରେ ଏହାର ଜବାବ ଦେଇ ବିଜେପି ମୁଖପାତ୍ର ସମ୍ବିତ ପାତ୍ର କହିଛନ୍ତିଯେ, ଭର୍ତୃହରିଙ୍କ ପ୍ରଶଂସା କଲେ ବିଜେପି ଏମିତି ଚିହିଁକି ଉଠୁଛି କାହିଁକି । ଧର୍ମେନ୍ଦ୍ର ପ୍ରଧାନ କଲମ୍ବସ ନୁହଁନ୍ତି । ସେ ଓଡିଶାର ବିକାଶରେ ଗୁଣ୍ଡୁଚିମୂଷାର ଭୂମିକାରେ କାମ କରୁଛନ୍ତି
Tags Dharmendra pradhan

Related articles Odisha News Lens 4.1

  • ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...
    ରାଜନୀତି

    ଏଫ୍ଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଏବଂ ଯୌନ ନିର୍ଯାତନା ମାମଲା ରେ ଓଡ଼ିଶା ...

    14580
    Jul 14, 2025
  • ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର
    ଦେଶ-ଦେଶାନ୍ତର

    ଫୁଟପାଥରେ ଶୋଇଥିଲେ, ୫ ଜଣଙ୍କ ଉପରେ ଚଢ଼ିଗଲା କାର

    15308
    Jul 13, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ
    ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15304
    Jul 12, 2025
  • ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା
    ଦେଶ-ଦେଶାନ୍ତର

    ଭାରତୀୟ ରେଳର ବଡ଼ ନିଷ୍ପତ୍ତି: ଟ୍ରେନ୍ ବଗି ଭିତରେ ଲାଗିବ ସିସିଟିଭି କ୍ୟାମେରା

    15037
    Jul 14, 2025
  • ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ
    ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14730
    Jul 14, 2025
  • ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ
    ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15719
    Jul 13, 2025
  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ
    ଦେଶ-ଦେଶାନ୍ତର

    ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13969
    Jul 14, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....
    ବିଶେଷ

    ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14131
    Jul 13, 2025
  • ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ରାଜ୍ୟସଭାକୁ ୪ ବିଶିଷ୍ଟ ବ୍ୟକ୍ତିଙ୍କୁ ମନୋନୀତ କଲେ ରାଷ୍ଟ୍ରପତି

    15062
    Jul 13, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗାଜାରେ ଇସ୍ରାଏଲ ସେନାର ଆକ୍ରମଣ, ୧୦୦ ମୃତ

    14730
    Jul 14, 2025
  • ଦେଶ-ଦେଶାନ୍ତର

    ଆଉ ନାହାନ୍ତି କୋଟା ଶ୍ରୀନିବାସ ରାଓ

    15719
    Jul 13, 2025
  • ଦେଶ-ଦେଶାନ୍ତର

    ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15304
    Jul 12, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16619
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17048
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15538
    Apr 03, 2021

ବିଶେଷ

  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14131
    Jul 13, 2025
  • ସମୟର ସଦୁପଯୋଗ କରନ୍ତୁ ଏହିପରି

    14951
    Jul 12, 2025
  • ଔଷଧୀୟ ଗୁଣରେ ଭରପୁର ଅର୍ଜୁନ ଗଛ

    15817
    Jul 12, 2025
  • ଅନେକ ଔଷଧିୟ ଗୁଣରେ ଭରପୁର କ୍ୟାପସିକମ

    14806
    Jul 11, 2025
  • ନିରୋଗ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

    14944
    Jul 10, 2025

ବାଣିଜ୍ୟ

ଆଦିତ୍ୟ ଆଲୁମିନିୟମ ର ପ୍ରତିଭା ସମ୍ମାନ ରେ ସମ୍ମାନିତ ହେଲେ ରେଙ୍ଗାଲି ବ୍ଲକ ର ୨୩ ଜଣ ଛାତ୍ର ଛାତ୍ରୀ

ଭୁବନେଶ୍ୱର:- ଆଦିତ୍ୟ ଆଲୁମିନିୟମ ପାରିପାର୍ଶ୍ବିକ ଉନ୍ନୟନ କାର୍ଯ୍ୟକ୍ରମରେ  ମାଟ୍ରିକ ରେ ୭୦% ରୁ ଅଧିକ ମାର୍କ ରଖି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସାମୁହିକ ପ୍ରତିଭା ସମ୍ମାନ କାର୍ ...

  • ଆଶୀର୍ବାଦ ଲୁଣ ‘ଆୟୋଡିନ ର ତିଳକ’ରଥ ଯାତ୍ରା ଅଭିଯାନ ଭ୍ରାମ୍ୟମାଣ ଆକାରରେ ପହଞ୍ଚୁଛି

    15873
    Jul 04, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    16412
    Jul 01, 2025
  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14059
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15580
    Jun 25, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପରକିଙ୍ଗ ଏୟାର ବିମାନ ଦୁର୍ଘଟଣା ଗ୍ରସ୍ତ

    13969
    Jul 14, 2025
  • ଧୂମପାନ କେତେ କ୍ଷତିକାରକ ଜାଣନ୍ତୁ....

    14131
    Jul 13, 2025
  • ଶ୍ମଶାନ ଘାଟରେ ବିଜେପି ନେତାଙ୍କ ରାସଲୀଲା ଧରିଲେ ଲୋକ

    15304
    Jul 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In