Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, May 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ...

  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

  • ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ...

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ...

  • ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ...

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ...

  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ...

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ...

  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ...

Home ›› ››ପିଶାଚି ମା, ଟଙ୍କା ପାଇଁ ନିଜ ଝିଅକୁ ଅନୈତିକ ସଂପର୍କ ରଖିବାକୁ ବାଧ୍ୟ କରୁଥିଲା

ପିଶାଚି ମା, ଟଙ୍କା ପାଇଁ ନିଜ ଝିଅକୁ ଅନୈତିକ ସଂପର୍କ ରଖିବାକୁ ବାଧ୍ୟ କରୁଥିଲା

2021-08-05 06:52:27
14902
Share:
Facebook
Twitter
E-Mail
WhatsApp
Telegram
ପିଶାଚି ମା, ଟଙ୍କା ପାଇଁ ନିଜ ଝିଅକୁ ଅନୈତିକ ସଂପର୍କ ରଖିବାକୁ ବାଧ୍ୟ କରୁଥିଲା

ଭୁବନେଶ୍ୱର : ଟଙ୍କା ପାଇଁ ଜଣେ ମା’ ତା’ଝିଅର ଇଜ୍ଜତକୁ ବଜାରରେ ନିଲାମ କରିବାକୁ ପଛାଇ ନାହିଁ । ଦୀର୍ଘ ୬ବର୍ଷ ଧରି ଏକାଧିକ ଲୋକଙ୍କୁ ଘରକୁ ଡାକି ଝିଅକୁ ଅନୈତିକ ସଂପର୍କ ରଖିବାକୁ ବାଧ୍ୟ କରିଛି । ଖାଲି ଏତିକି ନୁହେଁ, ଘର ବ୍ୟତୀତ ଯିଏ ଚାହିଁବ ଝିଅକୁ ବୁଲାଇ ନେବା ବାହାନାରେ ବାହାରେ ହୋଟେଲରେ ମଧ୍ୟ ଏଭଳି ଘୃଣ୍ୟକାମରେ ଲଗାଇଛି ପିଶାଚି ମା’ । ଏ ନେଇ ନାବାଳିକା ଜଣକ ନିଜ ମା’ ବିରୋଧରେ ଭରତପୁର ଥାନାରେ ଗତ ୨ ତାରିଖରେ ଏତଲା ଦେବା ପରେ ପୁଲିସ ଅଭିଯୁକ୍ତ ମା ସମେତ ନାବାଳିକା ସହିତ ବାରମ୍ବାର ଅନୈତିକ ସଂପର୍କ ରଖିଥିବା ବରମୁଣ୍ଡାର ଆଶିଷ କୁମ୍ଭାର ଓ ତମାଣ୍ଡୋର ଅମିତ ସେଠୀକୁ ଗିରଫ କରିଛି । ମିଳିଥିବା ସୂଚନା ମୁତାବକ, ନାବାଳିକାଙ୍କ ମା ଦୀର୍ଘ ବର୍ଷ ହେବ ତାଙ୍କ ସ୍ୱାମୀଙ୍କ ଠାରୁ ଅଲଗା ହୋଇ ଆସି ବରମୁଣ୍ଡା ଶରଧାପଲ୍ଲୀ ବସ୍ତିରେ ରହୁଥିଲା । ଘରେ କେହି ରହୁ ନ ଥିବା ବେଳେ ଝିଅ ଛୋଟ ହୋଇଥିବାରୁ ମାଆ ଘରକୁ ଅନେକ ସମୟରେ ଏକାଧିକ ପୁରୁଷଙ୍କୁ ଘରେ ପୂରାଉଥିଲା । ଏହାରି ଭିତରେ ଝିଅକୁ ମଧ୍ୟ ଅନୈତିକ କାମରେ ଲଗାଇବାକୁ ସ୍ଥିର କରିଥିଲା । ପ୍ରଥମେ ଝିଅକୁ ଏଭଳି ଘୃଣ୍ୟ ଲଗାଇବା ସମୟରେ ଝିଅ ଏହାକୁ ବିରୋଧ କରିଥିଲା । ମାତ୍ର ମା’ ଗରାଖ ହୋଇଆସିଥିବା ଲୋକଙ୍କୁ ସଂପର୍କୀୟ ମାମୁ, ଦାଦା ଆଦି କହି ଗେଲ କରୁଥିବା କଥା କହିଥିଲା । ଏହା ପରେ ସମୟ ସୁବିଧା ଦେଖି ଧୀରେ ଧୀରେ ଝିଅକୁ ନେଇ ଦେହ ବ୍ୟବସାୟରେ ଲଗାଇ ଏହାକୁ ପେଶା ଭାବେ ଆପଣାଇଥିଲା । ଗତ ଜୁଲାଇ ମାସରେ କୌଣସିମତେ ନାବାଳିକା ଜଣକ ଘରୁ ଖସିଆସି ବାହାରେ ବୁଲୁଥିବା ବେଳେ ତାକୁ ଏକ ସ୍ୱେଚ୍ଛାସେବୀ ସଂସ୍ଥା ରାସ୍ତାରୁ ପାଇଥିଲା । ଘର ଛାଡ଼ି କୁଆଡେ଼ ବୁଲୁଥିବା କଥା ପଚାରିବାରୁ ନାବାଳିକା ଜଣକ ତାଙ୍କ ମା’ର ନିର୍ଯାତନା ସଂପର୍କରେ କହିଥିଲା । ତା’ର ମୂଳ ଘର ପୁରୀ ହୋଇଥିବା ବେଳେ ଭରତପୁରରେ ରହୁଥିବା କହିଥିଲା । ଏନେଇ ପ୍ରଥମେ ପୁରୀ ଗୋପ ଥାନାରେ ଏତଲା ହେବା ପରେ ନାବାଳିକାକୁ ଶିଶୁ ସୁରକ୍ଷା କମିଟିରେ ହାଜର କରାଯାଇଥିଲା । ପରେ ତାକୁ ନେଇ ସିଡବ୍ଲୁସି ଭରତପୁର ଥାନାରେ ଅଭିଯୋଗ କରିବାରୁ ପୁଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିଛି । ନିକଟରେ ଚନ୍ଦ୍ରଶେଖରପୁର ଅଞ୍ଚଳରେ ମଧ୍ୟ ଜଣେ ନାବାଳିକା ଓ ତାଙ୍କ ଭାଇ ନିଜ ମା’ ବିରୋଧରେ ଏଭଳି ସଂଗିନ ଅଭିଯୋଗ ଆଣିଥିଲେ ।


Powered by Froala Editor

Tags BAD MOTHER

Related articles Odisha News Lens 4.1

  • ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ
    ଦେଶ-ଦେଶାନ୍ତର

    ଏଆଇଏଡିଏମ୍‌କେର ୩ ବିଧାୟକ ଟିଭିକେରେ ଯୋଗଦେଲେ

    13610
    May 26, 2026
  •  ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା
    ଦେଶ-ଦେଶାନ୍ତର

    ଜୁନ୍ ୧ ରୁ ମହିଳାମାନେ ପାଇବେ ୩,୦୦୦ ଟଙ୍କା

    15065
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ
    ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14858
    May 26, 2026
  • ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ
    ଦେଶ-ଦେଶାନ୍ତର

    ଇରାନର ବନ୍ଦର ସହର ଉପରେ ଆମେରିକା ପକ୍ଷରୁ ବିମାନ ଆକ୍ରମଣ

    14772
    May 27, 2026
  • ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ
    ଦେଶ-ଦେଶାନ୍ତର

    ନାବାଳିକା ଦୁଷ୍କର୍ମ ମାମଲା : ପ୍ରେସମିଟରେ ହସି ୩ IPS ସସପେଣ୍ଡ

    13594
    May 27, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ
    ବିଶେଷ

    ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14819
    May 27, 2026
  • ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ
    ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15218
    May 27, 2026
  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ
    ଦେଶ-ଦେଶାନ୍ତର

    ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15306
    May 27, 2026
  • କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା
    ଦେଶ-ଦେଶାନ୍ତର

    କକ୍ରୋଚ ଜନତା ପାର୍ଟିକୁ ସମର୍ଥନ ଜଣାଇଲେ ମମତା

    13740
    May 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14858
    May 26, 2026
  • ଦେଶ-ଦେଶାନ୍ତର

    ୮୦ ବର୍ଷର ଜଟିଳ ଗଣିତ ସମାଧାନ କଲା ଚାଟ୍‌ଜିପିଟି

    13753
    May 27, 2026
  • ଦେଶ-ଦେଶାନ୍ତର

    ଟିଏମସିରୁ ଇସ୍ତଫା ଦେଲେ କାକଳି ଘୋଷ

    15218
    May 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16885
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17507
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17554
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17936
    Sep 06, 2023

ବିଶେଷ

  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14819
    May 27, 2026
  • ନିଜ ମନ ପସନ୍ଦର ଗୀତ ଶୁଣିଲେ ବୃଦ୍ଧି ହୁଏ ସ୍ମରଣ ଶକ୍ତି

    14751
    May 26, 2026
  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15760
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    15047
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14458
    May 20, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15427
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15169
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15658
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13995
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୪୨ ଜଣ ବରଙ୍କୁ ଠକିଦେଲେ ମଧ୍ୟସ୍ଥି, ଅପେକ୍ଷା କରି କରି ଫେରିଲେ

    15306
    May 27, 2026
  • ଏଣିକି ୫ ଟଙ୍କାରେ ଖାଇପାରିବେ ମାଛ ତରକାରୀ ଓ ଭାତ

    14858
    May 26, 2026
  • ସ୍ବାସ୍ଥ୍ୟ ପାଇଁ ଭିଟାମିନ୍‌ ‘ସି’ ଭାରି ଉପକାରୀ

    14819
    May 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In