Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 29, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

  • ଇରାନର ସାତଦିନିଆ ଅସ୍ତ୍ରବିରତି ...

  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

  • ସବୁଠୁ ଧନୀ ସେଲିବ୍ରିଟି ଶାହରୁଖ, ...

  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର ...

ଅପରାଧ
Home ›› ଅପରାଧ ››ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

2026-09-08 20:31:56
14541
Share:
Facebook
Twitter
E-Mail
WhatsApp
Telegram
ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

ଗୌହାଟୀସ୍ଥିତ ନିଜ ଆପାର୍ଟମେଣ୍ଟରେ ଜଣେ ୨୫ ବର୍ଷୀୟା ମହିଳାଙ୍କ ମୃତଦେହ ମିଳିଛି। ମୃତ ମହିଳାଙ୍କ ନାଁ ରିୟା ତାଲୁକଦାର। ସେପ୍ଟେମ୍ବର ୬ ତାରିଖରେ ପଡ଼ୋଶୀମାନେ ଦୁର୍ଗନ୍ଧ ଆସୁଥିବା ନେଇ ଅଭିଯୋଗ କରିବା ପରେ ପୋଲିସ ସେହି ଆପାର୍ଟମେଣ୍ଟରେ ପହଞ୍ଚିଥିଲା । ସେଠାରେ କିଛି ମାସ ପୂର୍ବେ ବିବାହ କରିଥିବା ଏହି ଦମ୍ପତି ରହୁଥିଲେ। ପଡ଼ୋଶୀମାନେ ପୋଲିସକୁ କହିଥିଲେ ଯେ ସେମାନେ ଦୁଇ ଦିନ ଧରି ଦମ୍ପତିଙ୍କୁ ଦେଖିନାହାନ୍ତି ଏବଂ ସେମାନଙ୍କ ଫୋନ୍ ମଧ୍ୟ ବନ୍ଦ ରହିଛି।

ଏହାପରେ ପୋଲିସ ଆପାର୍ଟମେଣ୍ଟର ତାଲା ଭାଙ୍ଗି ଭିତରକୁ ଯାଇଥିଲା ଏବଂ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ପାଇଥିଲା। ତାଙ୍କ ଆଙ୍ଗୁଠିଗୁଡ଼ିକ ଅଧା କଟା ହୋଇଥିଲା, ଶରୀର ପଚିବା ଆରମ୍ଭ ହୋଇଯାଇଥିଲା ଏବଂ ମୁଣ୍ଡଟି ଶରୀର ସହ ନଥିଲା । ଫ୍ରିଜ୍ ଭିତରେ ଥିବା ଏକ ପଲିଥିନ୍ ବ୍ୟାଗ୍‌ରୁ ମହିଳାଙ୍କ ମୁଣ୍ଡ ଓ ଆଙ୍ଗୁଠି ଉଦ୍ଧାର କରିଥିଲା। ଘଟଣାସ୍ଥଳରେ ତାଙ୍କ ସ୍ୱାମୀଙ୍କର କୌଣସି ପତ୍ତା ମିଳିନଥିଲା। ପଡ଼ୋଶୀମାନେ କହିଥିଲେ ଯେ ସେମାନେ ଶେଷ ଥର ପାଇଁ ତାଙ୍କୁ ଶୁକ୍ରବାର ଦିନ ଦେଖିଥିଲେ।

ମୃତ ମହିଳା ନୂନମତି ଅଞ୍ଚଳର ବାସିନ୍ଦା ଥିବାବେଳେ ଫ୍ୟାନ୍ସି ବଜାରର ଏସି ମାର୍କେଟ୍‌ରେ ଥିବା ଏକ ବୁଟିକ୍‌ରେ କାମ କରୁଥିଲେ। ରିୟା ତାଙ୍କ ସ୍ୱାମୀ ରାମାନୁଜନ ଗୋସ୍ୱାମୀଙ୍କ ସହ ଗୌହାଟୀର ବେଲଟୋଲା ଅଞ୍ଚଳର ବଶିଷ୍ଠପୁର ବାଇଲେନ୍‌ରେ ଥିବା ଅଞ୍ଜଳି ଗୃହ ଆପାର୍ଟମେଣ୍ଟର ଏକ ଘରେ ପ୍ରାୟ ୬ ମାସ ଧରି ରହୁଥିଲେ। ବିବାହର ମାତ୍ର କିଛି ମାସ ପରେ ଘଟିଥିବା ଏହି ଘଟଣା ପରେ ପୋଲିସ ତାଙ୍କ ସ୍ୱାମୀଙ୍କୁ ଖୋଜିବା ଆରମ୍ଭ କରିଥିଲା।

ଏହାପରେ ମୃତଦେହ ଓ କଟା ମୁଣ୍ଡକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ରବିବାର ରାତିରେ ତାଙ୍କ ସ୍ୱାମୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲା ।

Powered by Froala Editor

Tags murder

Related articles Odisha News Lens 4.1

  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15402
    Sep 27, 2026
  • ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା
    ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14082
    Sep 27, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    13782
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13884
    Sep 28, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13941
    Sep 28, 2026
  • ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନର ସାତଦିନିଆ ଅସ୍ତ୍ରବିରତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲେ ଟ୍ରମ୍ପ

    15662
    Sep 27, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14584
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...
    ଅପରାଧ

    ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ...

    13690
    Sep 27, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14572
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14572
    Sep 28, 2026
  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13941
    Sep 28, 2026
  • ଦେଶ-ଦେଶାନ୍ତର

    ଆଜି ରବିବାର କିନ୍ତୁ ବ୍ୟାଙ୍କ ଖୋଲା

    14082
    Sep 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17135
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17822
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17790
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18204
    Sep 06, 2023

ବିଶେଷ

  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13719
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15690
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15255
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14630
    Sep 18, 2026
  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14868
    Sep 11, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14111
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15943
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14432
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15624
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    13941
    Sep 28, 2026
  • ଗହଣା କଲେକ୍ସନ୍ ରିଲ୍ସ ନିୟମିତ ଶେୟାର କରୁଥିଲେ, ୟୁଟ୍ୟୁବରଙ୍କ ଘରେ କଳାକନା ବୁଲାଇଲେ ଚୋର

    13690
    Sep 27, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    13884
    Sep 28, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In