Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ...

  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍

  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

  • ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ...

  • ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ ...

  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ...

  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ...

ରାଜ୍ୟ
Home ›› ରାଜ୍ୟ ››୨୦ ମଧ୍ୟରେ ଆଗପଛ ହୋଇ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

୨୦ ମଧ୍ୟରେ ଆଗପଛ ହୋଇ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

2026-09-09 05:17:48
15350
Share:
Facebook
Twitter
E-Mail
WhatsApp
Telegram
୨୦ ମଧ୍ୟରେ ଆଗପଛ ହୋଇ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୨୦ତାରିଖ ମଧ୍ୟରେ ଆଗପଛ ହୋଇ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି। ଭାରତୀୟ ପାଣିପାଗ ବିଭାଗ ମଙ୍ଗଳବାର ସ୍ପଷ୍ଟ କରିଛି ଯେ ଆସନ୍ତା ୧୧ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କେନ୍ଦୁୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋୱାର୍ଣ୍ଣିଂ ଦିଆଯାଇଛି।
ପାଣିପାଗ ବିଶେଷଜ୍ଞ ପ୍ରଫେସର୍‌ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ବିଶ୍ବସ୍ତରୀୟ ପାଣିପାଗ ମଡେଲର ପୂର୍ବାନୁମାନ ଅନୁସାରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୦ରୁ ୧୧ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହୋଇପାରେ। ଏହା ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଓ ତାହାର ନିକଟବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ, ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳ ନିକଟରେ ସୃଷ୍ଟି ହେବାର ସମ୍ଭାବନା ଅଧିକ। ଏହା ଲଘୁଚାପରୁ ସୁଦୃଶ୍ୟ ଲଘୁଚାପ ପର୍ଯ୍ୟନ୍ତ ଶକ୍ତିଶାଳୀ ହୋଇପାରେ। ଅବପାତ ହେବାର ସମ୍ଭାବନା ବର୍ତ୍ତମାନ କମ୍‌। ସିଷ୍ଟମ୍‌ଟି ପଶ୍ଚିମରୁ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା ଦେଇ ଛତିଶଗଡ଼ ଓ ମଧ୍ୟ ଭାରତ ଆଡ଼କୁ ଗତି କରିପାରେ। ୯ ତାରିଖରୁ ଓଡ଼ିଶାରେ ବର୍ଷା ବଢ଼ିବା ସହ ୧୦ରୁ ୧୨ତାରିଖ ମୁଖ୍ୟ ବର୍ଷା ସମୟ ହୋଇପାରେ। ପ୍ରଥମେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଆଖପାଖ ଉତ୍ତର ଏବଂ ଉତ୍ତର ଉପକୂଳ ଜିଲାରେ ବର୍ଷା ଅଧିକ ହୋଇପାରେ। ପରେ ସିଷ୍ଟମ୍ ନିକଟକୁ ଆସିବା ସହ ଉପକୂଳ, ମଧ୍ୟ-ଓଡ଼ିଶା ଏବଂ ପରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିପାରେ। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହେବ, କିନ୍ତୁ କେତେକ ସ୍ଥାନରେ ୨୪ ଘଣ୍ଟାରେ ୬୫ରୁ ୧୧୫ ମି.ମି. ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ।

Powered by Froala Editor

Tags Low pressure

Related articles Odisha News Lens 4.1

  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ
    ବାଣିଜ୍ୟ

    କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14280
    Sep 08, 2026
  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ
    ଜିଲ୍ଲା ପରିକ୍ରମା

    ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

    15423
    Sep 08, 2026
  • ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି
    ଅପରାଧ

    ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

    13436
    Sep 08, 2026
  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍
    ଦେଶ-ଦେଶାନ୍ତର

    ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13489
    Sep 08, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି
    ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    13831
    Sep 08, 2026
  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ :  ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି
    ଦେଶ-ଦେଶାନ୍ତର

    ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି

    14179
    Sep 08, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15281
    Sep 09, 2026
  • ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ କଲେକ୍ସନ୍‌
    ମନୋରଞ୍ଜନ

    ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ କଲେକ୍ସନ୍‌

    14135
    Sep 08, 2026
  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ
    ଦେଶ-ଦେଶାନ୍ତର

    ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ

    14822
    Sep 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଜିଲ୍ଲା ପରିକ୍ରମା

    ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

    15423
    Sep 08, 2026
  • ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15281
    Sep 09, 2026
  • ଅପରାଧ

    ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

    13436
    Sep 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17085
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17749
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17751
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18155
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15281
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14507
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13818
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14625
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14931
    Aug 30, 2026

ବାଣିଜ୍ୟ

ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ ଆଧାରରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ପାଇଛି। ଏହି ହ୍ରାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ସହିତ ସରକାରଙ୍କ ନୀତିଗତ ନିଷ୍ପତ୍ତି ସହ ଯୋଡ଼ି ଦେଖାଯାଉଛି। ବିଶେଷଜ୍ଞଙ୍କ ମତରେ, ସୁନା ଆମଦାନୀ କମିବା ପଛରେ କେବଳ ଗୋଟିଏ କାରଣ ନାହିଁ। ସୁନାର ରେକର୍ଡ ଦର ଏବଂ କଷ୍ଟ ...

  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14280
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15022
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14983
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14077
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13377
    Sep 08, 2026
  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13489
    Sep 08, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15281
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In