Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, September 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ...

  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ...

  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ...

  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ...

  • ମଧ୍ୟପ୍ରଦେଶ ସରକାରଙ୍କୁ ଦେଶର ସୁବୁଠୁ ...

  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ...

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ...

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ...

  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

2026-09-10 07:12:29
14585
Share:
Facebook
Twitter
E-Mail
WhatsApp
Telegram
ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

ଏଆଇ ସାହାଯ୍ୟରେ ଚାଟ୍ ଜିପିଟି ବ୍ୟବହାର କରି ସମସ୍ତେ ନିଜ ଫଟୋକୁ ଏଭଳି ୮୦ ଦଶକର ରେଟ୍ରୋ ଲୁକ୍ ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରୁଛନ୍ତି । ଏଆଇ ବି ଫଟୋକୁ ଏମିତି ଲୁକ୍ ଦେଉଛି, ଦେଖିଲେ ଲାଗୁଛି ଫଟୋଟି ସତେ ଯେମିତି ୮୦ ଦଶକରେ ନିଆଯାଇଥିଲା ।

୮୦ ଦଶକରେ ମୁଖ୍ୟତଃ ରଙ୍ଗୀନ ଶାଢ଼ି, ଷ୍ଟେଟମେଣ୍ଟ ଅଳଙ୍କାର, ବଡ଼ କେଶ ସଜ୍ଜା, ନିଶ, ଚଉଡ଼ା କଲର ସାର୍ଟ, ବେଲ୍ ବଟମ୍ ଟ୍ରାଉଜର ଏବଂ ରେଟ୍ରୋ ସନଗ୍ଲାସ୍, ଚେନବାଲା ଘଣ୍ଟା ପିନ୍ଧୁଥିଲେ। ଏବେ ଫଟୋଗୁଡ଼ିକ ସେହି ସମୟରେ ବୋଲି ଅଧିକ ପ୍ରାମାଣିକ ଦେଖାଇବା ପାଇଁ ଭିଣ୍ଟେଜ୍ ଷ୍ଟୁଡିଓ ପୃଷ୍ଠଭୂମି ସହ ୱାର୍ମ ଲାଇଟିଂ, ସଫ୍ଟ ଫୋକସ୍, ଫିକା ରଙ୍ଗ ଏବଂ ଆନାଲଗ୍-ଶୈଳୀର ଫିଲ୍ମ ଗ୍ରେନ୍ ସାଧାରଣତଃ ବ୍ୟବହୃତ ହୋଇଥାଏ, ଯାହା ଏହି ଫଟୋଗୁଡ଼ିକରେ ଦେଖିବାକୁ ମିଳୁଛି । ବଡ଼ କଥା ହେଲା ଅନେକ ଫଟୋଗ୍ରାଫ୍ ଏହିଭଳି ଶୈଳୀ ପାଇଁ ୮୦ ଦଶକର ବଲିଉଡ୍କୁ ଆପଣାଇଥାଏ । ଯାହାର ଝଲକ ଏବେ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳୁଛି । 

ମୋବାଇଲ ର ଷ୍ଟାଟସ୍, ଡିପିଠୁ ନେଇ ସାମାଜିକ ଗଣମାଧ୍ୟମର ବିଭିନ୍ନ ମାଧ୍ୟମରେ ଏବେ ପୁଳା ପୁଳା ରେଟ୍ରୋ ଶୈଳୀ ଫଟୋ । ଯାହାକୁ ଦେଖିବ ସେ ୮୦ ଦଶକର କେମିତି ଦେଖାଯାଉଥିଲା, ତା’ର ଲୁକ୍ କେମିତି ଥିଲା ତା’ର ଫଟୋ ପୋଷ୍ଟ କରୁଛି । ଯାହାକୁ ନେଇ ଚାରିଆଡ଼େ ମାଡ଼ିଚାଲିଛି ଟ୍ରେଣ୍ଡ୍ । ଜାତୀୟସ୍ତରର ଅନେକ ନେତା, ମନ୍ତ୍ରୀ, ବଲିଉଡ୍ ଷ୍ଟାର୍ ଓ ଖେଳାଳିଙ୍କୁ ଏଭଳି ଲୁକ୍ ଦେଖିବାକୁ ମିଳିଥିବା ବେଳେ ଓଡ଼ିଶାରେ ବି ଅନେକ ହିରୋ, ହିରୋଇନ୍, ରାଜନେତା ଓ ଯୁବପିଢ଼ିଙ୍କୁ ୮୦ ଦଶକର ଲୁକ୍ ରେ ଦେଖିବାକୁ ମିଳିଛି । 

Powered by Froala Editor

Tags trend

Related articles Odisha News Lens 4.1

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?
    ବିଶେଷ

    ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15528
    Sep 09, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ...

    13552
    Sep 09, 2026
  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ
    ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15494
    Sep 09, 2026
  • ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ
    ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13223
    Sep 10, 2026
  • ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା
    ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14714
    Sep 10, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି
    ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    14068
    Sep 08, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍
    ଦେଶ-ଦେଶାନ୍ତର

    ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14585
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର
    ଦେଶ-ଦେଶାନ୍ତର

    ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14075
    Sep 10, 2026
  • ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...
    ଦେଶ-ଦେଶାନ୍ତର

    ଆଉ କାହାକୁ ନୁହେଁ, କେବଳ ଭଗବାନଙ୍କୁ ଡରିବାକୁ ମାତାପିତା ମୋତେ ଶିଖାଇଛନ୍ତି: ...

    14414
    Sep 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଖୋଲାରେ ପରିସ୍ରା କରିବାକୁ ବାରଣ କରିବାରୁ ବ୍ୟବସାୟୀଙ୍କୁ ପିଟି ହତ୍ୟା

    14714
    Sep 10, 2026
  • ଦେଶ-ଦେଶାନ୍ତର

    ଫାର୍ମାସିଷ୍ଟଙ୍କୁ ସୀମିତ ଔଷଧ ଲେଖିବାର ଅଧିକାର ମିଳିବ

    13223
    Sep 10, 2026
  • ଦେଶ-ଦେଶାନ୍ତର

    ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15494
    Sep 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17085
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17751
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17752
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18157
    Sep 06, 2023

ବିଶେଷ

  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    15528
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14535
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13847
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14653
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14958
    Aug 30, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

ଏହାର କୋଇଲା ଖନନ କାର୍ଯ୍ୟରେ ଡିଜିଟାଲାଇଜେସନ୍, ଏଆଇ-ଆଧରିତ ଖଣି ନିରୀକ୍ଷଣ ଏବଂ ଜ୍ଞାନକେୌଶଳ ପରିଚାଳିତ ପରିଚାଳନା ଦକ୍ଷତା ପ୍ରଦର୍ଶନ କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13595
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14489
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15028
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14986
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମାଉଣ୍ଟ ମିଜହିରଗିରେ ହିମସ୍ଖଳନ, ୧୨ ପର୍ବତାରୋହୀ ମୃତ, ୬ ନିଖୋଜ

    15494
    Sep 09, 2026
  • ଟ୍ରେଣ୍ଡ୍‌ରେ ରେଟ୍ରୋ ଲୁକ୍

    14585
    Sep 10, 2026
  • ୧୦୦ ଡଲାର ପାର୍ କଲା ବ୍ରେଣ୍ଟ୍ କ୍ରୁଡ୍ ତୈଳ ଦର

    14075
    Sep 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In