Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, November 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରେସର କୁକରରେ ସିଝିଲାନି ଡାଲି, ...

  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ...

  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ...

  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ...

  • ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ...

  • ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି

  • ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ...

  • ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

2026-09-03 13:11:58
16223
Share:
Facebook
Twitter
E-Mail
WhatsApp
Telegram
ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

କାଠମାଣ୍ଡୁ: ନେପାଳ ଭୟଙ୍କରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା 12 ଶହ ପାର କରିଛି । ନେପାଳର ଜାତୀୟ ବିପର୍ଯ୍ୟୟ ବିପଦ ହ୍ରାସ ଏବଂ ପରିଚାଳନା କର୍ତ୍ତୃପକ୍ଷ (NDRRMA)ଙ୍କ ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା 1222 ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏବେ ବି 4216 ଜଣ ନିଖୋଜ ଅଛିନ୍ତି । ବିପର୍ଯ୍ୟୟ ଘଟିବାକୁ 9 ଦିନ ବିତିଯାଇଥିବା ବେଳେ ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି ।

NDRRMA ସୂଚନା ଅନୁସାରେ, ନିଖୋଜ ଲୋକଙ୍କ ମଧ୍ୟରେ 583 ଜଣ ବିଦେଶୀ ନାଗରିକ ଅଛନ୍ତି । ନେପାଳ ସେନା ସମେତ ସୁରକ୍ଷା କର୍ମୀଙ୍କ ମିଳିତ ବାହିନୀ ଏପର୍ଯ୍ୟନ୍ତ ହେଲିକପ୍ଟର ଏବଂ ସ୍ଥଳପଥ ବ୍ୟବହାର କରି 11,993 ଜଣଙ୍କୁ ଉଦ୍ଧାର କରିଛନ୍ତି । ସନ୍ଧାନ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରାୟ 21,314 ସୁରକ୍ଷା କର୍ମୀଙ୍କୁ ନିୟୋଜିତ କରାଯାଇଛି । 301 ଜଣ ଆହତଙ୍କ ଚିକିତ୍ସା ଚାଲିଛି । ଚିତୱାନରେ ସର୍ବାଧିକ 348ଟି ମୃତଦେହ ଉଦ୍ଧାର ହୋଇଛି । ନବଲପରାସି ଇଷ୍ଟ (218), ନବଲପରାସି ୱେଷ୍ଟ (208), ଗୋରଖା (69), ନୁୱାକୋଟ (155), ଧାଡିଂ (60), ତନାହୁନ୍ (38) ଏବଂ ରସୁୱା (127) ମୃତଦେହ ଉଦ୍ଧାର କରାଯାଇଛି ।

ନେପାଳରେ ହୋଇଥିବା ବନ୍ୟା ପରେ ଉଦ୍ଧାର ହୋଇଥିବା ଭାରତୀୟ ନାଗରିକଙ୍କ ସଂଖ୍ୟା 163 ବୋଲି ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି । ଭାରତ ନେପାଳ କର୍ତ୍ତୃପକ୍ଷଙ୍କ ସହ ସମନ୍ୱୟ ରଖି ଏହାର ରିଲିଫ୍ ଏବଂ ଉଦ୍ଧାର କାର୍ଯ୍ୟ ଜାରି ରଖିଛି । 275ରୁ ଅଧିକ ଭାରତୀୟ ଏବଂ 128 ଜଣ ଭାରତୀୟ ବଂଶୋଦ୍ଭବ ବ୍ୟକ୍ତି ଏବେ ବି ନିଖୋଜ ଅଛନ୍ତି କିମ୍ବା ସେମାନଙ୍କ ସହିତ ଯୋଗାଯୋଗ କରାଯାଇପାରି ନାହିଁ । 

ନେପାଳକୁ ମାନବିକ ସହାୟତା ପ୍ରଦାନ ଜାରି ରଖିଛି ଭାରତ । MEA ମୁଖପାତ୍ର ରଣଧୀର ଜୟସ୍ବାଲ କହିଛନ୍ତି, "ପଞ୍ଚମ ଭାରତୀୟ ବିମାନଟି ବୁଧବାର ସକାଳେ ନେପାଳରେ ଅବତରଣ କରିଥିଲା, ଯେଉଁଥିରେ 11 ଜଣିଆ ଉଦ୍ଧାରକାରୀ ଦଳ ସହିତ ସ୍ୱତନ୍ତ୍ର ଉପକରଣ ଏବଂ 5.5 ଟନ୍ ଅତ୍ୟାବଶ୍ୟକ ଔଷଧ ଥିଲା । 

ଚୀନ୍ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏହି ବିପର୍ଯ୍ୟୟରେ ଚୀନ୍ ପାର୍ଶ୍ୱରେ ମଧ୍ୟ 21 ଜଣଙ୍କର ମୃତ୍ୟୁ ହୋଇଛି, ଯେତେବେଳେ ତିବ୍ଦତରେ ପ୍ରାୟ 540 ଜଣ ନିଖୋଜ ଅଛନ୍ତି ।

Powered by Froala Editor

Tags Nepal flood

Related articles Odisha News Lens 4.1

  • ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧
    ଦେଶ-ଦେଶାନ୍ତର

    ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13505
    Nov 12, 2026
  • କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...
    ଦେଶ-ଦେଶାନ୍ତର

    କୋଲକାତା ବିମାନବନ୍ଦରରେ ଆଲର୍ଟ, ଶୌଚାଳୟ ଆଇନା ଉପରେ ଲିପଷ୍ଟିକରେ ଲେଖାଥିଲା ...

    14983
    Nov 11, 2026
  • 'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା
    ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15337
    Nov 12, 2026
  • ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ସମାଧାନ ପାଇଁ ଶାନ୍ତି କଥାବାର୍ତ୍ତା ଆରମ୍ଭ
    ଦେଶ-ଦେଶାନ୍ତର

    ଆବୁଧାବିରେ ରୁଷ୍-ୟୁକ୍ରେନ ଯୁଦ୍ଧର ସମାଧାନ ପାଇଁ ଶାନ୍ତି କଥାବାର୍ତ୍ତା ଆରମ୍ଭ

    15304
    Nov 11, 2026
  • ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ଅବଶେଷ ଫେରାଇଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ
    ଦେଶ-ଦେଶାନ୍ତର

    ନାଗା ସମ୍ପ୍ରଦାୟଠୁ ନେଇଥିବା ୩୯ ଜଣଙ୍କ ଅବଶେଷ ଫେରାଇଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ

    14258
    Nov 11, 2026
  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧
    ଦେଶ-ଦେଶାନ୍ତର

    ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧

    13998
    Nov 11, 2026
  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ
    ଦେଶ-ଦେଶାନ୍ତର

    ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14211
    Nov 12, 2026
  • ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ହୁଆଙ୍ଗ୍
    ଦେଶ-ଦେଶାନ୍ତର

    ହନି ଟ୍ରାପ୍‌ରେ Nvidia ର ସିଇଓ ଜେନସେନ୍ ହୁଆଙ୍ଗ୍

    13875
    Nov 11, 2026
  • ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି
    ଦେଶ-ଦେଶାନ୍ତର

    ନକଲି ନୁହେଁ ଅସଲି ସୁନା, ହୀରାରେ ରଙ୍ଗୋଲି

    14217
    Nov 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ୱଚ୍ଛ ସର୍ଭେକ୍ଷଣ : ଇନ୍ଦୋରକୁ ପଛରେ ପକାଇ ନଭି ମୁମ୍ବାଇ ନମ୍ବର -୧

    13505
    Nov 12, 2026
  • ଦେଶ-ଦେଶାନ୍ତର

    ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14211
    Nov 12, 2026
  • ଦେଶ-ଦେଶାନ୍ତର

    'ବିଲଙ୍ଗିଙ୍ଗ୍‌'କୁ ନେଇ ବିବାଦ ତେଜିଲା

    15337
    Nov 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17270
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17972
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17918
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18340
    Sep 06, 2023

ବିଶେଷ

  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14194
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15542
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14336
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14406
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    15017
    Nov 01, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15573
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14157
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14165
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14449
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକାରେ କୋଭିଡ୍-୧୯ର ନୂଆ ଭାରିଆଣ୍ଟ ପିଜେ.୨.୧

    13998
    Nov 11, 2026
  • ୪ ଟଙ୍କା ବଢ଼ିଲା ଅମୁଲ କ୍ଷୀର

    15488
    Nov 12, 2026
  • ପ୍ରେସର କୁକରରେ ସିଝିଲାନି ଡାଲି, କ୍ଷତିପୂରଣ ଦେଲା କମ୍ପାନୀ

    14211
    Nov 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In