Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

  • ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ...

  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ...

ରାଜ୍ୟ
Home ›› ରାଜ୍ୟ ››ସବ୍‌ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁ

ସବ୍‌ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁ

2026-09-06 07:15:45
14552
Share:
Facebook
Twitter
E-Mail
WhatsApp
Telegram
ସବ୍‌ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁ

ପାରଳାଖେମୁଣ୍ଡି: ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ ଗ୍ରାମର ରୁନା ବଡ଼ରଇତ। ପ୍ରାୟ ୪୫ ଦିନ ଧରି ସେ ଏକ ପୋକ୍ସୋ ମାମଲାରେ ବିଚାରାଧୀନ କଏଦୀ ଭାବେ ଜେଲ୍‌ରେ ଥିଲେ।
ଜେଲରଙ୍କ ସୂଚନା ଅନୁଯାୟୀ, ରୁନା ଶନିବାର ରାତିରେ ଅନ୍ୟ କଏଦୀଙ୍କ ସହ ରାତ୍ରିଭୋଜନ ସାରି ବିଶ୍ରାମ ନେଉଥିବାବେଳେ ଅସୁସ୍ଥ ଅନୁଭବ କରିଥିଲେ। ଜେଲ ଫାର୍ମାସିଷ୍ଟ ପ୍ରାଥମିକ ଚିକିତ୍ସା କରିବା ପରେ ତାଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ରୁନାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମୃତ୍ୟୁର ପ୍ରକୃତ କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ। ଘଟଣା ସମ୍ପର୍କରେ ପରିବାରକୁ ପ୍ରଥମେ ରୁନାଙ୍କ ଅସୁସ୍ଥତା ଏବଂ ପରେ ମୃତ୍ୟୁ ସମ୍ପର୍କରେ ଜଣାଇ ଦିଆଯାଇଥିବା ଜେଲର କହିଛନ୍ତି।
ଅନ୍ୟପକ୍ଷରେ ପାରଳାଖେମୁଣ୍ଡି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ରୁନାଙ୍କ ମୃତ୍ୟୁକୁ ନେଇ ପରିବାର ଓ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ରୁନାଙ୍କ ସ୍ତ୍ରୀଙ୍କ କହିବାନୁଯାୟୀ, ଗିରଫ ସମୟରେ ରୁନା ସୁସ୍ଥ ଥିଲେ। ଏପରିକି ପ୍ରାୟ ୧୫ ଦିନ ତଳେ ଜେଲ୍‌ରେ ଭେଟିବା ସମୟରେ ମଧ୍ୟ ତାଙ୍କର କୌଣସି ଗୁରୁତର ସ୍ବାସ୍ଥ୍ୟ ସମସ୍ୟା ଥିବା ଜଣାପଡ଼ି ନ ଥିଲା ବୋଲି ପରିବାର ପକ୍ଷରୁ କୁହାଯାଇଛି। ଜେଲ ହାଜତରେ ମୃତ୍ୟୁ ହୋଇଥିବାରୁ ଉପଯୁକ୍ତ କ୍ଷତିପୂରଣ ପାଇଁ ପରିବାର ଓ ଗ୍ରାମବାସୀ ଦାବି କରିଛନ୍ତି। ଦାବିପୂରଣ ନ ହେଲେ ମୃତଦେହ ନେଇ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି।

ଏବେ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା ରହିଛି। ବ୍ୟବଚ୍ଛେଦ ପରେ ହିଁ ରୁନାଙ୍କ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଜଣାପଡ଼ିଛି।

Powered by Froala Editor

Tags Dead

Related articles Odisha News Lens 4.1

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13677
    Sep 06, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14162
    Sep 06, 2026
  • ସାମରିକ ଘାଟିରେ ବିସ୍ଫୋରଣ;  ଚାଲିଗଲା ୧୦ ଜୀବନ
    ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13686
    Sep 05, 2026
  • ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...
    ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ...

    13808
    Sep 05, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14836
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14571
    Sep 06, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14538
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15269
    Sep 05, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13969
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜଣେ ଉତ୍ସର୍ଗୀକୃତ ଓ ଯତ୍ନଶୀଳ ଶିକ୍ଷକ ପ୍ରତ୍ୟେକ ଛାତ୍ରଙ୍କ ଅନନ୍ୟ ପ୍ରତିଭା ଓ ସାମର୍ଥ୍ୟକୁ ଚିହ୍ନଟ କରିପାରନ୍ତି: ରାଷ୍ଟ୍ରପତି

    13808
    Sep 05, 2026
  • ଦେଶ-ଦେଶାନ୍ତର

    ସାମରିକ ଘାଟିରେ ବିସ୍ଫୋରଣ; ଚାଲିଗଲା ୧୦ ଜୀବନ

    13686
    Sep 05, 2026
  • ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13733
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17076
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17735
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18148
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    13969
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13741
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14545
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14850
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14802
    Aug 27, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14066
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14590
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15458
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14806
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14836
    Sep 06, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13677
    Sep 06, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14162
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In