Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

  • ନାଟୋ ସମ୍ମିଳନୀ ପୂର୍ବରୁ ବିବାଦୀୟ ମିମ୍ ...

  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ...

  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ...

  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ...

  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ...

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ...

Home ›› ››ଇସ୍ତଫା ଦେଲେ ପ୍ରଶାନ୍ତ କିଶୋର, କଂଗ୍ରେସରେ ସାମିଲ ହୋଇପାରନ୍ତି

ଇସ୍ତଫା ଦେଲେ ପ୍ରଶାନ୍ତ କିଶୋର, କଂଗ୍ରେସରେ ସାମିଲ ହୋଇପାରନ୍ତି

2021-08-05 07:30:39
13846
Share:
Facebook
Twitter
E-Mail
WhatsApp
Telegram
ଇସ୍ତଫା ଦେଲେ ପ୍ରଶାନ୍ତ କିଶୋର, କଂଗ୍ରେସରେ ସାମିଲ ହୋଇପାରନ୍ତି

ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କ ମୁଖ୍ୟ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ପ୍ରଶାନ୍ତ କିଶୋର। ପଞ୍ଜାବର ମୁଖ୍ୟମନ୍ତ୍ରୀଙ୍କୁ ଲେଖିଥିବା ପତ୍ରରେ ପ୍ରଶାନ୍ତ କିଶୋର କହିଛନ୍ତି, ସର୍ବସାଧାରଣଙ୍କ ଜୀବନରୁ ସକ୍ରିୟ ଭୂମିକା ନେବାରୁ ସାମୟିକ ଅବ୍ୟାହତି ନେବା ନିମନ୍ତେ ମୋର ନିଷ୍ପତ୍ତି ଦୃଷ୍ଟିରୁ ମୁଁ ଆପଣଙ୍କର ପ୍ରମୁଖ ପରାମର୍ଶଦାତା ଦାୟିତ୍ବ ତୁଲାଇବା ପାଇଁ ସମର୍ଥ ନୁହେଁ ବୋଲି ଆପଣ ଜାଣନ୍ତି। ମୋ ଭବିଷ୍ୟତ କାର୍ଯ୍ୟପନ୍ଥା ସଂକ୍ରାନ୍ତରେ ବି କିଛି ସ୍ଥିର କରିନାହିଁ। ତେଣୁ, ପ୍ରମୁଖ ପରାମର୍ଶଦାତା ଦାୟିତ୍ବରୁ ଅବ୍ୟାହତି ଦେବା ନିମନ୍ତେ ଅନୁରୋଧ କରି ଏ ପତ୍ର ଲେଖୁଛି। ଜନସାଧାରଣଙ୍କ ଜୀବନରେ ସକ୍ରିୟ ଭୂମିକାରୁ ସେ ସାମହିକ ଅବ୍ୟାହତି ନେବାକୁ ଇଚ୍ଛୁକ। 

ଖୁବଶୀଘ୍ର ସେ ଏବେ କଂଗ୍ରେସରେ ଯୋଗ ଦେବେ ବୋଲି ସୂଚନା ରହିଛି। ପ୍ରଶାନ୍ତ କଂଗ୍ରେସରେ ସାମିଲ୍ ହେବା ନେଇ ରାହୁଲ ଗାନ୍ଧୀ ଦଳର ଶୀର୍ଷ ନେତା ମାନଙ୍କ ପରାମର୍ଶ ଲୋଡିଥିଲେ। ଏହାପରେ ଦଳର ପ୍ରମୁଖ ନେତା ପ୍ରଶାନ୍ତଙ୍କ ସାମିଲ୍ ନେଇ ଆଗ୍ରହ ରଖିଥିବା ସୂଚନା ରହିଛି। 

ସୂଚନାଯୋଗ୍ୟ, ନରେନ୍ଦ୍ର ମୋଦି ୨୦୧୪ରେ ସାଧାରଣ ନିର୍ବାଚନ ଲଢ଼ିବା ବେଳେ ପ୍ରଶାନ୍ତ କିଶୋର ତାଙ୍କ ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରିଥିଲେ। ଆଉ ମୋଦି ବିଜୟୀ ହୋଇଥିଲେ। ଏହାପରେ ପ୍ରଶାନ୍ତ କିଶୋର ବିଜେପି ସହ ଆଉ କୌଣସି ଚୁକ୍ତି ନକରି ଅନ୍ୟାନ୍ୟ ଦଳ ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରିଥିଲେ। ଏହାପରେ ସେ ଜେଡିୟୁରେ ସାମିଲ ହୋଇଥିଲେ। ହେଲେ ଦଳର ସୁପ୍ରିମୋ ନୀତୀଶ କୁମାର ତାଙ୍କୁ ବହିଷ୍କୃତ କରିଥିଲେ। ନିକଟରେ ପ୍ରଶାନ୍ତ ପଶ୍ଚିମଙ୍ଗରେ ଟିଏମସି ପାଇଁ ନିର୍ବାଚନ ରଣନୀତି ପ୍ରସ୍ତୁତ କରି ଦଳକୁ ବିଜୟୀ କରାଇଛନ୍ତି। ଏବେ ସେ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି । ଯେଉଁଥିରେ କିଭଳି କଂଗ୍ରେସ ଆଗକୁ ବଢ଼ିବ ସେ ନେଇ ଏକ ବିସ୍ତୃତ ରୋଡ ମ୍ୟାପ ଦେଖାଇ ଥିଲେ। ତେବେ ପ୍ରଶାନ୍ତ କିଶୋର ଯେଉଁ ପ୍ରେଜେନଟେନସନ ଦେଖାଇଥିଲେ ତାକୁ ନେଇ ରାହୁଲ ଗାନ୍ଧୀ ଉତ୍ସାହିତ ବୋଲି କୁହାଯାଉଛି।


Powered by Froala Editor

Tags prasant

Related articles Odisha News Lens 4.1

  • ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...
    ଦେଶ-ଦେଶାନ୍ତର

    ଟ୍ୱିନ୍ ସିଟିରେ ପ୍ରବଳ ବର୍ଷା: ଦିଲ୍ଲୀରେ ବିମାନ ସେବା ବ୍ୟାହତ, ମୁମ୍ବାଇରେ ୬ ଜଣଙ୍କ ...

    13968
    Jul 06, 2026
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    13722
    Jul 06, 2026
  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି
    ଦେଶ-ଦେଶାନ୍ତର

    ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15059
    Jul 06, 2026
  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13833
    Jul 06, 2026
  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ
    ଦେଶ-ଦେଶାନ୍ତର

    ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15385
    Jul 06, 2026
  • ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା
    ଅପରାଧ

    ବିବାହକୁ ନେଇ ଖୁସି ନଥିଲେ, ପ୍ରେମିକ ସହ ମିଶି ସ୍ୱାମୀଙ୍କୁ ହତ୍ୟା

    15398
    Jul 06, 2026
  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    13789
    Jul 06, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14025
    Jul 06, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15182
    Jul 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15182
    Jul 06, 2026
  • ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14025
    Jul 06, 2026
  • ଦେଶ-ଦେଶାନ୍ତର

    ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13833
    Jul 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16965
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17576
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17629
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18028
    Sep 06, 2023

ବିଶେଷ

  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15182
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15193
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15168
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14594
    Jun 30, 2026
  • ଘରକୁ ଥଣ୍ଡା ରଖନ୍ତୁ ଏମିତି

    14358
    Jun 28, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15830
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15700
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13802
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14914
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିଶୁ ଯୌନ ଶୋଷଣ ସହିତ ଜଡିତ ବିଜ୍ଞାପନ ହଟାଇବାକୁ ନିର୍ଦ୍ଦେଶ

    13833
    Jul 06, 2026
  • ଗର୍ଭରେ ସନ୍ତାନ ରଖିବେ କି ନାହିଁ, ସ୍ତ୍ରୀ ନେବେ ନିଷ୍ପତ୍ତି

    15059
    Jul 06, 2026
  • ଘନ ଅନ୍ଧକାର : ବିନା ହେଡଲାଇଟରେ ଚାଲିଲା ବସ

    15385
    Jul 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In