Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ...

  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ...

  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ...

  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ...

  • ଦକ୍ଷିଣ ଲୋହିତ ସାଗରର ରଣନୈତିକ ଦ୍ୱୀପ ...

  • ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ...

  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ ...

  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

2026-09-16 06:44:40
14866
Share:
Facebook
Twitter
E-Mail
WhatsApp
Telegram
ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲାର ଅଭିଯୁକ୍ତ କଲ୍ୟାଣ ବୈଂସଲା ପୁଲିସ କଷ୍ଟଡିରୁ ଫେରାର ହେବାକୁ ଚେଷ୍ଟା କରୁଥିଲା । ଗୁରୁଗ୍ରାମ୍ ପୁଲିସ ଏହି ବିଷୟରେ ସୂଚନା ଦେଇ କହିଛି ଯେ, ରାଜସ୍ଥାନର ଦୌସାରୁ ଗିରଫ କରାଯିବା ପରେ ସେ ଟୟଲେଟ୍‌ ବାହାନା କରି ଫେରାର ଉଦ୍ଦେଶ୍ୟରେ ଥିଲା । ହେଲେ ଏହି ସମୟରେ ସେ ତଳେ ଖସି ପଡ଼ିଲା । ପୁଲିସ ତାକୁ କାବୁ କରି ନେଇ ଥିଲା ।

ଗତ ୧୩ ତାରିଖ ରବିବାର ସକାଳେ ଗଲ୍ଫ କୋର୍ସ ରୋଡରେ ଗୋଟିଏ କାର ଜଣେ ମହିଳା ବାଇକ ଚାଳକଙ୍କୁ ଧକ୍କା ଦେବାର ଏକ ଭିଡିଓ ସୋସିଆଲ ମିଡିଆରେ ଶୀଘ୍ର ଭାଇରାଲ ହୋଇଥିଲା। ଭିଡିଓ ଭାଇରାଲ ପରେ ଗୁରୁଗ୍ରାମ ପୋଲିସ ନିଜଆଡୁ ତଦନ୍ତ କରି ମାମଲା ରୁଜୁ କରିଥିଲା। ଏହା ପରେ, ପୋଲିସ ଅଭିଯୁକ୍ତକୁ ଚିହ୍ନଟ ଏବଂ ଗିରଫ କରିବା ପାଇଁ ତଦନ୍ତକୁ ଜୋରଦାର କରିଥିଲା।

ପୋଲିସ ଘଟଣାସ୍ଥଳ ଏବଂ ନିକଟରେ ଥିବା ସିସିଟିଭି କ୍ୟାମେରାର ଫୁଟେଜ୍ ଯାଞ୍ଚ କରିଥିଲା। ଭାଇରାଲ୍ ଭିଡିଓ ଏବଂ ସିସିଟିଭି ଫୁଟେଜ୍କୁ ତନ୍ନ ତନ୍ନ କରି ଯାଞ୍ଚ କରାଯାଇଥିଲା। ତଦନ୍ତ ଆଧାରରେ ପୋଲିସ ହତ୍ୟା ଉଦ୍ୟମ ପାଇଁ ଧାରା 109 ଲଗାଇଛି।  ସ୍ପୋର୍ଟସ୍ ବାଇକ୍ ଚାଳକ ସିଆ ତାଙ୍କ ବନ୍ଧୁମାନଙ୍କ ସହିତ ବୁଲିବାକୁ ବାହାରକୁ ଯାଇଥିଲେ। ଏହି ସମୟରେ କାରରେ ଥିବା ଜଣେ ଯୁବକ ତାଙ୍କୁ ଗଲ୍ଫ କୋର୍ସ ରୋଡରେ ଅଟକିବାକୁ ଇଙ୍ଗିତ କରିଥିଲେ।

ଏହା ପୂର୍ବରୁ ପୁଲିସ କହିଥିଲା ଯେ, ବାଇକକୁ ଧକ୍କା ଦେବା ପୂର୍ବରୁ କଲ୍ୟାଣ ବୈଂସଲା ମହିଳା ବାଇକ୍ ଚାଳକଙ୍କ ପ୍ରତି ଅଶ୍ଳୀଳ ମନ୍ତବ୍ୟ ଦେଇଥିଲା । କାର୍ ଧକ୍କା ହେବା ଫଳରେ ମହିଳାଜଣକ କିଛି ଦୂର ପର୍ଯ୍ୟନ୍ତ ଘୋଷାଡ଼ି ହୋଇଯାଇ ଥିଲେ । ଡିସିପି ଆହୁରି ମଧ୍ୟ କହିଛନ୍ତି ଯେ, ଘଟଣାର ଭିଡିଓ ସାମ୍ନାକୁ ଆସିବା ମାତ୍ରେ କ୍ୟାମେରାରେ କଏଦ ହୋଇଥିବା ଡ୍ରାଇଭରର ଅସ୍ପଷ୍ଟ ଫଟୋ ଆଧାରରେ ପୁଲିସ ତଦନ୍ତ ଆରମ୍ଭ କରି ଥିଲା । ମହିଳା ଜଣଙ୍କର ପରିଚୟ ଶିବାନୀ ଚୌହାନ ଓରଫ୍ ସିୟା ବୋଲି ଜଣାପଡ଼ିଛି ।

Powered by Froala Editor

Tags gurugram

Related articles Odisha News Lens 4.1

  • ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା
    ଦେଶ-ଦେଶାନ୍ତର

    ପାର୍ବତୀକୁ ମିଳିଲା ନୂଆ ସାଥୀ ଦୁର୍ଗା

    15667
    Sep 15, 2026
  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ
    ଦେଶ-ଦେଶାନ୍ତର

    ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13485
    Sep 15, 2026
  • ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ
    ଦେଶ-ଦେଶାନ୍ତର

    ଗଙ୍ଗା ଆରତି ଉତ୍ସବ: ବିକ୍ରି ହୋଇଗଲା ସବୁ ଟିକେଟ

    15354
    Sep 15, 2026
  • ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ
    ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    14866
    Sep 16, 2026
  • ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ୨ହଜାରରୁ ଅଧିକ UPI ପେମେଣ୍ଟରେ ୦.୪ ପ୍ରତିଶତ ଶୁଳ୍କ

    13328
    Sep 16, 2026
  •  ମୋଦୀଙ୍କ ପାଇଁ  ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ

    14050
    Sep 15, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର  ଡ଼. ସଞ୍ଜୁକ୍ତା ପରାଶର
    ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13807
    Sep 16, 2026
  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ
    ଦେଶ-ଦେଶାନ୍ତର

    ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

    15099
    Sep 15, 2026
  • ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ
    ଦେଶ-ଦେଶାନ୍ତର

    ଦୁଇ ସପ୍ତାହରେ ୨ କୋଟି ଜମା କରିବେ ରାଜପାଲ

    14894
    Sep 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗୁରୁଗ୍ରାମ ହିଟ୍ - ଆଣ୍ଡ- ରନ୍ ମାମଲା, ଫେରାର ହେବାବେଳେ ଧରାପଡ଼ିଲା ଅଭିଯୁକ୍ତ

    14866
    Sep 16, 2026
  • ଦେଶ-ଦେଶାନ୍ତର

    ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13807
    Sep 16, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କ ପାଇଁ ଏହି ଗୀତ ପୋଷ୍ଟ କଲେ ମାଲେସିଆ ପ୍ରଧାନମନ୍ତ୍ରୀ

    14050
    Sep 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17096
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17777
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17765
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18168
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14538
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16159
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14690
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14000
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14806
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14315
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14080
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14708
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15043
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନେପାଳକୁ ୬୫୪ ମେଗାୱାଟ ବିଦ୍ୟୁତ୍ ଯୋଗାଣ କରିବ ଭାରତ

    13485
    Sep 15, 2026
  • ଆସୁଛି ବଡ଼ ବର୍ଷା, ରେଡ୍ ଆଲର୍ଟରେ ଗୁଜୁରାଟ

    15099
    Sep 15, 2026
  • ଦେଶରେ ପ୍ରଥମ ମହିଳା 'କୋବ୍ରା' କମାଣ୍ଡର ଡ଼. ସଞ୍ଜୁକ୍ତା ପରାଶର

    13807
    Sep 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In