Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

ରାଜ୍ୟ
Home ›› ରାଜ୍ୟ ››କ୍ୟାବିନେଟ୍ ବୈଠକ: ୧୨ଟି ବିଭାଗର ୧୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର

କ୍ୟାବିନେଟ୍ ବୈଠକ: ୧୨ଟି ବିଭାଗର ୧୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର

2026-09-08 06:03:36
14835
Share:
Facebook
Twitter
E-Mail
WhatsApp
Telegram
କ୍ୟାବିନେଟ୍ ବୈଠକ:  ୧୨ଟି ବିଭାଗର ୧୮ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱାସଭିତ୍ତିକ ଶାସନକୁ ସୁଦୃଢ଼ କରିବା ପାଇଁ ନିୟାମକ ସଂସ୍କାରର ଦ୍ୱିତୀୟ ତଥା ବ୍ୟାପକ ପର୍ଯ୍ୟାୟକୁ ତର୍ଜମା କରି ‘ଓଡ଼ିଶା ଜନବିଶ୍ୱାସ ବିଲ୍, ୨୦୨୬’କୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛନ୍ତି। ସେହିପରି, ଜଳସମ୍ପଦ ବିଭାଗର ନୂତନ ଐତିହ୍ୟ ଓ ପର୍ଯ୍ୟଟନଭିତ୍ତିକ ‘ବୋଇତ’ ଯୋଜନାକୁ ମଧ୍ୟ କ୍ୟାବିନେଟ୍‌ ମଞ୍ଜୁର କରିଛନ୍ତି।
ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୧୨ଟି ବିଭାଗର ୧୮ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ମାରିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକର ପ୍ରମୁଖ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ‘ଓଡ଼ିଶା ଜନ ବିଶ୍ୱାସ ବିଲ୍, ୨୦୨୬’ ମାଧ୍ୟମରେ ୧୧ଟି ସରକାରୀ ବିଭାଗ ଦ୍ୱାରା ପରିଚାଳିତ ୧୬ଟି ରାଜ୍ୟ ଆଇନର ୬୨ଟି ବ୍ୟବସ୍ଥାରେ ସଂଶୋଧନ କରାଯିବାର ପ୍ରସ୍ତାବ ରହିଛି। ବିଲ୍‌କୁ ଦୁଇଟି ସୂଚୀରେ ବିଭକ୍ତ କରାଯାଇଛି। ପ୍ରଥମ ଅନୁସୂଚୀରେ ୧୧ଟି ଆଇନର ୩୫ଟି ସଂଶୋଧନ କରାଯାଇ କ୍ଷୁଦ୍ର, ବୈଷୟିକ ଏବଂ ପ୍ରକ୍ରିୟାଗତ ଅପରାଧଗୁଡ଼ିକୁ ଅପରାଧମୁକ୍ତ କରାଯିବା ସହ ଜେଲଦଣ୍ଡ ବଦଳରେ କେବଳ ସମାନୁପାତିକ ଆର୍ଥିକ ଜୋରିମାନାର ବ୍ୟବସ୍ଥା କରାଯାଇଛି। ସେହିପରି ଦ୍ୱିତୀୟ ଅନୁସୂଚୀରେ ୫ଟି ଆଇନରେ ୨୭ଟି ସଂଶୋଧନ କରାଯାଇ ଲାଇସେନ୍ସ ପ୍ରଦାନ ଓ ନିୟାମକ ବ୍ୟବସ୍ଥାକୁ ଅଧିକ ସରଳ କରାଯାଇଛି। ଏହାଦ୍ୱାରା ଲାଇସେନ୍ସର ବୈଧତା ଅବଧି ବୃଦ୍ଧି ପାଇବା ସହ ନବୀକରଣ (ରିନ୍ୟୁଆଲ୍) ପ୍ରକ୍ରିୟା ହ୍ରାସ ପାଇବ। ପୌର ଓ ସ୍ଥାନୀୟ ସଂସ୍ଥାଗୁଡ଼ିକରୁ ବାଣିଜ୍ୟ ଲାଇସେନ୍ସ ପାଇଥିବା ବ୍ୟବସାୟୀଙ୍କୁ ଅନ୍ୟ ବିଭାଗରୁ ଆଉ ଡୁପ୍ଲିକେଟ୍ ଲାଇସେନ୍ସ ନେବାର ଆବଶ୍ୟକତା ପଡ଼ିବ ନାହିଁ। ଏହି ସଂସ୍କାର ଫଳରେ ନିବେଶକ ଓ ସାଧାରଣ ନାଗରିକଙ୍କ ଉପରୁ ଅଯଥା ଆଇନଗତ ବୋଝ ତଥା ପ୍ରକ୍ରିୟାଗତ ବିଳମ୍ବ ହ୍ରାସ ପାଇବ ଏବଂ ପ୍ରଶାସନିକ ଦକ୍ଷତା ବୃଦ୍ଧି ପାଇବ ବୋଲି ସରକାର ଲକ୍ଷ୍ୟ ରଖିଛନ୍ତି। କୃଷି ବଜାର ଲାଇସେନ୍ସର ବର୍ଦ୍ଧିତ ବୈଧତା, ଗ୍ରାମ ପଞ୍ଚାୟତ ଲାଇସେନ୍ସ ଆବଶ୍ୟକତାକୁ ଯୁକ୍ତିଯୁକ୍ତ କରିବା ଏବଂ ନାମ ବୋର୍ଡ, ସାର୍ବଜନୀନ-ରାସ୍ତା କାର୍ଯ୍ୟ ଏବଂ ନିର୍ଦିଷ୍ଟ ଅସ୍ଥାୟୀ ବାଣିଜ୍ୟିକ କାର୍ଯ୍ୟକଳାପ ପାଇଁ ସରଳୀକୃତ ଅନୁମତି ଭଳି ପଦକ୍ଷେପ ମାଧ୍ୟମରେ ବ୍ୟବସାୟ ପାଇଁ ନିୟାମକ ସରଳୀକରଣ କରାଯାଇପାରିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।
ବୈଠକରେ ଜଳ ସମ୍ପଦ ବିଭାଗର ଏକ ଅଭିନବ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର ମିଳିଛି। ଓଡ଼ିଶାର ଐତିହାସିକ, ସାଂସ୍କୃତିକ ଏବଂ ଇଞ୍ଜିନିୟରିଂ ଐତିହ୍ୟକୁ ଉଜ୍ଜୀବିତ କରିବା ଉଦ୍ଦେଶ୍ୟରେ ରାଜ୍ୟର ଜଳସେଚନ ପ୍ରକଳ୍ପଗୁଡ଼ିକରେ ପର୍ଯ୍ୟଟନର ବିକାଶ ପାଇଁ ସରକାର ନୂତନ ‘ବୋଇତ’ ଯୋଜନାକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୬୫୦ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅର୍ଥାତ୍ ୫ ବର୍ଷ ଧରି କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ବ୍ରିଟିଶ ଶାସନ କାଳ ଓ ସ୍ୱାଧୀନତା ପରବର୍ତ୍ତୀ ପ୍ରାରମ୍ଭିକ ସମୟରେ ନିର୍ମିତ ଐତିହାସିକ ଜଳସେଚନ ସଂରଚନାଗୁଡ଼ିକର ସଂରକ୍ଷଣ ଏବଂ ପୁନରୁଦ୍ଧାର କରାଯିବ।

Powered by Froala Editor

Tags Cabinet

Related articles Odisha News Lens 4.1

  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14955
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15204
    Oct 01, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15049
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15099
    Sep 30, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14854
    Sep 30, 2026
  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ
    ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14510
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15655
    Oct 01, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15428
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    14865
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14854
    Sep 30, 2026
  • ଦେଶ-ଦେଶାନ୍ତର

    ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ଟେଲିଫୋନରେ ବାର୍ତ୍ତାଳପ

    14510
    Oct 01, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14955
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17142
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17831
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17795
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18211
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15241
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14021
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15760
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15327
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14701
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14676
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14388
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15956
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15204
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    14865
    Oct 01, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14955
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In