Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ...

  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍

  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

  • ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ...

ରାଜ୍ୟ
Home ›› ରାଜ୍ୟ ››ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

2026-09-09 10:36:47
14383
Share:
Facebook
Twitter
E-Mail
WhatsApp
Telegram
ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ

ଭୁବନେଶ୍ୱର, ୮ ।୯: ବିଶିଷ୍ଟ ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରା ମଙ୍ଗଳବାର କିଟ୍‍ ଓ କିସ୍‍ ପରିଦର୍ଶନ କରି ଫେରିଯାଇଛନ୍ତି। ସେ କିଟ୍‍ର ସମସ୍ତ କ୍ୟାମ୍ପସ ବୁଲିବା ସହ ଓ କିସ୍‍ର ସମସ୍ତ ୟୁନିଟ୍‍  ପରିଦର୍ଶନ କରିଥିଲେ। କିସ୍‍ ପରିଦର୍ଶନ କରି ସେ ଆଶ୍ଚର୍ଯ୍ୟ ହେବା ସହ ଖୁସି ବ୍ୟକ୍ତ କରିଥିଲେ। ଏହି ଅବସରରେ କିସ୍‍ ଛାତ୍ରୀଙ୍କୁ ଆର୍ଶୀବଚନ ପ୍ରଦାନ କରି ସେ କହିଲେ ସେ ଶିକ୍ଷା କ୍ଷେତ୍ରରେ ବହୁଦିନ ଧରି କାର୍ଯ୍ୟ କରିଆସୁଛନ୍ତି। ମାତ୍ର ମଧ୍ୟ ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ପ୍ରତିଷ୍ଠିତ କିସ୍‍ ଦେଶର ବହୁତ ବଡ଼ ଅନୁଷ୍ଠାନ। ସେ କହିଲେ, ମୁଁ ଏଠାକୁ ଆସି ଏତେ ଆନନ୍ଦିତ ଯେ ଏହାକୁ ପରିପ୍ରକାଶ କରିବା ପାଇଁ ମୋ ପାଖରେ ଶବ୍ଦ ନାହିଁ। କିସ୍‍ ହେଉଛି ସମସ୍ତ ତୀର୍ଥର ତୀର୍ଥତ୍ୱ ଓ ସବୁ ଦେବଙ୍କ ଦେବତ୍ୱ। କିଟ୍‍ ଓ କିସ୍‍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ କାର୍ଯ୍ୟଧାରାର ପ୍ରଶଂସା କରି ସେ କହିଲେ, ଜଣେ ବ୍ୟକ୍ତିଙ୍କ ନିଷ୍ଠା ଓ ତପସ୍ୟାର ପ୍ରତିଫଳନ ହେଉଛି କିସ୍‍। ତପସ୍ୟା କ’ଣ, ପରିଶ୍ରମ କ’ଣ, ନିଷ୍ଠା କ’ଣ ତାହା ଆଜି ମୁଁ ଏଠି ଦେଖିବାକୁ ପାଇଲି। କିସ୍‍ ରେ ପିଲାମାନଙ୍କ ଶୃଙ୍ଖଳା ଓ ସଂସ୍କାର ଦେଖି ମୁଁ ଅନୁଭବ କରୁଛି ଏହା ହିଁ ହେଉଛି ପ୍ରକୃତ ଭାରତ। ସେ କହିଲେ, କିସ୍‍ରେ ଛାତ୍ରଛାତ୍ରୀମାନେ ଗର୍ବ ଅନୁଭବ କରିବା ଉଚିତ। କାରଣ ସେମାନେ ଏଠାରେ ଅଚ୍ୟୁତ ସାମନ୍ତଙ୍କ ତତ୍ତ୍ୱାବଧାନରେ ରହି ଶିକ୍ଷାଲାଭ କରୁଛନ୍ତି। ଅନ୍ୟକୁ ପରାମର୍ଶ ଅପେକ୍ଷା ସାହାଯ୍ୟର ହାତ ବଢ଼ାଇବା ଉଚିତ ବୋଲି ସେ କହିଥିଲେ। ଏଠାରେ ପିଲାମାନଙ୍କୁ କେବଳ ସ୍ୱାଭିମାନୀ ହେବାକୁ ଶିକ୍ଷା ଦିଆଯାଉନାହିଁ, ତା ସହିତ ସ୍ୱାବଲମ୍ବୀ ହେବାକୁ ମଧ୍ୟ ଶିକ୍ଷା ଦିଆଯାଉଛି। ଜଣେ ସ୍ୱାବଲମ୍ବୀ ହେଲେ ସ୍ୱାଭିମାନୀ ହୋଇପାରିବ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ କିସ୍‍ କୁଳପତି ପ୍ରଫେସର ଶରଣଜିତ ସିଂହ ଧନ୍ୟବାଦ ଅର୍ପଣ କରିଥିଲେ। ବିଶିଷ୍ଟ ଶିକ୍ଷାବିତ୍‍ ଅଶୋକ ପାଣ୍ଡେ ଅତିଥି ପରିଚୟ ପ୍ରଦାନ କରିଥିଲେ।

Powered by Froala Editor

Tags KIIT

Related articles Odisha News Lens 4.1

  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍
    ଦେଶ-ଦେଶାନ୍ତର

    ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13542
    Sep 08, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15303
    Sep 09, 2026
  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ
    ଜିଲ୍ଲା ପରିକ୍ରମା

    ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

    15470
    Sep 08, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14222
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ
    ବାଣିଜ୍ୟ

    ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13425
    Sep 08, 2026
  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ :  ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି
    ଦେଶ-ଦେଶାନ୍ତର

    ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି

    14231
    Sep 08, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି
    ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    13884
    Sep 08, 2026
  • ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି
    ଅପରାଧ

    ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

    13488
    Sep 08, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15338
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13542
    Sep 08, 2026
  • ଅପରାଧ

    ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

    13488
    Sep 08, 2026
  • ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    13884
    Sep 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17085
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17749
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17751
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18155
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15338
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14513
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13824
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14631
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14938
    Aug 30, 2026

ବାଣିଜ୍ୟ

ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ ଆଧାରରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ପାଇଛି। ଏହି ହ୍ରାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ସହିତ ସରକାରଙ୍କ ନୀତିଗତ ନିଷ୍ପତ୍ତି ସହ ଯୋଡ଼ି ଦେଖାଯାଉଛି। ବିଶେଷଜ୍ଞଙ୍କ ମତରେ, ସୁନା ଆମଦାନୀ କମିବା ପଛରେ କେବଳ ଗୋଟିଏ କାରଣ ନାହିଁ। ସୁନାର ରେକର୍ଡ ଦର ଏବଂ କଷ୍ଟ ...

  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14325
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15022
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14983
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14077
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13542
    Sep 08, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ବିଚାରପତି

    14222
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15303
    Sep 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In