Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 03, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

  • ସୁନା ଦରରେ ବଡ଼ ଧରଣର ହ୍ରାସ

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ...

  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ...

  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ...

  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ...

  • ଏଣିକି ଚିନି ଡିଲରମାନେ ୨ ହଜାର ...

ବାଣିଜ୍ୟ
Home ›› ବାଣିଜ୍ୟ ››ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

2026-09-03 07:49:31
14897
Share:
Facebook
Twitter
E-Mail
WhatsApp
Telegram
ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

ପ୍ରାୟ ୧୫ ବର୍ଷ ପରେ ଆପଲ୍‌ର ନୂଆ CEO ପଦରେ ବସିଛନ୍ତି ଜନ୍ ଟର୍ନସ୍। ସେପ୍ଟେମ୍ବର ୧ରୁ ସେ ଆପଲ୍‌ର CEO ଭାବେ କାର୍ଯ୍ୟଭାର ସମ୍ଭାଳିଛନ୍ତି। ଜନ୍ ଟର୍ନସ୍ ଚଳିତ ବର୍ଷ ଆପଲ୍‌ରେ ଯୋଗ ଦେଇନାହାନ୍ତି। ସେ ଦୀର୍ଘ ୨୫ ବର୍ଷ ଧରି ଆପଲ୍‌ ସହ ଜଡ଼ିତ ଅଛନ୍ତି। ୨୦୦୧ ମସିହାରେ ସେ ଆପଲ୍‌ର ପ୍ରଡକ୍ଟ ଡିଜାଇନ୍ ଟିମ୍‌ରେ ଯୋଗ ଦେଇଥିଲେ।

୨୦୧୩ରେ ସେ ହାର୍ଡୱେର ଇଞ୍ଜିନିୟରିଂର ଭାଇସ୍ ପ୍ରେସିଡେଣ୍ଟ ହୋଇଥିଲେ। ପରେ ୨୦୨୧ରେ ସେ ଆପଲ୍‌ର ସିନିୟର ଭାଇସ୍ ପ୍ରେସିଡେଣ୍ଟ ପଦକୁ ପଦୋନ୍ନତି ପାଇଥିଲେ। ଏବେ ଟିମ୍ କୁକ୍‌ଙ୍କ ପରେ ସେ ଆପଲ୍‌ର CEO ଦାୟିତ୍ୱ ନେଇଛନ୍ତି। ରିପୋର୍ଟ ଅନୁସାରେ, ଜନ୍ ଟର୍ନସଙ୍କୁ ପ୍ରାୟ ୫୮ ମିଲିୟନ୍ ଡଲାରର ପ୍ୟାକେଜ୍ ମିଳିବ। ଏଥିରେ ତାଙ୍କ ବାର୍ଷିକ ବେସିକ୍ ସାଲାରୀ ୩ ମିଲିୟନ୍ ଡଲାର, ଅର୍ଥାତ୍ ପ୍ରାୟ ୨୮.୫ କୋଟି ଟଙ୍କା ରହିଛି। କେବଳ ବେସିକ୍ ସାଲାରୀକୁ ହିସାବ କଲେ, ୩ ମିଲିୟନ୍ ଡଲାର ବାର୍ଷିକ ଦରମା ଅନୁସାରେ ଜନ୍ ଟର୍ନସଙ୍କ ମାସିକ ବେସିକ୍ ସାଲାରୀ ପ୍ରାୟ ୨.୩୭ କୋଟି ଟଙ୍କା ହେବ।

ଏହା ବ୍ୟତୀତ ଆସନ୍ତା ବର୍ଷ ପାଇଁ ତାଙ୍କୁ ପ୍ରାୟ ୫୫ ମିଲିୟନ୍ ଡଲାର, ଅର୍ଥାତ୍ ପ୍ରାୟ ୫୨୨ କୋଟି ଟଙ୍କାର ଟାର୍ଗେଟ୍ ଷ୍ଟକ୍ ଆୱାର୍ଡ ମିଳିବ। ଏହା ସହ ତାଙ୍କ ପ୍ୟାକେଜ୍‌ରେ ଏକକାଳୀନ ୨.୫ ମିଲିୟନ୍ ଡଲାରର RSU ଗ୍ରାଣ୍ଟ ମଧ୍ୟ ସାମିଲ ରହିଛି।

Powered by Froala Editor

Tags apple

Related articles Odisha News Lens 4.1

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ,  ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...
    ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ ...

    14777
    Sep 03, 2026
  • ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ
    ଦେଶ-ଦେଶାନ୍ତର

    ବିରିୟାନୀ ପାଇଁ ଆତ୍ମହତ୍ୟା କଲେ ଛାତ୍ରୀ

    13323
    Sep 03, 2026
  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    14018
    Sep 03, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13529
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15141
    Sep 03, 2026
  • ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି: ଟ୍ରମ୍ପ

    14399
    Sep 02, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍
    ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14897
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ
    ବାଣିଜ୍ୟ

    ସୁନା ଦରରେ ବଡ଼ ଧରଣର ହ୍ରାସ

    14009
    Sep 03, 2026
  • ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି
    ଦେଶ-ଦେଶାନ୍ତର

    ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14268
    Sep 02, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ କର୍ତ୍ତୃପକ୍ଷ

    14777
    Sep 03, 2026
  • ଦେଶ-ଦେଶାନ୍ତର

    ଏଣିକି ଚିନି ଡିଲରମାନେ ୨ ହଜାର କ୍ୱିଣ୍ଟାଲରୁ ମହଜୁଦ ରଖିପାରିବେ ନାହିଁ ଅଧିକ ଚିନି

    14268
    Sep 02, 2026
  • ବାଣିଜ୍ୟ

    ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14897
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17069
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17712
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17736
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18137
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13269
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14461
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14763
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14722
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14059
    Aug 26, 2026

ବାଣିଜ୍ୟ

ସୁନା ଦରରେ ବଡ଼ ଧରଣର ହ୍ରାସ

ଲଗାତାର ଚତୁର୍ଥ ଦିନରେ ସୁନାର ଭାଉ ଖସୁଛି । ମାତ୍ର ୪ ଦିନରେ ୨୨ କ୍ୟାରେଟ୍ ସୁନା ଦରରେ ପ୍ରାୟ ୫,୭୦୦ ଟଙ୍କାର ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରସଙ୍ଗରେ ବାର୍ତ୍ତା ଦେବା ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇବା ସହିତ ଏବେ ସୁନା ସୁନା ନକିଣିବାକୁ ପିଏମ ମୋଦି ଆହ୍ବାନ ଦେଇଥିଲେ ...

  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    14898
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14420
    Sep 02, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

    14235
    Aug 26, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14469
    Aug 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କରେନ୍ସି ଚେଷ୍ଟରେ ୧୭ କୋଟିର ନକଲି ନୋଟ, ୪ ଜଣଙ୍କୁ ନିଲମ୍ବିତ କଲେ ବ୍ୟାଙ୍କ କର୍ତ୍ତୃପକ୍ଷ

    14777
    Sep 03, 2026
  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15141
    Sep 03, 2026
  • ଶିବପୁରୀରେ ଗୋଟିଏ ପରିବାରର ୪ ଶିଶୁଙ୍କ ସନ୍ଦିଗ୍ଧ ମୃତ୍ୟୁ

    14018
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In