Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ...

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ...

  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ...

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ...

ରାଜନୀତି
Home ›› ରାଜନୀତି ››ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ଶ୍ରୀ ବି.ଏଲ.ସନ୍ତୋଷ

ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ଶ୍ରୀ ବି.ଏଲ.ସନ୍ତୋଷ

2026-09-06 18:10:19
15907
Share:
Facebook
Twitter
E-Mail
WhatsApp
Telegram
ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ଶ୍ରୀ ବି.ଏଲ.ସନ୍ତୋଷ

କଟକ / ଭୁବନେଶ୍ୱର, ତା.୦୬/୦୯: ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କଟକଠାରେ ଅନୁଷ୍ଠିତ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ଦି୍ୱତୀୟ ଦିବସରେ ଆଜି ଯୋଗ ଦେଇ କାର୍ଯ୍ୟକାରିଣୀକୁ ସମ୍ବୋଧିତ କରିବା ଅବସରରେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ଶ୍ରୀ ବି.ଏଲ.ସନ୍ତୋଷ କହିଛନ୍ତି ଯେ, ବିଜେପିର ମୂଳମନ୍ତ୍ର ହେଉଛି ସେବା ଭାବ । ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା । ସମାଜର ଶେଷ ସୋପନରେ ଥିବା ବ୍ୟକ୍ତିପାଖରେ ପହଂଚି ତାଙ୍କୁ ସେବା, ସୁବିଧା ଓ ମୈାଳିକ ଅଧିକାର ପ୍ରଦାନ କରିବା ହେଉଛି ମୂଳ ଲକ୍ଷ୍ୟ । ଯେଉଁ ରାଜ୍ୟମାନଙ୍କରେ ବିଜେପି ଥରେ ଶାସନ ଦାୟୀତ୍ୱରେ ଆସିଛି, ଏହି ସେବା ମନୋଭାବ କାରଣରୁ ସେହି ରାଜ୍ୟବାସୀମାନେ ବାରମ୍ବାର ବିଜେପିକୁ ଶାସନ ଦାୟୀତ୍ୱ ପ୍ରଦାନ କରିଛନ୍ତି । ଓଡିଶାରେ ବିଜେପି ସରକାର ଗଠନ ହେବା ପରେ ସେବା ମନୋଭାବକୁ ଅଗ୍ରାଧିକାର ଦେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ସରକାର ନିୟମିତ ଭାବେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଏବଂ ତାଙ୍କ ସୁଖ ଦୁଃଖର ସାଥୀ ହୋଇ ଛିଡା ହେଉଛନ୍ତି । ଆଗାମୀ ପଂଚାୟତ, ନଗରପାଳିକା ଓ ସମବାୟ ନିର୍ବାଚନରେ ଲୋକଙ୍କ ସହ ଛିଡା ହେବା ସହିତ କଠିନ ପରିଶ୍ରମ କରି ଲୋକଙ୍କ ଆସ୍ଥାଭାଜନ ହେବା ବୋଲି ରାଷ୍ଟ୍ରୀୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ବି.ଏଲ.ସନ୍ତୋଷ କହିଛନ୍ତି ।

ସେହିପରି ମାନନୀୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଏବଂ ଏହାର କାର୍ଯ୍ୟକାରିତା ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।

ଆଗାମୀ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ବଳିଷ୍ଠ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅହରହ ପରିଶ୍ରମ ଏବଂ ଦେଶବାସିଙ୍କ ସଂକଳ୍ପକୁ ଆଦୈା ବୁଝି ପାରିନଥିବା ବିରୋଧୀ ଦଳମାନଙ୍କ ଆଚରଣ ଓ ଉଚ୍ଚାରଣ ଅତ୍ୟନ୍ତ ନିନ୍ଦନୀୟ । ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀର ଦ୍ୱିତୀୟ ଦିନ ଅବସରରେ ଆଜି ରାଜନୈତିକ ଚିଠା ପ୍ରସ୍ତାବ ଆଗତ ହୋଇଥିଲା । ପ୍ରତିକୁଳ ପରିସ୍ଥିତିରେ ଭାରତବର୍ଷର ଆର୍ଥିକ ଅଭିବୃଦ୍ଧି ୭.୮ ପ୍ରତିଶତ ହାରରେ ବୃଦ୍ଧି ପାଉଥିବାବେଳେ ବିରୋଧୀ ଦଳଗୁଡିକ ଅପପ୍ରଚାର କରି ଭାରତବର୍ଷକୁ ବଦନାମ କରିବାର ଚକ୍ରାନ୍ତ କରୁଛନ୍ତି । ବିରୋଧିଦଳମାନେ ଦେଶ ବିଭାଜନକାରୀ ଶକ୍ତିମାନଙ୍କ ସହ ହାତ ମିଳାଇ, ବିଭିନ୍ନ ଦେଶ ବିରୋଧି ଗତିବିଧିରେ ସାମିଲ ହେଉଛନ୍ତି । ରାଷ୍ଟ୍ରୀୟ ଗୀତ ବନ୍ଦେ ମାତରମ୍‌କୁ ସାରା ଦେଶବାସୀ ଗର୍ବର ସହ ଗାଉଥିବାବେଳେ କଂଗ୍ରେସ ଦଳ ଅବମାନନା କରିଛି । ଗତ ଅଗଷ୍ଟ ୧୫ ତାରିଖ ଦିନ ଦିଲ୍ଲୀସ୍ଥିତ କଂଗ୍ରେସ ମୁଖ୍ୟାଳୟରେ ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀ ସଂପୂର୍ଣ୍ଣ ବନ୍ଦେ ମାତରମ୍ ଗାନ ବେଳେ ଯେଉଁ ଭଳି ଭାବରେ ଘୃଣା ଭାବ ପ୍ରକାଶ କଲେ, ତାହା ଅତ୍ୟନ୍ତ କ୍ଷୋଭର ବିଷୟ ଏବଂ ନିନ୍ଦନୀୟ । ଯାହା କଂଗ୍ରେସର ଦେଶବିରୋଧୀ ମାନସିକତାର ଏକ ନିଚ୍ଛକ ଦୃଷ୍ଟାନ୍ତ । ସଂସଦରେ ମହିଳା ଆରକ୍ଷଣ ବିଲ୍‌କୁ ବିରୋଧ କରି କଂଗ୍ରେସ ଓ ବିରୋଧୀଦଳମାନେ ତାଙ୍କ ମହିଳା ବିରୋଧୀ ମନୋଭାବକୁ ସ୍ପଷ୍ଟ ଭାବେ ପ୍ରକାଶିତ କରିଛନ୍ତି । ସେହିଭଳି ଅର୍ବାନ ଏବଂ ଦିମାଗୀ ନକ୍ସଲମାନଙ୍କୁ ସମର୍ଥନ, ଦେଶର ସୁରକ୍ଷା ଏବଂ ସାର୍ବଭୈାମତ୍ୱ ପ୍ରତି ବିପଦ ସୃଷ୍ଟି କରୁଥିବା ଏଫସିଆରଏ ଆଇନକୁ ବିରୋଧ କରି ବିରୋଧୀ ଦଳମାନେ ନିଜର ଭାରତ ବିରୋଧି ମାନସିକତାର ପରିଚୟ ଦେଇଛନ୍ତି । ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନାମ ସହ ଅନ୍ୟ ରାଷ୍ଟ୍ରମୁଖ୍ୟଙ୍କୁ ଯୋଡି ଆଶାଳୀନ ମନ୍ତବ୍ୟ ଦେଇଛନ୍ତି, ଯାହାକି ଆମ ଭାରତୀୟ ସଂସ୍କୃତି ଓ ପରଂପରାର ବିରୋଧୀ । ଅନ୍ୟ ପଟେ ରାଜ୍ୟରେ ବିଜେଡି ସରକାର ସମୟରେ ଘଟିଥିବା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟାକାଣ୍ଡକୁ ନେଇ ଗଠିତ ହୋଇଥିବା ତଦନ୍ତ କମିଶନ ଫାଇଲ୍‌କୁ ନବୀନ ବାବୁଙ୍କ ସରକାର ଜାଣିଶୁଣି ଚୋରି କରିଛନ୍ତି । ହତ୍ୟାଭଳି ସମ୍ବେଦନଶୀଳ ଘଟଣାର ତଦନ୍ତ କମିଶନ ରିପୋର୍ଟକୁ ଗାଏବ କରିବା ଘଟଣା ଅତ୍ୟନ୍ତ ଚିନ୍ତାର ବିଷୟ । ବିଜେଡିର ବି-ଟିମ୍ ଭୂମିକାରେ ଅବତୀର୍ଣ୍ଣ ହୋଇ ଓଡ଼ିଶାରେ କଂଗ୍ରେସ ଦଳ ବିଜେଡି ନିର୍ଦ୍ଦେଶ ଅନୁସାରେ ପରିଚାଳିତ ହେଉଛି । ରାଜ୍ୟରେ ଏମ୍‌ଏମ୍‌ଡିଆର୍ ସଂଶୋଧନକୁ ଉଭୟ କଂଗ୍ରେସ ଏବଂ ବିଜେଡି ବିରୋଧ କରି ଭ୍ରମାତ୍ମକ ତଥ୍ୟ ଦେଇ ମିଛର ପ୍ରହେଳିକା ସୃଷ୍ଟି କରୁଛନ୍ତି । ଓଡ଼ିଶାରେ ଚଳିତବର୍ଷ ବ୍ୟାପକ ବନ୍ୟାରେ ୯ଟି ଜିଲ୍ଲା କ୍ଷତିଗ୍ରସ୍ତ ହୋଇଥିବାବେଳେ ବନ୍ୟାକୁ ନେଇ ବିଜେଡି ନେତୃତ୍ୱମାନଙ୍କର ତୁଚ୍ଛ ରାଜନୀତି ଏବଂ ହାଲ୍‌କା ମନ୍ତବ୍ୟ ବନ୍ୟା ପ୍ରଭାବିତ କ୍ଷତିଗ୍ରସ୍ତମାନଙ୍କ ମନରେ ଦୁଃଖ ଦେଇଛି । ଦେଶ ଓ ରାଜ୍ୟର ସାମ୍ପ୍ରତିକ ସ୍ଥିତିରେ ଉଭୟ କଂଗ୍ରେସ ଓ ବିଜେଡି ଦଳଗୁଡିକର ଆଚରଣ ଅତ୍ୟନ୍ତ ଦୁର୍ଭାଗ୍ୟଜନକ ।  ଯାହାକୁ ଆଜିର ଏହି କାର୍ଯ୍ୟକାରିଣୀରେ ଦୃଢ଼ଭାବେ ନିନ୍ଦା କରାଯାଇ ରାଜନୈତିକ ଚିଠା ପ୍ରସ୍ତାବ ଆଗତ କରାଯିବା ସହିତ ପାରିତ କରାଯାଇଛି ସମୃଦ୍ଧ ଓଡିଶା ଗଠନ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ଏହି କାର୍ଯ୍ୟକାରିଣୀ ପ୍ରେରଣା ଯୋଗାଇଛି ବୋଲି ସାଂସଦ ଡ. ସମ୍ବିତ ପାତ୍ର ଗଣାମାଧ୍ୟମରେ ସୂଚନା ଦେଇଛନ୍ତି । ଏହି ଅବସରରେ ରାଜ୍ୟ ଉପସଭାପତି ଡ.ଯତୀନ ମହାନ୍ତି ଏବଂ ପ୍ରକୋଷ୍ଟ ସଂଯୋଜକ ଶ୍ରୀ ସୁଦୀପ୍ତ ରାୟ ଉପସ୍ଥିତ ଥିଲେ ।

ଆଜିର ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ଶ୍ରୀ ସୁନୀଲ ବଂସଲ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି.ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡା, ରାଜ୍ୟ ପ୍ରଭାରୀ ଶ୍ରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡି, ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ମାନସ କୁମାର ମହାନ୍ତି, ମନ୍ତ୍ରୀଗଣ, ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟମାନେ ଉପସ୍ଥିତ ଥିଲେ ।

Powered by Froala Editor

Tags BJP, BJPOdisha

Related articles Odisha News Lens 4.1

  • ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...
    ଦେଶ-ଦେଶାନ୍ତର

    ଉତ୍ତରାଖଣ୍ଡରୁ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ମାମଲା: ଟଙ୍କା ନେଇ ଜାଲ ପ୍ରମାଣପତ୍ର ...

    13699
    Sep 26, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...
    ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ ...

    13915
    Sep 26, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15439
    Sep 27, 2026
  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି
    ମନୋରଞ୍ଜନ

    ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ସମ୍ପତ୍ତି ୧୦ ହଜାର କୋଟି

    15274
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13857
    Sep 27, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......
    ବିଶେଷ

    ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13495
    Sep 27, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15177
    Sep 27, 2026
  • ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଷ୍ଟ୍ରେଟ ଅଫ ହର୍ମୁଜର ନାମ ବଦଳାଇ ‘ଟ୍ରମ୍ପ ଷ୍ଟ୍ରେଟ’ ନାମ ରଖିଲେ ଟ୍ରମ୍ପ

    15117
    Sep 26, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13463
    Sep 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13463
    Sep 27, 2026
  • ବାଣିଜ୍ୟ

    ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    13915
    Sep 26, 2026
  • ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13857
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17132
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17821
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18201
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13495
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15666
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15230
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14603
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14843
    Sep 11, 2026

ବାଣିଜ୍ୟ

ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

ନୂଆଦିଲ୍ଲୀ: ଆକ୍ସନ ଗ୍ରୁପ୍‌ର ଏକ ଅଂଶ ତଥା କାଷ୍ଠ ଭିତ୍ତିକ ପାନେଲ୍‌ ଉତ୍ପାଦଗୁଡିକର ଏକ ଅଗ୍ରଣୀ ଉତ୍ପାଦନକାରୀ ଆକ୍ସନ ଟେସା ୨୪ ସେପ୍ଟେମ୍ବର ୨୦୨୬ ଦିନ ଭାରତର ୫୦ରୁ ଅଧିକ ସ୍ଥାନରେ ଜାତୀୟ ବଢେଇ ଦିବସ ପ ...

  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15942
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14430
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15622
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    15385
    Sep 16, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୩୦ରେ ବଡ଼ ବୈଠକ, ସିଇସି ଜ୍ଞାନେଶଙ୍କୁ ହଟାଇବାକୁ ସ୍ୱାକ୍ଷର କରାଯିବ ମହାଭିଯୋଗ ପ୍ରସ୍ତାବ

    13648
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    13857
    Sep 27, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13463
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In