Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆମେରିକାରେ କାମ କରୁଥିବା ବିଦେଶୀ ...

  • ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ...

  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ...

  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ...

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ...

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ...

  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ ...

  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ...

  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ...

ରାଜ୍ୟ
Home ›› ରାଜ୍ୟ ›› ବିଶ୍ୱ ଦକ୍ଷତା କେନ୍ଦ୍ର ଉଲ୍ଲେଖନୀୟ ମଡେଲ ଭାବେ ହୋଇଛି ଉଭା, ନୀତି ଆୟୋଗର ପ୍ରଶଂସା

ବିଶ୍ୱ ଦକ୍ଷତା କେନ୍ଦ୍ର ଉଲ୍ଲେଖନୀୟ ମଡେଲ ଭାବେ ହୋଇଛି ଉଭା, ନୀତି ଆୟୋଗର ପ୍ରଶଂସା

2026-09-17 07:04:06
14617
Share:
Facebook
Twitter
E-Mail
WhatsApp
Telegram
 ବିଶ୍ୱ ଦକ୍ଷତା କେନ୍ଦ୍ର ଉଲ୍ଲେଖନୀୟ ମଡେଲ ଭାବେ ହୋଇଛି ଉଭା, ନୀତି ଆୟୋଗର ପ୍ରଶଂସା

ଭୁବନେଶ୍ବର: ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ପ୍ରତ୍ୟେକ ନାଗରିକଙ୍କ ସାମାଜିକ ଓ ଆର୍ଥିକ ପ୍ରଗତି ଉପରେ ଗୁରୁତ୍ୱ ଦିଆଯାଉଛି। ଏହି ଲକ୍ଷ୍ୟ ହାସଲରେ ଦକ୍ଷତା ବିକାଶ କ୍ଷେତ୍ର ଏକ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଭୁବନେଶ୍ୱରଠାରେ ଓଡ଼ିଶା ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ର ଏ ଦିଗରେ ଏକ ଉଲ୍ଲେଖନୀୟ ମଡେଲ ଭାବେ ଉଭା ହୋଇଛି। ଭାରତର ଏହି ପ୍ରମୁଖ ଦକ୍ଷତା ବିକାଶ କେନ୍ଦ୍ରର ପଦକ୍ଷେପକୁ ନୀତି ଆୟୋଗ ପ୍ରଶଂସା କରିଛନ୍ତି।
ନୀତି ଆୟୋଗଙ୍କ ପକ୍ଷରୁ ନିକଟରେ ବିକଶିତ ଭାରତ ୨୦୪୭ ପାଇଁ ‘ରିଇମାଜିନିଂ ସ୍କିଲିଂ’ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଏକ ମଡେଲ ଭାବେ ଉଲ୍ଲେଖ କରାଯିବା ସହ ଏହା ଯୁବପିଢ଼ିଙ୍କୁ ଶିଳ୍ପ ଉପଯୋଗୀ ତାଲିମ ପ୍ରଦାନରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ବୋଲି ଦର୍ଶାଯାଇଛି। ନୀତି ଆୟୋଗଙ୍କ ଏହି ରିପୋର୍ଟକୁ ବିଶ୍ୱ ଦକ୍ଷତା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମି ରଞ୍ଜନ ମହାପାତ୍ର ସ୍ୱାଗତ କରିଛନ୍ତି। ସେ କହିଛନ୍ତି, ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରର ମଡେଲ୍‌କୁ ଓଡ଼ିଶାର ଅନ୍ୟ ଅଞ୍ଚଳକୁ ସମ୍ପ୍ରସାରଣ କରିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଆଗାମୀ ଦିନରେ ସମ୍ବଲପୁର ଓ ବ୍ରହ୍ମପୁରରେ ଆଉ ଦୁଇଟି କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହି କେନ୍ଦ୍ରଗୁଡ଼ିକରେ ସ୍ଥାନୀୟ ଶିଳ୍ପର ଆବଶ୍ୟକତା ଓ ନିଯୁକ୍ତି ସୁଯୋଗକୁ ଦୃଷ୍ଟିରେ ରଖି ଯୁବପିଢ଼ିଙ୍କୁ ପ୍ରଶିକ୍ଷଣ ଦିଆଯିବ। ସମ୍ବଲପୁର କ୍ୟାମ୍ପସରେ ଛାତ୍ରଛାତ୍ରୀଙ୍କୁ ଆଗ୍ରିଟେକ୍‌, ଅକ୍ଷୟ ଶକ୍ତି ଏବଂ ରିଟେଲିଂ ଆଦି ବିଷୟରେ ତାଲିମ ଦିଆଯିବ। ସେହିପରି, ବ୍ରହ୍ମପୁର କ୍ୟାମ୍ପସରେ ମରିନ୍ ଟେକ୍ନୋଲୋଜି, ଅଣ୍ଡରୱାଟର୍ ୱେଲ୍ଡିଂ ଏବଂ ହେଲ୍‌ଥକେୟାର ଆସିଷ୍ଟାଣ୍ଟ ବିଷୟରେ ତାଲିମ ପାଠ୍ୟକ୍ରମ ରହିବ। ବିଶ୍ୱ ଦକ୍ଷତା କେନ୍ଦ୍ରରେ ସେମିକଣ୍ଡକ୍ଟର ଓ ଆଭିଏସନ୍ କ୍ଷେତ୍ରରେ ପ୍ରଶିକ୍ଷଣ ଆରମ୍ଭ କରିବା ନେଇ ମଧ୍ୟ ଯୋଜନା ରହିଛି ବୋଲି ସେ କହିଛନ୍ତି। ନୀତି ଆୟୋଗଙ୍କ ରିପୋର୍ଟରେ ଶିକ୍ଷା ସହ ଶିଳ୍ପର ୨୦୨୬-୨୭ କେନ୍ଦ୍ରୀୟ ବଜେଟରେ ଘୋଷିତ ଷ୍ଟେଟ୍‌ ସ୍କିଲ୍ସ ଟ୍ରାନ୍ସଫର୍ମେସନ ପାଇଲଟ୍‌ ପାଇଁ ମନୋନୀତ ୫ଟି ରାଜ୍ୟ ମଧ୍ୟରେ ଓଡ଼ିଶା ସ୍ଥାନ ପାଇଛି।

Powered by Froala Editor

Tags Niti ayog

Related articles Odisha News Lens 4.1

  • ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ
    ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15569
    Oct 10, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15389
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14302
    Oct 10, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର
    ଦେଶ-ଦେଶାନ୍ତର

    ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14000
    Oct 09, 2026
  • ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ପୁଣି ଥରେ ଭାରତକୁ ନିଶାଣ କରି କଠୋର ପଦକ୍ଷେପ ନେଲେ ଟ୍ରମ୍ପ

    14082
    Oct 09, 2026
  • କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...
    ଦେଶ-ଦେଶାନ୍ତର

    କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ, ଆଶୁତୋଷ ରାଙ୍କା ଓ ସୌରଭ ...

    15332
    Oct 10, 2026
  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'
    ଦେଶ-ଦେଶାନ୍ତର

    ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15118
    Oct 10, 2026
  • କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...
    ଦେଶ-ଦେଶାନ୍ତର

    କ୍ୟାପଟେନ୍ ସ୍ମିତ୍ ମଚ୍ଛରଙ୍କୁ ପ୍ରଦାନ କରାଯିବ ଇସ୍ରାଏଲର ସର୍ବୋଚ୍ଚ ନାଗରିକ ବୀରତା ...

    15754
    Oct 09, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ...

    14671
    Oct 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁଟ୍ୟୁବର ଧ୍ରୁବ ରାଠି ଓ ସିଜେପି ନେତା ଅଭିଜିତ ଦୀପକେ ଅଟକ

    15569
    Oct 10, 2026
  • ଦେଶ-ଦେଶାନ୍ତର

    ଆମେରିକା ଭୋଟର ତାଲିକାରୁ ୨ ଲକ୍ଷ ଭାରତୀୟ ବଂଶୋଦ୍ଭବ ଭୋଟରଙ୍କ ନାମ କାଟ୍

    13323
    Oct 10, 2026
  • ଦେଶ-ଦେଶାନ୍ତର

    ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14302
    Oct 10, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17166
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17858
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17814
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18231
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14466
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14572
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15579
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14252
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15989
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15626
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14911
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15544
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14016
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜେୱର ବିମାନବନ୍ଦରର ନାମ ହେବ ‘ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ବିମାନବନ୍ଦର'

    15118
    Oct 10, 2026
  • ମୃତ୍ୟୁଦଣ୍ଡ କୋହଳ ହେବାରୁ ବଢ଼ୁଛି କି ଅପରାଧ : ସୁପ୍ରିମକୋର୍ଟ

    14302
    Oct 10, 2026
  • ଏଥର ବର୍ଷକୁ ଥରେ ଜିଏସଟି ହାର ପରିବର୍ତ୍ତନ ନେଇ କରାଯିବ ବିଚାର

    14000
    Oct 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In