Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ...

  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ...

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ...

  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

  • ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ...

  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ...

  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ ...

  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ...

ରାଜ୍ୟ
Home ›› ରାଜ୍ୟ ››ପୁରୁଣା ମାମଲାର ଲିଙ୍କ୍‌ ଖୋଜା ପ୍ରକ୍ରିୟା ଆରମ୍ଭ କରିଛି ଏସ୍‌ଟିଏଫ୍‌, ମହାରାଷ୍ଟ୍ର, ମିଜୋରାମ ଓ ଆସାମ ପୁଲିସର ସହାୟତା ଲୋଡ଼ିଲା

ପୁରୁଣା ମାମଲାର ଲିଙ୍କ୍‌ ଖୋଜା ପ୍ରକ୍ରିୟା ଆରମ୍ଭ କରିଛି ଏସ୍‌ଟିଏଫ୍‌, ମହାରାଷ୍ଟ୍ର, ମିଜୋରାମ ଓ ଆସାମ ପୁଲିସର ସହାୟତା ଲୋଡ଼ିଲା

2026-09-16 06:38:17
14412
Share:
Facebook
Twitter
E-Mail
WhatsApp
Telegram
ପୁରୁଣା ମାମଲାର ଲିଙ୍କ୍‌ ଖୋଜା ପ୍ରକ୍ରିୟା ଆରମ୍ଭ କରିଛି ଏସ୍‌ଟିଏଫ୍‌, ମହାରାଷ୍ଟ୍ର, ମିଜୋରାମ ଓ ଆସାମ ପୁଲିସର ସହାୟତା ଲୋଡ଼ିଲା

ଭୁବନେଶ୍ବର : ଭୋଗରାଇରୁ ୫ ଓରାଙ୍ଗଉଟାନ ଉଦ୍ଧାର ଘଟଣାରେ ତଦନ୍ତ ଯେତିକି ବଢ଼ୁଛି, ସେତିକି ନୂଆ ଚିତ୍ର ଓ ଚରିତ୍ର ସାମ୍ନାକୁ ଆସୁଛନ୍ତି। ଓରାଙ୍ଗଉଟାନ ଚାଲାଣରେ ଅନ୍ତର୍ଜାତୀୟ ବନ୍ୟଜନ୍ତୁ ଚୋରାଚାଲାଣ ରାକେଟ୍‌ର ହାତ ଥିବା ସ୍ପଷ୍ଟ ହେବା ପରେ ୩ ରାଜ୍ୟ ପୁଲିସର ସହାୟତା ନେବାକୁ କ୍ରାଇମ୍‌ବ୍ରାଞ୍ଚର ସ୍ବତନ୍ତ୍ର କାର୍ଯ୍ୟବଳ(ଏସଟିଏଫ୍‌) ଯୋଜନା କରୁଛି। ମହାରାଷ୍ଟ୍ର, ମିଜୋରାମ ଓ ଆସାମ ପୁଲିସ ସହାୟତା ଲୋଡ଼ିଛି। ପୂର୍ବରୁ ଏହି ୩ ରାଜ୍ୟରେ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲେ। ତେଣୁ, ପୁରୁଣା ମାମଲାର ଲିଙ୍କ୍‌ ଖୋଜା ପ୍ରକ୍ରିୟା ଆରମ୍ଭ କରିଛି ଏସ୍‌ଟିଏଫ୍‌। ଆବଶ୍ୟକ ପଡ଼ିଲେ, ବିଭିନ୍ନ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାଗୁଡ଼ିକର ସହାୟତା ନିଆଯିବ। ଏଥିସହ କଲକାତା, ବିହାର ଓ ଝାଡ଼ଖଣ୍ଡରେ ଚଢ଼ଉ ପରେ ଏକାଧିକ ସନ୍ଦିଗ୍ଧଙ୍କୁ ସ୍କାନରକୁ ଅଣାଯାଇଛି। କଲକାତା ଓ ଦୀଘା ହୋଟେଲ୍‌ରେ ଡିଲ୍‌ରେ ସାମିଲ ହୋଇଥିବା ୨ ବ୍ୟକ୍ତିଙ୍କୁ ଅଟକ ରଖି ଜେରା କରୁଛି ତଦନ୍ତକାରୀ ସଂସ୍ଥା। ଅପରପକ୍ଷେ, ଏସ୍‌ଟିଏଫ୍ ହାତରେ ଆଉ ଏକ ତଥ୍ୟ ଲାଗିଛି।
ଉଦ୍ଧାର ଓରାଙ୍ଗଉଟାନ୍‌ଙ୍କୁ ବାଂଲାଦେଶରୁ ଭାୟା କଲକାତା ଏବଂ ଓଡ଼ିଶା ଦେଇ ବିଶାଖାପାଟଣା ଚାଲାଣ କରାଯାଉଥିବା ଜଣାପଡ଼ିଛି। ଶାବକଙ୍କୁ ବାଂଲାଦେଶରୁ ଜଳପଥରେ ଓଡ଼ିଶା ଆଣିବା ପରେ ପ୍ରଥମେ ଭଦ୍ରକରେ ରଖାଯାଇଥିବା କୁହାଯାଉଛି। ସେଠାରୁ ସେମାନଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କଲକାତା ନିଆଯାଇଥିଲା। ପରୀକ୍ଷା ପରେ ଶାବକଙ୍କୁ ବିଶାଖାପାଟଣା ନେବାର ଯୋଜନା ଥିଲା। ଚାଲାଣ ବେଳେ ଗାଡ଼ି ଭିତରେ ଶାବକଙ୍କ କିଛି କାର୍ଯ୍ୟକଳାପ ଯୋଗୁଁ ସେମାନଙ୍କୁ ନେଉଥିବା ଚାଲାଣକାରୀ ବିଚିତ୍ରପୁର ଝାଉଁ ଜଙ୍ଗଲର ଛାଡ଼ି ପଳାଇଥିବା ଜଣାପଡ଼ିଛି।
ସେହିପରି, ଭୋଗରାଇରୁ ଦୀଘା ଅଞ୍ଚଳରେ ନୂଆ କଥାଟିଏ ଚର୍ଚ୍ଚାର ପରିସରକୁ ଆସିଛି। ଆକାଶ ପଥରେ ଶାବକମାନେ ଆସିଥିବା ଚର୍ଚ୍ଚା ହେଉଛି। ବିଶେଷ କରି କଲକାତାର ମାଲବାହୀ ବିମାନରେ ଶାବକମାନଙ୍କୁ ଅଣାଯାଇଥାଇପାରେ ବୋଲି ଶୁଣିବାକୁ ମିଳୁଛି। ତେବେ ତଦନ୍ତକାରୀ ଦଳ ବିଭିନ୍ନ ଦିଗରୁ ତଥ୍ୟ ସଂଗ୍ରହ କରୁଥିଲେ ହେଁ, ଏ ବାବଦରେ କିଛି ସ୍ପଷ୍ଟ କରିନାହାନ୍ତି। ଏତେ ଛୋଟ ବୟସର ଓରାଙ୍ଗଉଟାନଙ୍କୁ ଦୂର ଦେଶରୁ ଆଣିବା, ଯାତାୟାତ କରାଇବା ଓ ପରେ ଏକ ନିର୍ଜନ ଜଙ୍ଗଲରେ ଛାଡ଼ିଦେବା ପଛରେ ସଂଗଠିତ ନେଟୱର୍କ ଥାଇପାରେ ବୋଲି ସନ୍ଦେହ ପ୍ରକାଶ ପାଉଛି। ସେହିପରି, ଉଦ୍ଧାର ସମୟରେ ଓରାଙ୍ଗଉଟାନ ଶାବକଙ୍କ ବ୍ୟବହାରକୁ ନେଇ ମଧ୍ୟ ନାନା କଥା ଶୁଣିବାକୁ ମିଳୁଛି। ସେମାନେ ମଣିଷଙ୍କ ଉପସ୍ଥିତିରେ ଅତ୍ୟଧିକ ଭୟଭୀତ ନହେବା ଓ ମଣିଷଙ୍କ ସହ ପୂର୍ବରୁ ଅଭ୍ୟସ୍ତ ଥିବା ଆଲୋଚନା ଚାଲିଛି। ଯଦି ତଦନ୍ତରେ ଏହାର ପ୍ରମାଣ ମିଳେ, ତେବେ ଶାବକଙ୍କୁ ପ୍ରାକୃତିକ ପରିବେଶରୁ ଧରି ମଣିଷଙ୍କ ନିକଟରେ ରଖାଯାଇଥିବା ସନ୍ଦେହ ଆହୁରି ଦୃଢ଼ୀଭୂତ ହେବ।
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଉଦ୍ଧାର ଏହି ଓରାଙ୍ଗଉଟାନ ଶାବକଙ୍କୁ କାଚ ଘର ଭିତରେ ସଂଗରୋଧ ଅବସ୍ଥାରେ ରଖାଯାଇଛି। ସେଠାରୁ ସେମାନଙ୍କୁ ଓପନ ଏନ୍‌କ୍ଲୋଜର୍‌କୁ ନିଆଯିବ ବୋଲି ଜଣାଯାଇଛି। ଓରାଙ୍ଗଉଟାନଙ୍କ ପାଇଁ ଗଠିତ ବୈଷୟିକ କମିଟି ସବୁଜ ସଙ୍କେତ ଦେବା ପରେ ଏପରି ପଦକ୍ଷେପ ନିଆଯିବ ବୋଲି ଜଣାଯାଇଛି।

Powered by Froala Editor

Tags Urangutan

Related articles Odisha News Lens 4.1

  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ
    ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14116
    Oct 06, 2026
  • ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଦକ୍ଷିଣ ନାଇଜେରିଆରେ ମିଲିଟାରୀ ବିମାନ କ୍ରାସ୍, ୩୨ ଜଣଙ୍କ ମୃତ୍ୟୁ

    14268
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼
    ମନୋରଞ୍ଜନ

    ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14575
    Oct 06, 2026
  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା
    ଦେଶ-ଦେଶାନ୍ତର

    ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    13833
    Oct 06, 2026
  • କୁନୋରେ ୫ ଚିତା ଛୁଆଙ୍କ ଜନ୍ମ
    ଦେଶ-ଦେଶାନ୍ତର

    କୁନୋରେ ୫ ଚିତା ଛୁଆଙ୍କ ଜନ୍ମ

    14909
    Oct 06, 2026
  • ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14659
    Oct 06, 2026
  • ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି
    ମନୋରଞ୍ଜନ

    ମାୟାନଗରୀ ଛାଡି ହିମାଚଳର ଶାନ୍ତ ପରିବେଶରେ ରହିବେ ଆଦିତ୍ୟ-ୟାମି

    14882
    Oct 06, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି
    ବାଣିଜ୍ୟ

    ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    14805
    Oct 06, 2026
  • ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ
    ଦେଶ-ଦେଶାନ୍ତର

    ଫିଜିକ୍ସରେ ନୋବଲ୍ ପୁରସ୍କାର ପାଇବେ ଫାନ୍ସିସ ହାଲ୍‌ଜେନ

    13992
    Oct 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରେମାନନ୍ଦ ମହାରାଜଙ୍କ ଜୀବନ ପ୍ରତି ବିପଦ, ବେଲବନ ଆଶ୍ରମକୁ ଚାଲି ଗଲେ

    13425
    Oct 06, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ନୂତନ ବିଚାରପତି ନିଯୁକ୍ତି

    14659
    Oct 06, 2026
  • ଦେଶ-ଦେଶାନ୍ତର

    ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14116
    Oct 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17155
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17847
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17807
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18223
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14032
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14450
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15473
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14146
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15883
    Sep 23, 2026

ବାଣିଜ୍ୟ

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ଶିଳ୍ପ-ପ୍ରାସଙ୍ଗିକ ଦକ୍ଷତା ଏବଂ ଅର୍ଥପୂର୍ଣ୍ଣ ସୁଯୋଗ ଓଡ଼ିଶା ଏବଂ ଛତିଶଗଡ଼ରେ ଯୁବକମାନଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ନିର୍ମାଣ କରିବାରେ ସାହାଯ୍ୟ କରୁଛି

ଭୁବନେଶ୍ୱର, ଅକ୍ଟୋବର ୬: ଗ୍ରାମାଞ୍ଚଳର ଯୁବକମାନ ...

  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14009
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15388
    Oct 01, 2026
  • ଭାରତରେ ‘Apple Pay’ ପ୍ରବେଶ

    15052
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14403
    Sep 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆସାମରେ ୪.୫ ତୀବ୍ରତାର ଭୂମିକମ୍ପ ଝଟକା

    13833
    Oct 06, 2026
  • ବକ୍ସ ଅଫିସରେ ‘ଦୃଶ୍ୟମ୍ ୩’ ଝଡ଼

    14575
    Oct 06, 2026
  • ଆକାଶ ଆନନ୍ଦଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କଲେ ମାୟାବତୀ

    14116
    Oct 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In